Latest Odisha News

BREAKING NEWS

Browsing Category

ଓଡିଶା

Odisha

୪୦ ଉପରେ ରାଜ୍ୟର ୧୨ ସହର, ସବୁଠୁ ଉତ୍ତପ୍ତ ଭୁବନେଶ୍ୱର; ୩ ଦିନ ଯାଏ ବଢିବ ତାତି

ଭୁବନେଶ୍ୱର: ତାତିରୁ ମିଳିବନି ନିସ୍ତାର । ୨ରୁ ୩ ଦିନ ଯାଏ ଆହୁରି ବଢ଼ିବ ପାରଦ । ଆଜି ରାଜ୍ୟର ୧୨ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ୪୨.୧ ଡିଗ୍ରୀ ସେଲସିୟସ୍ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ଆଗାମୀ ୨ରୁ ୩ ଦିନ ଯାଏ ଦିନବେଳାର ତାପମାତ୍ରା ୨ରୁ ୩ ଡିଗ୍ରୀ…

ପୁରୀରେ ସପ୍ତାହନ୍ତ ସଟଡାଉନ୍

କରୋନା ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ସ୍ଥାନରେ ସତର୍କତା ଅବଲମ୍ବନ କରାଯାଉଛି । ଏନେଇ ସପ୍ତାହନ୍ତ ସଟଡାଉନ୍ ଜାରି ରହିଛି । ଶନିବାର ଓ ରବିବାର ଦୁଇ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ପୁରୀରେ ମଧ୍ୟ ରାସ୍ତାଘାଟ ଜନଶୂନ୍ୟ ହୋଇପଡିଥିବା ବେଳେ ପୁଲିସର କଡାକଡି ଯାଂଚ ଚାଲିଛି ।

ଦିଅର ଲାଠି ମାଡରେ ଭାଉଜ ଲହୁଲୁହାଣ !

କାମାକ୍ଷାନଗର: ଅବିଶ୍ୱାସ ଲାଗୁଥିଲେ ବି ସତ । କଥାରେ ଅଛି ଭାଉଜ ମାଆ ସମାନ, ଦିଅର ପୁଅ ସମାନ । ହେଲେ ଢେଙ୍କାନାଳ ଯମୁନାକୋଟ ଗାଁରେ ଏଭଳି ସଂପର୍କରେ ଲାଗିଛି ଅବିଶ୍ୱାସର ଛିଟା । ସୁଭଦ୍ରା ସାହୁ ନାମକ ଜଣେ ମହିଳାଙ୍କୁ ଖୋଦ ତାଙ୍କ ଦିଅର ବିଦ୍ୟୁତ ସଂଯୋଗକୁ ନେଇ ନିସ୍ତୁକ ମାଡ ମାରି…

ରଜରେ ଆସୁଛି “ଚକ୍ଷୁବନ୍ଧନ”

ଭୁବନେଶ୍ୱର: ସାରା ଦେଶ ସମେତ ଓଡିଶା ବି କରୋନା ସହ ଲଢୁଛି । ତଥାପି ଫିଲ୍ମ ରିଲିଜ୍ କରିବାକୁ ଅଣ୍ଟା ଭିଡିଛି ଓଲିଉଡ । ଆସନ୍ତା ଦିନରେ ପ୍ରେମ, ପ୍ରତାରଣା, ରହସ୍ୟ ଓ ରୋମାଂଚକର ମୌଳିକ କାହାଣୀକୁ ନେଇ ଏକ ଫିଲ୍ମ ରିଲିଜ୍ ହେବାକୁ ଯାଉଛି । ଯାହାର ଟାଇଟଲ ରହିଛି “ଚକ୍ଷୁବନ୍ଧନ” । ଅନିଶ୍…

କରୋନା ଟିକାକରଣରେ ସାହାଯ୍ୟ କରିବାକୁ ୨୦ ଧନୀ ଭାରତୀୟଙ୍କୁ ନିବେଦନ କଲେ ବିଜେଡି ସାଂସଦ ଅମର ପଟ୍ଟନାୟକ

