Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ବ୍ୟାଙ୍କରେ ସକାଳ ୧୦ରୁ ୨ଟା ଗ୍ରାହକ ସେବା, କରୋନା ଯୋଗୁ କଟକଣା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ବ୍ୟାଙ୍କରେ ଗ୍ରାହକ ସେବା ସମୟରେ ପରିବର୍ତ୍ତନ ହୋଇଛି । ଆଜିଠାରୁ ବ୍ୟାଙ୍କଗୁଡିକ ସକାଳ ୧୦ଟାରୁ ଅପରାହ୍ଣ ୨ଟା ଯାଏ ଗ୍ରାହକ ସେବା ଯୋଗାଇବେ । ବିଭିନ୍ନ ବ୍ୟାଙ୍କର କର୍ମଚାରୀ ଓ ଅଧିକାରୀ ସଂକ୍ରମିତ ବି ହେଲେଣି । ଏଭଳି ସ୍ଥିତିରେ…

ଆଜି ରାଜ୍ୟରୁ ୬୫୯୯ କରୋନା ପଜିଟିଭ୍, ଗଞ୍ଜାମରେ ଦିନକରେ ସଂକ୍ରମଣ ବଢ଼ିଲା ୭୦%

ଭୁବନେଶ୍ୱର: ଗତକାଲି କମିଥିଲା । ଆଜି ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬ହଜାର ୫୯୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୩୮୨୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୭୭୨ଟି ରହିଛି । ଖୋର୍ଦ୍ଧା ଜିଲ୍ଲାରୁ…

ଘାଟିରେ ଓଲଟିଲା ବସ୍, ୭ ଯାତ୍ରୀ ଆହତ

ରାୟଗଡ଼ା: ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ଓମ୍ ସାଇ ନାମକ ବସଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୋଳ ଯାଉଥିଲା । ଘାଟି ଚଢ଼ିବା ବେଳେ…

ଟିକା ଅର୍ଡର କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଗଣା ଟିକାକରଣ ନେଇ ଘୋଷଣା କରିବା ପରେ ଦୁଇ କମ୍ପାନୀଙ୍କୁ ଟିକା ଅର୍ଡର କରିଛନ୍ତି ରାଜ୍ୟ ସରକାର । ୩ କୋଟି ୭୭ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପାଇଁ ଅର୍ଡର…

ମାଓବାଦୀଙ୍କ ଭାରତ ବନ୍ଦ ପୂର୍ବରୁ ହିଂସା, ଜାଳିଦେଲେ ୮ରୁ ଅଧିକ ଗାଡ଼ି

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକୁମାରେ ଲାଲ୍ ବାହିନୀ ହିଂସାକାଣ୍ଡ ଘଟାଇଛନ୍ତି । ସୁରକ୍ଷା ବାହିନୀର ଅପରେସନ୍ ପ୍ରହାରକୁ ବିରୋଧ କରି ପୋଡ଼ାଜଳା କରିଛନ୍ତି ସଶସ୍ତ୍ର ମାଓବାଦୀ । ୩୦ ନମ୍ବର ଜାତୀୟ ରାଜପଥର ଏରାବୋର ଅଞ୍ଚଳରେ ନକ୍ସଲ ମାନେ ହିଂସାକାଣ୍ଡ ଘଟାଇ ଥିବା…

କୋଭିଡ ନିୟମ ମାନିବାକୁ ହାତଯୋଡ଼ି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ଭଳି ମହାମାରୀ ସମୟରେ ସାରା ଭାରତ ଏକ କଠିନ ପରିସ୍ଥିତି ମଧ୍ୟରେ ଗତି କରୁଛି । ଏହାକୁ ଏକ ଯୁଦ୍ଧକାଳୀନ ପରିସ୍ଥିତି ବୋଲି କହିଲେ ଭୁଲ ହେବନାହିଁ । କୋଭିଡ ସଂକ୍ରମଣରେ ଭାରତ ଆଜି…

ଯୁବ ସାମ୍ବାଦିକ ଅମଜାଦ୍ ବାଦଶାହଙ୍କ କରୋନାରେ ମୃତ୍ୟୁ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାର ଜଣାଶୁଣା ସାମ୍ବାଦିକ ଅମଜାଦ୍ ବାଦଶାହଙ୍କ ମୃତ୍ୟୁ କରୋନାରେ ହୋଇଛି । ଏପ୍ରିଲ୍ ୮ ତାରିଖରେ ସେ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ୪୫ ବର୍ଷିଅ ଅମଜାଦ୍ ବାଦଶାହ ଏକାଧିକ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରିଥିଲେ । ଏବେ ସେ ରାୟପୁରସ୍ଥିତ ଅମିତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ଟିକା

ଭୁବନେଶ୍ବର : କରୋନା ଭଳି ମହାମାରୀ ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରା୍ୟବାସୀଙ୍କ ମାଗଣାରେ ମିଳିବ କରୋନା ଟିକା । ଆସନ୍ତା ମେ’ ୧ ତାରିଖରେ ସାରା ଦେଶରେ ୧୮ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ କରୋନା ଟିକା ଦିଆଯିବ । ଏହି ଅବସରରେ ଆମ ରାଜ୍ୟରେ ମଧ୍ୟ ଟିକାକରଣ…

ନର୍ଲା ପଞ୍ଚାୟତକୁ ୭ ଦିନିଆ ସଟଡାଉନ ଘୋଷଣା

ଭବାନୀପାଟଣା : ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଛି । ଖାସକରି ପଶ୍ଚିମ ଓଡ଼ିଶାରେ ଏବେ ଉପରମୁହାଁ ଭାଇରସ । ତେବେ କଳାହାଣ୍ଡି ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ନର୍ଲା ପଞ୍ଚାୟତରେ ସପ୍ତାହକ…

୧୭ ସହରରେ ପାରଦ ଡେଇଁଲା ୪୦ ଡିଗ୍ରୀ, ୪୩.୨ ଡିଗ୍ରୀରେ ଜଳିଲା ଭୁବନେଶ୍ୱର

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଜାରି ରହିଛି । ଗତକାଲି ଭଳି ମଧ୍ୟ ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଲଗାତାର ଦ୍ୱିତୀୟ ଦିନ ଲାଗି ତାତି ରାଜଧାନୀବାସୀଙ୍କୁ…