Latest Odisha News

BREAKING NEWS

Browsing Category

ଓଡିଶା

Odisha

Sahara Sathi: ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’; ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହରବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି । ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ବଳିଷ୍ଠ ଭୂମିକା…

Abhijit Majumdar: ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ; ଘରୋଇ ହସ୍ପିଟାଲରେ ଭର୍ତ୍ତି

କଟକ:ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ । ଚିକିତ୍ସା ନିମନ୍ତେ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି । ଗତ କିଛି ଦିନ ଧରି ତାଙ୍କର…

Mao Products Rescued: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା; ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା । ଗରିଆବନ୍ଧ ଜିଲ୍ଲା ମେନପୁର ଥାନା କୁଲହାଡ଼ିଘାଟ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ । ଜବତ ସାମଗ୍ରୀ ମଧ୍ୟରେ ରହିଛି ସିଲାଇ ମେସିନ, ପିଟୁ ବ୍ୟାଗ୍, ଜୋତା, ଦରି,ଔଷଧ, ତଥା ଖାଦ୍ୟ ସାମଗ୍ରୀ…

ସଂସଦ ଭବନରେ ଶୋଭା ପାଇବ ମହାପ୍ରଭୁଙ୍କ ରଥ ଚକ

ପୁରୀ: ଲୋକସଭା ବାଚସ୍ପତି ଓମ୍ ବିର୍ଲା ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଗସ୍ତ ପରେ ରଥଯାତ୍ରାର ତିନୋଟି ପବିତ୍ର ଚକ ଖୁବ୍ ଶୀଘ୍ର ନୂଆଦିଲ୍ଲୀର ସଂସଦ ଭବନରେ ଶୋଭା ପାଇବା ନେଇ ଘୋଷଣା କରିଛନ୍ତି। ଏହି ପ୍ରସ୍ତାବ ବାଚସ୍ପତିଙ୍କୁ ମନ୍ଦିର ପ୍ରଶାସନ ଦେଇଥିଲେ ଯାହାକୁ ସେ ସ୍ୱୀକାର ମଧ୍ୟ କରିଥିଲେ।…

Tiger skin seized:ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ;ମାଡ଼ି ବସିଲା ଉତ୍ତର ଘୁମୁସର ବନବିଭାଗ

ଗଞ୍ଜାମ:ଭଞ୍ଜନଗର ପଥରାପଲ୍ଲୀ ଗାଁରୁ କଲରାପତରିଆ ବାଘଛାଲ ଜବତ । ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ,ମାଡ଼ି ବସିଲା ଭଞ୍ଜନଗର ଉତ୍ତର ଘୁମୁସର ବନବିଭାଗ । ବାଘ ଛାଲ ସହ ୭ ଜଣ ଆନ୍ତଃରାଜ୍ୟ ଚାଲାଣକାରୀଙ୍କୁ ଗିରଫ କରାଯାଇଛି । ବିଭାଗୀୟ କର୍ମଚାରୀମାନେ ଗୋଟିଏ କଲରାପତରିଆ ବାଘ ଛାଲ ,କାତି ,…

New Nacs Municipalities: ଆଉ ୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସ୍ୱାୟତ୍ତ ଶାସନ ଦିବସ । ସମଗ୍ର ରାଜ୍ୟ ପାଳୁଛି ସ୍ବାୟତ୍ତ ଶାସନ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଣା ହୋଇଥିବା ୭ ନୂଆ…

ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ…

ଉଚ୍ଚ ସ୍ୱରରେ ସଂଗୀତ ବଜାଇବା ଅଭିଯୋଗରେ ୨୦ ଡିଜେ ଗାଡି ଜବତ…

ବାଲେଶ୍ବର: ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ବ୍ୟବହୃତ ପ୍ରାୟ ୨୦ଟି ଡିଜେ ଗାଡିକୁ ଶବ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରବିବାର ଜବତ କରାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ଶୁକ୍ରବାର ବିସର୍ଜନ ଶୋଭାଯାତ୍ରା ସମୟରେ ଗାଡିଗୁଡ଼ିକ ଅତ୍ୟନ୍ତ ଉଚ୍ଚ ସ୍ୱରରେ ସଂଗୀତ ବଜାଉଥିବା ନେଇ…

125th Mann Ki Baat: କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ  ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ । ଆଜି…

Nandankanan Zoo: ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ ଫ୍ଲୁକୁ…