ଭୁବନେଶ୍ୱର: ବିଜେଡି ଜାତୀୟ ମୁଖପାତ୍ର ଡ. ଅମର ପଟ୍ଟନାୟକ ଶନିବାର ଦିନ ଶ୍ରେଷ୍ଠ ୨୦ ଧନୀ ଭାରତୀୟଙ୍କୁ ମାତୃଭୂମି ପ୍ରତି କର୍ତ୍ତବ୍ୟର ଏକ ଅଂଶ ଭାବରେ ଅତି କମରେ ୨୫ ପ୍ରତିଶତ ଭାରତୀୟଙ୍କ ଟିକାକରଣ ଭାର ବହନ କରିବାକୁ ଆହ୍ବାନ କରିଛନ୍ତି। ସେ ଏକ ଟୁଇଟ୍‌ରେ କହିଛନ୍ତି ଯେ, ଆପଣମାନେ କେବଳ…

ଅନୁଗୁଳର ଏହି ଅଂଚଳ କଣ୍ଟେନେମେଣ୍ଟ ଜୋନ୍ ଘୋଷିତ

ଅନୁଗୁଳ: ଜିଲ୍ଲାରେ ପ୍ରଥମ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ତାଳଚେର ପୌରପାଳିକା । ଦୁଇଦିନରେ ୩୦ରୁ ଅଧିକ ସଂକ୍ରମିତଙ୍କ ଚିହ୍ନଟ ପରେ ୧୩ ନମ୍ବର ୱାର୍ଡକୁ ନିଷିଦ୍ଧାଂଚଳ ଘୋଷଣା କରାଯାଇଛି । ଅନ୍ୟପଟେ ତାଳଚେର ପୌରାଂଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କେବଳ ପୌରାଂଚଳରୁ ହିଁ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ ଲାଗିଲା କଟକଣା; ଏହି ଦିନ ଯାଏ ଶ୍ରୀଜିଉଙ୍କ ଦର୍ଶନ କରିପାରିବେନି…

ପୁରୀ: କରୋନାର ଉଦ୍‌ବେଗଜନକ ବୃଦ୍ଧିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଶନିବାର କହିଛି ଯେ ମନ୍ଦିର ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ସେବାୟତ ସଂସ୍ଥାଗୁଡ଼ିକ ସହିତ ଏକ ଭର୍ଚୁଆଲ୍ ମିଟିଂ ପରେ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଶାସନ…

କିନ୍ନରଙ୍କୁ ସ୍ୱାବଲମ୍ବୀ କରାଇଲେ ମୟୁରଭଂଜ ଜିଲ୍ଲାପାଳ

ମୟୁରଭଂଜ: ସମାଜରେ କିନ୍ନରଙ୍କୁ ପ୍ରତିଷ୍ଠିତ ତଥା ସ୍ୱାବଲମ୍ବୀ କରିବାକୁ ରାଜ୍ୟ ସରକାରଙ୍କ ତରଫରୁ କାର୍ଯ୍ୟକ୍ଷମ ହୋଇଛି ଅନେକ ଯୋଜନା । ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ମୟୁରଭଂଜ ପ୍ରଶାସନ ନେଇଛି ଅନନ୍ୟ ପଦକ୍ଷେପ । ଜିଲ୍ଲାରେ ପ୍ରଥମଥର ପାଇଁ କିନ୍ନର ଓ ମହିଳାଙ୍କୁ…

ପଶ୍ଚିମବଙ୍ଗ ପର୍ଯ୍ୟଟକଙ୍କ ପାଇଁ ପୁରୀ ହୋଟେଲ ମନା

ପୁରୀ: ପଶ୍ଚିମବଙ୍ଗରେ କୋଭିଡ୍‌-୧୯ ର ଟ୍ରିପଲ ମ୍ୟୁଟାଣ୍ଟ ଭାରିଆଣ୍ଟ ଚିହ୍ନଟ ହେବା ପରେ ସତର୍କ ହୋଇ ପୁରୀ ଜିଲ୍ଲା ପ୍ରଶାସନ ଶନିବାର ପୁରୀର ସମସ୍ତ ହୋଟେଲ, ରହଣି ସ୍ଥାନ ଏବଂ ଧର୍ମଶାଳା ଉପରେ ଚଢାଉ କରିଛି। ପୁରୀ ସବ୍-କଲେକ୍ଟର କହିଛନ୍ତି ଯେ ପର୍ଯ୍ୟଟକମାନଙ୍କର ବିଶେଷ କରି…

ପୁରୀରେ ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ସହରର ବାଲିଆପଣ୍ଡା ଥାନା ଅନ୍ତର୍ଗତ ମାତା ମଠ ଲେନ ନିକଟରୁ ଶନିବାର ଦିନ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ କିଛି ସ୍ଥାନୀୟ ଲୋକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦିଆଯିବା ପରେ…