Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ୫୦ହଜାର ପାର୍ କଲା କରୋନା ଆକ୍ଟିଭ୍ କେସ୍, ୧୪ ଜିଲ୍ଲାରେ କେବଳ ୮୦%

ଭୁବନେଶ୍ୱର: ରାଜ୍ୟରେ ଆଜି ୫୦ ହଜାର ପାର କରିଛି କରୋନା ଆକ୍ଟିଭ୍ କେସ । ଆଜି ଆଉ ୬ହଜାର ୭୩ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସକ୍ରିୟ ମାମଲା ୫୦ହଜାର ୯୫୮କୁ ବୃଦ୍ଧି ପାଇଛି । ରେଡ୍ ଜୋନରେ ରହିଛି ୧୪ଟି ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ, ଗଞ୍ଜାମ, ମୟୂରଭଞ୍ଜ, ସୁନ୍ଦରଗଡ଼,…

ରାଜ୍ୟରେ ୬୦୭୩ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ କମିଥିବା ନଜର ଆସିଛି। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୬ ହଜାର ୦୭୩ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୩୫୨୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୫୧ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ୨୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୦ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨୦୦୦ ପାର କରିଛି । ଆଜି ଆଉ ୧୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଛନ୍ତି ସର୍ବାଧିକ ୪ ଜଣ ସଂକ୍ରମିତ । ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରେ ଆଉ ଦୁଇ ଜଣ ଆକ୍ରାନ୍ତ କରୋନାରେ…

୨ଦିନ ଲାଗି ବନ୍ଦ କରଞ୍ଜିଆର ଦୋକାନ ବଜାର

କରଞ୍ଜିଆ: ମୟୁରଭଞ୍ଜର କରଞ୍ଜିଆ ସହରର ସମସ୍ତ ଦୋକାନ ବଜାର ଆଗାମୀ ୨ ଦିନ ଯାଏଁ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ସୂଚନା ଅନୁଯାୟୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତକାଲି ଜିଲ୍ଲାପାଳଙ୍କ ଅପିଲ ପରେ ବ୍ୟବସାୟୀ ସଂଘ ଏପରି ନିଷ୍ପତ୍ତି ନେଇଛି। ଯାହା ଫଳରେ ଆଜି ସକାଳ ୬ଟାରୁ ୨୮ ତାରିଖ…

ଛତ୍ରପୁର ଇଣ୍ଡିଆ ବ୍ୟାଙ୍କ ATM ତାଡି ଲୁଟ୍ ଉଦ୍ୟମ

ଛତ୍ରପୁର: ବିଳମ୍ବିତ ରାତିରେ ମାତିଲେ ଲୁଟେରା । ବ୍ୟାଙ୍କ ଏଟିଏମ୍ ତାଡି ଟଙ୍କା ଲୁଟ୍ ଉଦ୍ୟମ । ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଥିବା ଇଣ୍ଡିଆନ୍ ବ୍ୟାଙ୍କ ATMରୁ ଟଙ୍କା ଚୋରି ଉଦ୍ୟମ ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ATM ସର୍ଟର ଓ ମେସିନ୍ ତାଡ଼ି କିଛି ଦୁର୍ବୃତ୍ତ ଲୁଟ୍ ଉଦ୍ୟମ…

ଝାମୁ ଯାତ୍ରା ପାଇଁ କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିର ପରିସରରେ ୧୪୪ ଧାରା

ପୁରୀ: କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଜାରି ହେଲା ୧୪୪ ଧାରା । ଆଜି ଶେଷ ଚୈତ୍ର ମଙ୍ଗଳବାରରେ ମା’ଙ୍କର ଝାମୁ ଯାତ୍ରା ହେବ । କରୋନା କାଳରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମଙ୍ଗଳା ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । କୋଭିଡ୍ କଟକଣା ମଧ୍ୟରେ ଝାମୁ ଯାତ୍ରା…

ଆଜିଠୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ନାମଲେଖା ଆରମ୍ଭ

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଓଡିଶାର ସବୁ ସରକାରୀ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନାମଲେଖା ଆରମ୍ଭ ହେବାକୁ ଯାଉଛି। ପ୍ରାଥମିକ/ମାଧ୍ୟମିକ ଶ୍ରେଣୀ ପାଇଁ ନୂଆ ଆଡମିଶନ ୨୦୨୧ ମସିହା ମେ ୩୧ ସୁଦ୍ଧା ଶେଷ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି।…

ବିଶିଷ୍ଟ ଶିକ୍ଷାବିତ୍ ବିଜୟ ବିଷ୍ଣୁଙ୍କ ଦେହାନ୍ତ

ଭୁବନେଶ୍ୱର: ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଇଂରାଜୀ ପଢ଼ାଉଥିବା ବିଶିଷ୍ଟ ଶିକ୍ଷାବିତ୍ ଡ. ବିଜୟ ବିଷ୍ଣୁଙ୍କର ଦେହାନ୍ତ ହୋଇଛି। ସୂଚନା ଅନୁଯାୟୀ, ଗତ ଏକ ବର୍ଷ ଧରି ଅଗ୍ନାଶୟ କର୍କଟ ରୋଗରେ ବିଷ୍ଣୁ (୫୫) ଏପ୍ରିଲ୍ ୨୪ରେ ମୃତ୍ୟୁ ବରଣ କରିଥିଲେ। ତାଙ୍କ ପତ୍ନୀ ଅଳକାନନ୍ଦ ମିଶ୍ର…

ଶିଶୁପୁତ୍ରର ମୃତ ଦେହକୁ ଅସମ୍ମାନ

ଢେଙ୍କାନାଳ:ପାଞ୍ଚ ବର୍ଷର ଶିଶୁପୁତ୍ରର ମୃତ ଦେହକୁ ଅସମ୍ମାନ। ଢେଙ୍କାନାଳ ହସ୍ପିଟାଲରୁ ମିଳିଲାନି ମହାପ୍ରୟାଣ ଗାଡ଼ି । କାନ୍ଧରେ ପକେଇ ବୋହି ବୋହି ନେବା ବାଟରେ ଅଟକାଇଲେ ଲୋକେ। ଆଉ ବେସରକାରୀ ଶବବୁହା ଗାଡିରେ ପଠାଇଲେ ଘରକୁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି ।

କୋଭିଡ ହସ୍ପିଟାଲ ଲାଗି ହେଲ୍ପଲାଇନ ନଂ ଜାରି କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ ପକ୍ଷରୁ ସୋମବାର ଦିନ ସହରରେ ଉତ୍ସର୍ଗୀକୃତ କୋଭିଡ ଡାକ୍ତରଖାନାଗୁଡ଼ିକ ପାଇଁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ବିଏମସି ଏହାର ଟ୍ୱିଟରେ କହିଛି ଯେ, ରୋଗୀଙ୍କ ଅବସ୍ଥା ସମ୍ପର୍କରେ ଜାଣିବା ପାଇଁ ତାଙ୍କ ପରିବାର ସଦସ୍ୟ ମାନେ ଏହି…