Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରେ ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ସହରର ବାଲିଆପଣ୍ଡା ଥାନା ଅନ୍ତର୍ଗତ ମାତା ମଠ ଲେନ ନିକଟରୁ ଶନିବାର ଦିନ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ କିଛି ସ୍ଥାନୀୟ ଲୋକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦିଆଯିବା ପରେ…

ଟ୍ରେନ ଅଟକାଇଲେ ମାଓବାଦୀ, ମାରିଲେ ଓ ବାଣ୍ଟିଲେ ପୋଷ୍ଟର !

ମାଲକାନଗିରି: ଅପରେସନ୍ ପ୍ରହାରକୁ ନକ୍ସଲଙ୍କ ବିରୋଧ । ଗତକାଲି ମାଲକାନଗିରି ଛତିଶଗଡ ସୀମାନ୍ତ ଦାନ୍ତେଓଦ୍ୱାଡା ଜିଲ୍ଲାରେ ଏକ ପାସେଂଜର ଟ୍ରେନକୁ ଅଟକାଇଥିଲେ । ସୂଚନା ମୁତାବକ ବାଚେଲି ଓ ଭାନସି ମଝିରେ ଥିବା ଜଙ୍ଗଲି ରାସ୍ତାରେ ଶତାଧିକ ମାଓବାଦୀ ଟ୍ରେନକୁ ଅଟକାଇବା ପରେ ଯାତ୍ରୀମାନ ଭୟଭୀତ…

ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା

ଭୁବନେଶ୍ୱର: ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା ।  ଗତକାଲି ୭୬୯ଟି କେନ୍ଦ୍ରରେ ୧ ଲକ୍ଷ ୮ ହଜାର ୯୦୨ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୫୫ ଲକ୍ଷ ୫୦ ହଜାର ୩୮୦ ଡୋଜ୍ ଟିକାକରଣ ହେଲାଣି । ସଟଡାଉନ ଯୋଗୁଁ ଆଜି ଓ ଆସନ୍ତାକାଲି ବନ୍ଦ ରହିବ ଟିକାକରଣ । ଅନ୍ୟ…

ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର: ଡିଏମଇଟି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢୁଛି । କିନ୍ତୁ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ସ୍ଥିତି ଭଲ ଅଛି । ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର ଆସିଛି । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି କରୋନା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛି ।…

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର: ଦେଶର ବିଭିନ୍ନ ସ୍ଥାନରେ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ହୋଇଛି । ବହୁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଓଡ଼ିଶାରେ କୋଭିଡ୍ ହସ୍ପିଟାଲରେ ସମ୍ଭାବ୍ୟ ଅଗ୍ନିକାଣ୍ଡର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି । କଡ଼ାକଡ଼ି କରାଯାଇଛି ଅଗ୍ନି ନିରାପତ୍ତା…

ସୋମବାର ରାଜ୍ୟର ଏହି ୨ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ସୂଚନା ଅନୁଯାୟୀ ଓଡିଶାର କୋରାପୁଟ ଏବଂ ଝାରସୁଗୁଡା ଜିଲ୍ଲାର ସମସ୍ତ ଟିକାକରଣ କେନ୍ଦ୍ରରେ ଟିକାକରଣ ସୋମବାର ବନ୍ଦ ରହିବ। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଯେ ଶୁକ୍ରବାର ଦିନ ୭୬୯ ସ୍ଥାନରେ ଟିକାକରଣ କରାଯାଇଥିଲା ଏବଂ ସୋମବାର ୨୮…

ଟୁଇନ୍ ସିଟିରେ ସଟଡାଉନ୍ କଟକଣା କଡ଼ାକଡ଼ି, ଅମାନିଆଙ୍କ ଉପରେ ପୋଲିସ ଆଖି

ଭୁବନେଶ୍ୱର: ରାଜ୍ୟର ସବୁ ସହରାଞ୍ଚଳରେ ଚାଲିଛି ସପ୍ତାହାନ୍ତ ସଟଡାଉନ୍ । ଟୁଇନ୍ ସିଟିରେ କଟକଣ କଡ଼ାକଡ଼ି କରାଯାଇଛି । ବିଭିନ୍ନ ସ୍ଥାନରେ ଚେକିଂ ଓ ବ୍ଲକିଂ କରାଯାଇଛି । କଟକରେ ୨୫ଟି ଓ ଭୁବନେଶ୍ୱରରେ ୪୩ଟି ସ୍ଥାନରେ ଚେକିଂ କଡ଼ାକଡ଼ି କରାଯାଉଛି । ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନ…

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୪ ଗିରଫ

ଖୋର୍ଦ୍ଧା: କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ଖୋର୍ଦ୍ଧା ଅଞ୍ଚଳରୁ ଏତେ ପରିମାଣର ଧଳା ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କୁ ପଚରାଉଚରା କରୁଛି ଏସଟିଏଫ୍ । ଏତେ ପରିମାଣର ବ୍ରାଉନସୁଗର ସେମାନ ଆଣିଲେ କେଉଁଠୁ ? ରାଜ୍ୟର କେଉଁ…

କ୍ରମାଗତ ଦ୍ୱିତୀୟ ଦିନରେ କରୋନା ରାଜ୍ୟରୁ ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ଘାତକ ହେଉଛି ମହାମାରୀ । ରାଜ୍ୟରେ ସଂକ୍ରମଣ ସହ ବଢିଛି ଦୈନିକ ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆଉ ୮ ଜୀବନ ନେଇଛି । ଏମାନଙ୍କ ଭିତରେ ଅଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ । ସେହିପିର ବାଲେଶ୍ୱର, ବରଗଡ଼, ଭଦ୍ରକ, ନୂଆପଡ଼ା ବଲାଙ୍ଗିର ଓ କଟକ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ରାଜସ୍ବ ନିରୀକ୍ଷକ

କର୍ଲାମୁଣ୍ଡା: କର୍ଲାମୁଣ୍ଡା ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ। ଜମିର ମିଉଟେସନ କରିଦେବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୦୦୦ ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି କର୍ଲାମୁଣ୍ଡା ତହସିଲ ଅନ୍ତର୍ଗତ କର୍ଲାମୁଣ୍ଡା ରାଜସ୍ବ ନିରୀକ୍ଷକ ରମେଶ…