Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗାଁରେ ହାତୀ , ଆତଙ୍କିତ ଲୋକେ

ମୟୂରଭଞ୍ଜ :ପୁଣି ମାତିଲେ ହାତୀ । ରାସଗୋବିନ୍ଦପୁର ରେଞ୍ଜରେ ୪୦ ରୁ ଅଧିକ ଝାଡଖଣ୍ଡୀ ହାତୀଙ୍କ ଉପଦ୍ରବ ଯୋଗୁଁ ଆତଙ୍କିତ ଅବସ୍ଥାରେ ଗାଁର ଲୋକମାନେ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜରେ କିଛି ଦିନ ଧରି ହାତୀଙ୍କ ତାଣ୍ଡବ ଲାଗିରହିଛି । ୪୦ ରୁ ଉର୍ଦ୍ଧ୍ବ ଝାଡ଼ଖଣ୍ଡୀ ହାତୀ ଏବେ…

କୋଭିଡ ସେଣ୍ଟର ହେବ ବ୍ରହ୍ମପୁର ସିଟି ହସ୍ପିଟାଲ

ବ୍ରହ୍ମପୁର: ବ୍ରହ୍ମପୁର ସିଟି ହସ୍ପିଟାଲକୁ କୋଭିଡ ସେଣ୍ଟର ଭାବେ ଘୋଷଣା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ସୂଚନା ଅନୁଯାୟୀ, ୧୨୫ ବେଡ୍ ମଧ୍ୟରୁ ୧୦୦ଟି କୋଭିଡ ରୋଗୀଙ୍କ ପାଇଁ ଏବଂ ୨୫ଟି କରୋନା ସଂକ୍ରମିତ ଗର୍ଭବତୀ ମହିଳାଙ୍କ ପାଇଁ ରହିବ। କୋଭିଡ ରୋଗୀଙ୍କ…

ଗଣଶିକ୍ଷା ମନ୍ତ୍ରୀଙ୍କ ନାଁରେ ଫେକ୍ ଟ୍ୱିଟର ଆକାଉଣ୍ଟ, ମାଟ୍ରିକ ପରୀକ୍ଷା ନେଇ ମିଛ ପୋଷ୍ଟ

ଭୁବନେଶ୍ୱର: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ନାଁରେ ଫେକ୍ ଟ୍ୱିଟର ଆକାଉଣ୍ଟ ଖୋଲି ମିଛ ଖବର ପୋଷ୍ଟ କରିଛନ୍ତି ଦୁର୍ବୃତ୍ତ । ଜୁନ୍ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ମିଥ୍ୟା ଖବର ଲେଖିଛନ୍ତି । ଫେକ୍ ଆକାଉଣ୍ଟ ଉପରେ ବିଶ୍ୱାସ ନକରିବା ପାଇଁ ନିବେଦନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର…

କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ଯାଜପୁର: ବେଙ୍ଗାଲୁରୁରେ ଯୁବ ଓଡିଆ ବୈଜ୍ଞାନିକ ପ୍ରିୟଶ୍ଲୋକ ଆର୍ଯ୍ୟଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା। ସେ ଯାଜପୁର ଜିଲ୍ଲାର ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଗାଁର ବାସିନ୍ଦା ଥିଲେ। ସେ ବିଶିଷ୍ଟ…

କାୟା ମେଲାଉଛି କରୋନା; ୩ ଦିନରେ ICUରେ ଭର୍ତ୍ତି ହେଲେ ୩୩୬ ରୋଗୀ

ଭୁବନେଶ୍ୱର: କ୍ରମାଗତ ଚାରି ଦିନ ହେବ ଓଡିଶାରେ ୬୦୦୦ରୁ ଅଧିକ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସରକାରୀ ତଥା ବେସରକାରୀ କୋଭିଡ ହସ୍ପିଟାଲର ଆଇସିୟୁରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, ଏପ୍ରିଲ୍…

ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ପୋଲିସ ଡିଜି

ବାଲେଶ୍ୱର: ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ବ୍ୟାପୁଛି କରୋନା କାୟା । ଓଡ଼ିଶାର ସୀମାନ୍ତବର୍ତ୍ତୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ସଂକ୍ରମଣ ବଢୁଛି । ଆଜି ବାଲେଶ୍ୱର ଗସ୍ତରେ ଯାଇ ଦୁଇଟିଯାକ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ ।…

