Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ରାଜ୍ୟରୁ ୬ ହଜାର ୧୧୬ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬ ହଜାର ୧୧୬ ଆକ୍ରାନ୍ତ । ଏମାନଙ୍କ ଭିତରେ ୩ ହଜାର ୫୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୫୭୦ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । https://twitter.com/IPR_Odisha/status/1386159537418211330?s=19…

ଆଜି ବାଲେଶ୍ୱର ଯିବେ ପୋଲିସ ଡିଜି, ସୀମାରେ ଏନଫୋର୍ସମେଣ୍ଟ ସ୍ଥିତି ପରଖିବେ

ଭୁବନେଶ୍ୱର: ଆଜି ବାଲେଶ୍ୱର ଗସ୍ତରେ ଯିବେ ପୋଲିସ ଡିଜି ଅଭୟ । ଏହି ଦୁଇ ଜିଲ୍ଲାରେ କୋଭିଡ୍ ଏନଫୋର୍ସମେଣ୍ଟର ସମୀକ୍ଷା କରିବେ । ବିଶେଷ କରି ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ପୋଲିସ ଡିଜି । ବିଶେଷ କରି ପଶ୍ଚିମବଙ୍ଗ ଫେରନ୍ତାଙ୍କୁ…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ…

ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ଡ୍ରାଇଭର ମୃତ

ଭବାନୀପାଟଣା: ଟ୍ରକ ଓ ମିନି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଚାପି ହୋଇ ମିନି ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା କଶୃପଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ଉଭୟ ଟ୍ରକ ମଧ୍ୟରେ ଏତେ ଜୋରରେ ଧକ୍କା ହୋଇଛି ଯେ ମିନି ଟ୍ରକ ଡ୍ରାଇଭର…

ଜୀଅନ୍ତା ଜଳିଗଲା ନାବାଳକ, ଗ୍ୟାସ୍ ଲିକରୁ ଘରେ ଅଗ୍ନିକାଣ୍ଡ

ସୋନପୁର: ଗ୍ୟାସ୍ ଲିକରୁ ଘରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଣେ ନାବାଳକ ଜୀବନ୍ତ ଦଗ୍ଧ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅନ୍ତର୍ଗତ ଶଙ୍କରା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଆଜି ଚା କରିବା ପାଇଁ ପରିବାର ଲୋକ ଗ୍ୟାସ୍ ଟାଙ୍କି ଲଗାଇବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା ।…

ଉତ୍ତର-ପୂର୍ବାଞ୍ଚଳ ଓ ବାଙ୍ଗାଲୋର ମଧ୍ୟରେ ଗଡ଼ିବ ବିଶେଷ ଟ୍ରେନ୍

ଭୁବନେଶ୍ବର : ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଦୁଇ ଯୋଡ଼ା ଦୂରଗାମୀ ବିଶେଷ ଟ୍ରେନ ବାଙ୍ଗାଲୋର ଠାରୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଚଳାଚଳ କରିବ । ଏ ନେଇ ନିଷ୍ପତ୍ତି ନେଇଛି ରେଳବାଇ । ଦେଶର ଯେକୌଣସି ସ୍ଥାନରୁ ଓଡ଼ିଶା ଆସୁଥିବା ଯାତ୍ରୀ ସେମାନଙ୍କ ଯାତ୍ରା ଆରମ୍ଭର ସର୍ବାଧିକ ୭୨ ଘଣ୍ଟା…

ଶିଳ୍ପାଞ୍ଚଳର ପିଏଫ୍ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ରାଉରକେଲା: ରାଉରକେଲା ସହରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ସହରର ଅନ୍ୟ ଏକ ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ପ୍ରଶାସନ । ସହରର ଶିଳ୍ପାଞ୍ଚଳରେ ଥିବା ପିଏଫ୍ କଲୋନୀକୁ ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା…

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି । ଫେସବୁକରେ ପୋଷ୍ଟ କରି ମନ୍ତ୍ରୀ ସୁଦାମ ମାର୍ଣ୍ଡ୍ରି ଲେଖିଛନ୍ତି ମୋର କରୋନା ପରୀକ୍ଷା ରିପୋର୍ଟ…

ଖାଲି ଅକ୍ସିଜେନ୍ ସିଲିଣ୍ଡର ଭର୍ତ୍ତି କରି ରଖିବାକୁ ସବୁ ଜିଲ୍ଲାପାଳ, ମହାନଗର ନିଗମକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ସଂକଟ ନିଦ ହଜାଇ ଦେଲାଣି । ଅକ୍ସିଜେନ୍ ଅଭାବରୁ ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ଖବର ମଧ୍ୟ ଆସୁଛି । ସଂକଟ ସମୟରେ ଓଡ଼ିଶା ଅନ୍ୟ ରାଜ୍ୟକୁ ଅକ୍ସିଜେନ୍ ପଠାଉଥିବା ବେଳେ କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦେଖି ସରକାର ଆଗୁଆ…

ବସ୍ତରରେ ପୁଣି ମାଓ ହିଂସା

ମାଲକାନଗିରି:ପୁଣି ଲାଲ ତାଣ୍ଡବ । ମାଲକାନଗିରି ଛତିଶଗଡ ସିମାନ୍ତ ବସ୍ତର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଅପରେସନ ପ୍ରହାରକୁ ବିରୋଧ କରିଛନ୍ତି ମାଓବାଦୀ ମାନେ । ଗୋଟିଏ ପ୍ରୋକଲିନ ମେସିନକୁ ନିଆଁ ଲଗାଇ ପୋଡି ଦେଲେ ଲାଲ୍ ବାହିନୀ । ୧୫ରୁ ୨୦ ଜଣ ସଶସ୍ତ୍ର ନକ୍ସଲ ଛୋଟେ…