Latest Odisha News

BREAKING NEWS

Browsing Category

ଓଡିଶା

Odisha

ସପ୍ତାହାନ୍ତ ସଟଡାଉନରେ ଘଣ୍ଟାଏ ଏହି କାମ ପାଇଁ କଟକଣା କୋହଳ

ଭୁବନେଶ୍ୱର: କାଲିଠୁ ରାଜ୍ୟର ସବୁ ସହରାଞ୍ଚଳ ଦୁଇ ଦିନିଆ ସଟଡାଉନ୍ ରହିବ । ଶନିବାର ସକାଳୁ ସୋମବାର ସକାଳ ଯାଏ ବଳବତ୍ତର ରହିବ କଟକଣା । ତେବେ ଏହି ସମୟରେ ଘଣ୍ଟାଏ କଟକଣା କୋହଳ କରାଯିବ । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଶନିବାର ଓ ରବିବାର ସକାଳେ ସକାଳ ୫ଟାରୁ ୬ଟା…

ରାତାରାତି ଲମ୍ବା ଦାଢ଼ି

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) ଆମ୍ବପାଟଣା ଗାଁ ବିଷୟରେ ଯିଏ ଯେତେବେଳେ ବି ଭାବେ ବଡ଼ ଆଶ୍ଚର୍ଯ୍ୟ ହୁଏ । ଆଗରୁ ପାହାଡ଼ କଡ଼େ ଗୋଟିଏ ଛୋଟିଆ ବସ୍ତି ଭଳି ଥିଲା, ଆଉ ଏବେ ପାହାଡ଼ଠୁ ଦୂରକୁ ଆସି ନଦୀ କୂଳରେ ଟିକିଏ ଫର୍ଚା ଜାଗାରେ ଗାଁଟା ତିଆରି ହେଇଛି । ହେଲେ ଏ…

ବାଇକକୁ ପଛରୁ ଧକ୍କା ଦେଲା ଟ୍ରକ, ଦୁର୍ଘଟଣାରେ ୨ ମହିଳା ମୃତ

ବାରିପଦା: ବାଇକକୁ ପଛରୁ ଧକ୍କା ଦେଲା ବାଲି ବୋଝେଇ ମିନି ଟ୍ରକ । ଦୁର୍ଘଟଣାରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ବାରିପଦା ସହର ଦେଇ ଯାଇଥିବା ୧୮ନମ୍ବର ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୋଟର ସାଇକେଲରେ ୩ ଜଣ ଯାଉଥିବା…

ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ଟ୍ରିପଲ ମ୍ୟୁଟାଣ୍ଟ ଷ୍ଟ୍ରେନ୍ ଚିହ୍ନଟ ହୋଇନାହିଁ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଟ୍ରିପଲ୍ ମ୍ୟୁଟାଣ୍ଟ ଚିହ୍ନଟ ହୋଇ ନାହିଁ । ପଶ୍ଚିମବଙ୍ଗ, ଦିଲ୍ଲୀ, ଛତିଶଗଡ଼ରେ ଚିହ୍ନଟ ହୋଇଛି । ଏହି ନୂଆ ଭୂତାଣୁ ଶୀଘ୍ର ବ୍ୟାପୁଛି । ଏହି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଏହି ନୂଆ…

ଓଡ଼ିଶାରୁ ବିଶାଖାପାଟଣା ଓ ପୁଣେ ଗଲା ଅକ୍ସିଜେନ୍ ବୋଝେଇ ଟ୍ୟାଙ୍କର, ଦେଖନ୍ତୁ ଭିଡିଓ

ଭୁବନେଶ୍ୱର: କରୋନାରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ବିଶାଖାପାଟଣା ଏବଂ ପୁଣେକୁ ଶୁକ୍ରବାର ଦିନ ଓଡିଶାରୁ ଆଉ ଦୁଇଟି ଅକ୍ସିଜେନ୍ ବୋଝେଇ ଟ୍ୟାଙ୍କର ଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ ଯାଜପୁରର ଏକ ଇଣ୍ଡଷ୍ଟ୍ରିଆଲ୍ ୟୁନିଟରୁ ଦୁଇଟି ଟ୍ୟାଙ୍କର୍ ବିଶାଖାପାଟଣା ଏବଂ ପୁଣେକୁ ଏକ…

ଭୁବନେଶ୍ୱରରୁ ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ୧୨୫ ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଡ୍ରଗ୍ସ ବେପାରିକୁ ଗିରଫ କରାଯାଇଛି। ଏହି ବ୍ରାଉନ ସୁଗାରର ବଜାର ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରିଛି ଅବକାରୀ ବିଭାଗ। ତେବେ ଏଥିରେ ଆଉ କାହାର ସମ୍ପୃକ୍ତି ଥିବା ନେଇ ଖୋଳତାଡ଼…

ସମୁଦ୍ର ବେଳାଭୂମିରୁ ଡଲଫିନର ମୃତଦେହ ଉଦ୍ଧାର

ପୁରୀ: ପୁରୀ ସମୁଦ୍ର କୂଳରୁ ଶୁକ୍ରବାର ଦିନ ଏକ ଡଲଫିନର ମୃତଦେହ ଉଦ୍ଧାର କରାଯାଇଛି। ସୂଚନାନୁସାରେ, ଦିଗବାରେଣି ଖୁଣ୍ଟି ନିକଟରୁ ଲାଇଫଗାର୍ଡ ମୃତ ଡଲଫିନକୁ ଉଦ୍ଧାର କରିଥିଲେ। ଡଲଫିନର ଶରୀରରେ କୌଣସି କ୍ଷତାକ୍ତ ଚିହ୍ନନଥିବା ଜଣାପଡ଼ିଛି। ତେବେ ମୃତ୍ୟୁ ପଛର ପ୍ରକୃତ କାରଣ ଏଯାଏଁ ଜଣା…

କୋଇଲା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ତାଳଚେର MCL ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ କରିବାକୁ ଅନୁରୋଧ

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲାର ତାଳଚେର ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ ଭାବରେ କାର୍ଯ୍ୟକ୍ଷମ କରିବାକୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ ୧୦୦ଟି ଭେଣ୍ଟିଲେଟର ବ୍ୟବସ୍ଥା ପାଇଁ ଅନୁରୋଧ…

ଓଡ଼ିଶାରୁ ଦିନକରେ ୮ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୧୯୭୩ ଛୁଇଁଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରେ କଳାହାଣ୍ଡି ଏବଂ ଗଞ୍ଜାମରୁ ଦୁଇ ଜଣ ଲେଖାଏଁ ଏବଂ ବାଲେଶ୍ବର, ବଲାଙ୍ଗୀର, କନ୍ଧମାଳ ଓ…

ପୁରୀ ସ୍ୱର୍ଗଦ୍ୱାରରେ ଶବ ଦାହର ଡ୍ରାଏ ରନ ଆରମ୍ଭ

ପୁରୀ: ବଦଳୁଛି ପୁରୀ ସ୍ୱର୍ଗଦ୍ୱାରର ଚିତ୍ର। ସୁ-ବ୍ୟବସ୍ଥିତ ଢଙ୍ଗରେ ପୁରୁଣା ସ୍ୱର୍ଗଦ୍ୱାର ପାଇଛି ନୂଆରୂପ। ସୂଚନା ଅନୁଯାୟୀ ଆଜିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ଆରମ୍ଭ ହୋଇଛି ଶବ ଦାହର ଡ୍ରାଏ ରନ। ଜିଲ୍ଲପାଳ ସମର୍ଥ ବର୍ମା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଡ୍ରାଏ ରନ…