Latest Odisha News

BREAKING NEWS

Browsing Category

ଓଡିଶା

Odisha

Cyclone Montha: ବାତ୍ୟା ମୋନ୍ଥାର ପ୍ରଭାବ: ଗଜପତିରେ ପବନ ସହ ପ୍ରବଳ ବର୍ଷା, ୯୪୬ ଜଣଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ…

ଗଜପତି: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଗଜପତିରେ ଦେଖିବାକୁ ମିଳିଛି। ଗଜପତି ଜିଲ୍ଲାର ସବୁ ଅଞ୍ଚଳରେ ଆରମ୍ଭ ହୋଇଛି ବର୍ଷା। ଆସନ୍ତାକାଲି ଗଜପତିକୁ ରେଡ ଆଲର୍ଟ ଥିବାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ୯୪୬ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ…

Cyclone Montha: ବାତ୍ୟା ମୋନ୍ଥା ପ୍ରଭାବରେ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା…

ଭୁବନେଶ୍ୱର: ବାତ୍ୟା "ମୋନ୍ଥା" ସୋମବାର ସକାଳ ୮.୩୦ ସମୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକ ଉପରେ ଅବସ୍ଥିତ। ଏହା ପ୍ରଭାବରେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେହିପରି ଏହା…

Central Teacher Eligibility Test: ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା

ଭୁବନେଶ୍ୱର: ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା। ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)। ଏନେଇ କେନ୍ଦ୍ରୀୟ ମାଧ୍ୟମି ଶିକ୍ଷା ପରିଷଦ (ସିବିଏସ୍‌ଇ )ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶର ୧୩୨ଟି ସହରରେ ପରୀକ୍ଷା ଅନୁଷ୍ଠିତ…

Cyclone Montha: ବାତ୍ୟାର ମୁକାବିଲା ପାଇଁ ଶ୍ରୀକାକୁଲମ ଓ ଭାଇଜାଗ୍ ଗଲା ଏନଡିଆରଏଫର ୩ଟି ଟିମ୍‌

ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ରୂପ ନେଇଛି ବାତ୍ୟା ‘ମୋନ୍ଥା’ । ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ଏହି ସାମୁଦ୍ରିକ ଝଡ । ଗଞ୍ଜାମ ଓ ଗଜପତି ଜିଲାରେ ସକାଳୁ ପ୍ରବଳ ବର୍ଷା ହେଉଛି । ବାତ୍ୟା ମୋନ୍ଥା ପାଇଁ ୩ ରାଜ୍ୟ ଆନ୍ଧ୍ରପ୍ରଦେଶ, ଓଡ଼ିଶା ଓ ତାମିଲନାଡୁରେ ରେଡ୍ ଆଲର୍ଟ ଜାରି…

Murder: ଭୁଲିଗଲେ ବନ୍ଧୁତା…ଭୋଜି ବେଳେ ବଚସାରୁ ସାଙ୍ଗକୁ ହତ୍ୟା କଲା ସାଙ୍ଗ

ବଲାଙ୍ଗୀର: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା କଲା ସାଙ୍ଗ । ଘଟଣାଟି ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏପରି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲାର ଦେଓଗାଁ ଥାନା ଅଞ୍ଚଳର ଅନ୍ତର୍ଲା ଗାଁରେ। ମୃତକ ଅବସରପ୍ରାପ୍ତ ପୁଲିସ୍‌ କର୍ମଚାରୀ ମୀନକେତନ ଭୋଇଙ୍କ ପୁଅ…

ସ୍ଥଳଭାଗମୁହାଁ ହୋଇ ମାଡି ଆସୁଛି ‘ମୋନ୍ଥା’; ଗୋପାଳପୁରରେ ୨ ନମ୍ବର ବିପଦ ସଙ୍କେତ

ଗଞ୍ଜାମ: ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ମୋନ୍ଥା ବଳ ଗୋଟାଉଛି । ଏହାର ପ୍ରଭାବ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଉପରେ ଅଧିକ ଅନୁଭବ ହେବ ବୋଲି ପୂର୍ବାନୁମାନ କରିଛି ଭାରୀୟ ପାଣିପାଗ ବିଭାଗ । ଆସନ୍ତା ୨୮ ତାରିଖ ରାତି ସୁଧା ବାତ୍ୟା ସ୍ଥଳଭାଗ ଛୁଇଁବା ବୋଲି ଆଶଙ୍କା କରାଯାଉଛି । ଏହାର…

Cyclone Montha Effect: ସୃଷ୍ଟ ସାମୁଦ୍ରିକ ବାତ୍ୟା ସ୍ଥଳଭାଗ ଆଡ଼କୁ ଅଗ୍ରସର, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଠାରୁ ସମୁଦ୍ର ଅଶାନ୍ତ ରହିଛି। ସୃଷ୍ଟ ସାମୁଦ୍ରିକ ବାତ୍ୟା ସ୍ଥଳଭାଗ ଆଡ଼କୁ ଅଗ୍ରସର କରୁଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ…

Cyclone Montha: ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି, ମୁଣ୍ଡଳିରୁ ବାହାରିଲେ NDRFର ଆଉ ୫ଟି ଟିମ୍

କଟକ: ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ତତ୍ପର ହୋଇଛି ପ୍ରଶାସନ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କଟକ ମୁଣ୍ଡଳୀରୁ ବାହାରିଲେ ଏନଡିଆରଏଫର ୫ଟି ଟିମ। ବାତ୍ୟା ପ୍ରଭାବିତ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ବାହାରିଲେ। ମାଲକାନଗିରି, କୋରାପୁଟ, ଗଜପତି, କନ୍ଧମାଳ, ରାୟଗଡ଼ାକୁ ଗଲେ। ଅନ୍ୟପଟେ…

Cyclone Montha: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା, ସମୀକ୍ଷା କରୁଛନ୍ତି ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା। ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ…

ବାତ୍ୟା ଆସିନି ମାର୍କେଟରୁ ଗାୟବ ଆଳୁ, କଳାବଜାରୀ ନକରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ବତ୍ୟା ନ ଆସୁଣୁ ବଜାରରୁ ଆଳୁ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି । ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି । ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି । ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ…