Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୪ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: କରୋନା କାୟା ବିସ୍ତାର କରୁଛି । ରାଜ୍ୟରେ ୭ହଜାର ମୁହାଁ ହୋଇଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୬ହଜାର ୬୪୭ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ଟପିଛି । ଆଜି ୭ଟି ଜିଲ୍ଲାରେ ୩ଶହ ଉପରେ…

ରାଜ୍ୟର ସବୁ ସହରାଞ୍ଚଳ ସପ୍ତାହାନ୍ତ ସଟଡାଉନ୍, ଜରୁରୀ କାମ ନଥାଇ ବାହାରିଲେ ଧରୁଛି ପୋଲିସ

ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳ ସଟଡାଉନ୍ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଦୋକାନବଜାର, ଗାଡ଼ିମୋଟର ଚଳାଚଳ ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ । ସୋମବାର ସକାଳ ୫ଟା ଯାଏ ସଟଡାଉନ କଟକଣା ବଳବତ୍ତର ରହିବ । ଏହି ସମୟରେ ଜାରି ରହିବ କେବଳ ଅତ୍ୟାବଶ୍ୟକ…

ଭୁବନେଶ୍ୱରର ୪୩ଟି ସ୍ଥାନରେ ଓ କଟକର ୨୫ଟି ସ୍ଥାନରେ ପୋଲିସର ନାକାବନ୍ଦୀ

ଭୁବନେଶ୍ୱର: ଟ୍ୱିନ୍ ସିଟିରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗିଛି । ଶନିବାର ସକାଳୁ ସପ୍ତାହନ୍ତ ସଟଡାଉନ୍ ଆରମ୍ଭ ହୋଇ ସୋମବାର ସକାଳ ଯାଏ ବଳବତ୍ତର ରହିବ । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଟ୍ୱିନସିଟିରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି…

ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱରର ସମସ୍ତ ସୀମା ସିଲ୍, ଯାଞ୍ଚ କଡ଼ାକଡ଼ି

ବାଲେଶ୍ୱର: ପଶ୍ଚିମବଙ୍ଗରେ କରୋନାର ତ୍ରିପଲ ମ୍ୟୁଟାଣ୍ଟ ଚିହ୍ନଟ ପରେ ଓଡ଼ିଶା ସରକାର ଜାରି କରିଛନ୍ତି କଡ଼ା କଟାକଣା । ପଶ୍ଚିମବଙ୍ଗର ଆସୁଥିବା ସମସ୍ତଙ୍କ ଲାଗି ୧୪ ଦିନିଆ କ୍ୱାରେଣ୍ଟାଇନକୁ ସରକାର ବାଧ୍ୟତାମୂଳକ କରିଛନ୍ତି । ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରଶାସନ ପକ୍ଷରୁ ପଶ୍ଚିମବଙ୍ଗ…

କୋଭିଡ୍ ଯୁଦ୍ଧରେ ପ୍ରବାସୀ ଓଡ଼ିଆଙ୍କୁ ସାହାଯ୍ୟ କରୁଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର

ଭୁବନେଶ୍ୱର: ଦେଶବ୍ୟାପୀ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ବିଭିନ୍ନ ରାଜ୍ୟରେ ବେଡ୍ ଓ ଅକ୍ସିଜେନ୍ ସମସ୍ୟା ଆତଙ୍କ ସୃଷ୍ଟି କରିଛି । ଭୂତାଣୁ ସଂକ୍ରମଣର ଘଡ଼ିସନ୍ଧି ମୁହୂର୍ତ୍ତରେ ସମସ୍ତେ ସାହାଯ୍ୟ ଚାହୁଁଛନ୍ତି । ଏଭଳି ଅସାଧାରଣ ସ୍ଥିତିରେ ପର ରାଇଜରେ କାମ କରୁଥିବା ଅସହାୟ ଓଡ଼ିଆଙ୍କ…

ବିଏମସି ଅଞ୍ଚଳରୁ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ, ୫୪୮ଟି ଲୋକାଲ୍ କେସ୍

ଭୁବନେଶ୍ୱର: ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିଛି । ଅନ୍ୟପଟେ ଦୈନିକ ସଂକ୍ରମଣ ମାମଲା ଭିତରୁ ୭୦ ପ୍ରତିଶତ ଲୋକାଲ୍ କେସ୍ ରହୁଛି । ଗତ ୨୪ ଘଣ୍ଟାରେ ରାଜଧାନୀରେ ୬୯୮ ଜଣ କରୋନା ସଂକ୍ରମିତ…

ଓଡ଼ିଶାର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମାଗଣା ଭ୍ୟାକ୍ସିନ୍ ଦେବାକୁ ଅପରାଜିତାଙ୍କ ଦାବି

ଭୁବନେଶ୍ୱର: ମେ’ ପହିଲାରୁ ଦେଶରେ ତୃତୀୟ ପର୍ଯ୍ୟାୟ କୋଭିଡ୍ ଟିକାକରଣ ଆରମ୍ଭ ହେବ । ଦେଶର ସମସ୍ତ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ CoWIN ପୋର୍ଟାଲରେ ପଞ୍ଜିକରଣ କରି ଟିକା ନେଇ ପାରିବେ । ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ଟିକା ନେଇପାରିବେ ଇଚ୍ଛୁକ ବ୍ୟକ୍ତି । ୪୫ ବର୍ଷରୁ ଅଧିକ ବୟସ୍କ ଗରିବ…

ସପ୍ତାହନ୍ତ ସଟଡାଉନରେ ବନ୍ଦ ରହିବ ‘ମୋ ବସ୍’, ରେଲୱେ ଓ ବିମାନବନ୍ଦରରୁ ମିଳିବ ସେବା

ଭୁବନେଶ୍ୱର: ଆସନ୍ତାକାଲି ଶନିବାର ଓ ରବିବାର ୨ ଦିନ ଲାଗି ରାଜ୍ୟ ସରକାର ସପ୍ତାହନ୍ତ ସଟଡାଉନ୍ ଲାଗୁ କରିଛନ୍ତି । ଫଳରେ ଆଜି ରାତିରୁ ନାଇଟ୍ କର୍ଫ୍ୟୁ ସହ କଟକଣା ସୋମବାର ସକାଳ ଯାଏ ବଳବତ୍ତର ରହିବ । ଏହି ସମୟରେ ‘ମୋ ବସ୍’ ସେବା ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି କ୍ରୁଟ୍ କର୍ତ୍ତୃପକ୍ଷ ।…

ଉଚ୍ଛେଦ ନେଇ ତୁମୁଳ କାଣ୍ଡ

କେନ୍ଦୁଝର:ଉଚ୍ଛେଦ ନେଇ ଗାଁରେ ତୁମୁଳ କାଣ୍ଡ । ପୁଲିସ ଓ ଗାଁ ଲୋକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । କାନପୁର ଜଳସେଚନ ପ୍ରକଳ୍ପ ପାଇଁ ଉଚ୍ଛେଦ କରାଯାଉଛି । କେନ୍ଦୁଝର, ଯୋଡା, ଧୋବାକଚଡା ଆଦି ୩୧୪ ଘର ଉଚ୍ଛେଦ କରାଯିବାକୁ ଥିବା ବେଳେ ବିରୋଧ କରିଛନ୍ତି ଲୋକେ । ପୁଲିସ…

ଓଡ଼ିଶାକୁ ଜଳପଥରେ ପ୍ରବାସୀଙ୍କ ପ୍ରବେଶ ଉପରେ ତୀକ୍ଷଣ ନଜର

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ୟ ରାଜ୍ୟରୁ ଫେରନ୍ତାଙ୍କ ଉପରେ ତୀକ୍ଷଣ ନଜର ରଖିଛନ୍ତି ସରକାର । ଏଣିକି ଜଳପଥ ଦେଇ ଅନ୍ୟ ରାଜ୍ୟରୁ ଓଡ଼ିଶାରେ କେହି ପ୍ରବେଶ କରି ପାରିବେ ନାହିଁ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା ଓ କଟକଣାକୁ କଡ଼ାକଡ଼ି କରିଛି ସମୁଦ୍ର ତଟ ସୁରକ୍ଷା ବଳ ।…