କୁମ୍ଭମେଳା ଫେରନ୍ତା ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ, କରୋନା ଭୟରେ ପଡ଼ି ରହିଛି ମୃତଦେହ

ବୌଦ୍ଧ: କୁମ୍ଭମେଳା ଫେରନ୍ତା ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ । କରୋନା ଭୟରେ ମୃତଦେହ ପାଖରୁ ପରିବାରବର୍ଗ ଓ ସମ୍ପର୍କୀୟ କେହି ଆସୁନାହାନ୍ତି । ୯ ଘଣ୍ଟା ହେବ ଘର ଆଗରେ ମୃତଦେହ ପଡ଼ି ରହିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର…

ମହାନଦୀ ପଠାରେ ଚାଲିଥିଲା ବାଘ ଛାଲ୍ ଡିଲ୍, ବେପାରୀ ବେଶରେ ୨ଜଣଙ୍କୁ ବାନ୍ଧିଲା ଏସଟିଏଫ୍

ନୟାଗଡ଼: ମହାନଦୀ ପଠାରେ ଚାଲିଥିଲା ବାଘ ଛାଲ ଓ ହାତୀ ଦାନ୍ତ କିଣାବିକା ଡିଲ୍ । ଖବର ପାଇଁ ବେପାରୀ ବେଶରେ ପହଞ୍ଚିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏତିକିବେଳେ ଦୁଇ ବନ୍ୟଜନ୍ତୁ ବେପାରୀଙ୍କୁ ବାନ୍ଧିଛି ଏସଟିଏଫ୍ । ସେମାନଙ୍କ ନିକଟରୁ ଜବତ ହୋଇଛି ଗୋଟିଏ କଲରାପତରିଆ ବାଘ ଛାଲ ଓ ଦୁଇଟି ହାତୀ…

ତାଳଚେର ହିଙ୍ଗୁଳା ମନ୍ଦିର ବିକାଶ ପାଇଁ MCL ସିଏସ୍ଆର୍‌ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର

ଅନୁଗୋଳ: ତାଳଚେର ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର । ଏମ୍‌ସିଏଲ୍‌ର ସିଏସ୍ଆର୍ ପାଣ୍ଠିରୁ ମନ୍ଦିରର ବିକାଶ ପାଇଁ ଏହି ଟଙ୍କା ମଞ୍ଜୁର ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ମନ୍ଦିର ପାଇଁ ଅର୍ଥ ମଞ୍ଜୁର ହୋଇଛି । ଏନେଇ କେନ୍ଦ୍ର କୋଇଲା ଓ ଖଣି…

ଅକ୍ସିଜେନ୍ ଦେଉଛି ଓଡ଼ିଶା: ୪୯ଟି ଟ୍ୟାଙ୍କରରେ ବିଭିନ୍ନ ରାଜ୍ୟକୁ ଦେଲାଣି ୮୬୯ ମେଟ୍ରିକ୍ ଟନ୍ ଅମ୍ଳଜାନ

ଭୁବନେଶ୍ୱର: କରୋନା କାଳରେ ସାରା ଦେଶରେ ଦେଖାଦେଇଛି ଅକ୍ସିଜେନ ସଂକଟ । ଏଭଳି ଦୁସ୍ଥିତିରେ ସମୟରେ ବିଭିନ୍ନ ରାଜ୍ୟରୁ ସହାୟତାର ହାତ ବଢ଼ାଇଛି ଓଡ଼ିଶା । ଗତ ତିନି ଦିନ ଭିତରେ (ଆଜି ସୁଦ୍ଧା) ଓଡ଼ିଶା ମୋଟ୍ ୪୯ଟି ଅକ୍ସିଜେନ୍ ଟ୍ୟାଙ୍କର ଯୋଗେ ବିଭିନ୍ନ ରାଜ୍ୟକୁ ପଠାଇଛି ୮୬୯ ମେଟ୍ରିକ ଟନ୍…