Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ, ଆଜି ୬୨୧୫ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬ ହଜାର ୨୧୫ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩ ହଜାର ୬୦୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୧୧ଟି । ଖୋର୍ଦ୍ଧାରୁ…

ଆରପାରିରେ ସାହିତ୍ୟିକ ଡମ୍ବରୁଧର ପଟ୍ଟନାୟକ

ରାୟଗଡ଼ା : ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦର ରାୟଗଡ଼ା ଜିଲ୍ଲା ପ୍ରତିନିଧି ଡମ୍ବରୁଧର ପଟ୍ଟନାୟକଙ୍କ ୫୨ବର୍ଷ ବୟସରେ ପରଲୋକ ଘଟିଛି । ସମ୍ପ୍ରତି ସେ ଓଡ଼ିଶା ସରକାରଙ୍କ ବାଣିଜ୍ୟ କର ବିଭାଗରେ ଜଣେ ପଦସ୍ଥ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ସେ…

କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଅଭିନେତା ସବ୍ୟସାଚୀଙ୍କ ନୂଆ ଅଭିଯାନ

ଭୁବନେଶ୍ୱର: କରୋନାର ପ୍ରଥମ ପର୍ଯ୍ୟାୟ ବେଳେ ଲକଡାଉନ୍ ଯୋଗୁଁ ବହୁ ପ୍ରବାସୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ସେମାନଙ୍କୁ ସାହାଯ୍ୟ କରିଥିଲେ ଅଭିନେତା ସବ୍ୟସାଚୀ ମିଶ୍ର । ଖାଲି ପ୍ରବାସୀ କାହିଁକି ଅନ୍ୟ ଗରିବଙ୍କ ମୁହଁରେ କୋଭିଡ୍ ବେଳେ ସବ୍ୟସାଚୀ ହସ ଭରିଥିଲେ କିଛି ସାହାଯ୍ୟ କରି ।…

ଡାକ୍ତର ଅଭାବକୁ ନେଇ ମେଡିକାଲ ଇନଚାର୍ଜଙ୍କୁ ତାଲା ପକାଇଲେ ଲୋକ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସଂକଟ । ମେଡିକାଲରେ ୪ ଜଣ ଡାକ୍ତର ରହିବା ଲାଗି ସରକାରୀ ମଞ୍ଜୁରୀ ମିଳିଛି । ବିଡ଼ମ୍ବନାର କଥା ଏଠି ଜଣିଏ ବି ସ୍ଥାୟୀ ଡାକ୍ତର ନାହାଁନ୍ତି । ଫଳରେ ସ୍ଥାନୀୟ ଲୋକ ଚିକିତ୍ସା ସେବାରୁ…

ସଟଡାଉନ୍ ପାଇଁ ଶନିବାର ଓ ରବିବାର ରାଜ୍ୟବ୍ୟାପୀ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ପ୍ରତି ସପ୍ତାହରେ ୨ ଦିନ ବନ୍ଦ ରହିବ କରୋନା ଟିକାକରଣ । ସପ୍ତାହନ୍ତ ସଟଡାଉନ୍ ଓ ଭ୍ୟାକ୍ସିନ୍ ଅଭାବ ପାଇଁ ରାଜ୍ୟରେ ପ୍ରତି ଶନିବାର ଓ ରବିବାର କୋଭିଡ୍ ଟିକାକରଣ ହେବ ନାହିଁ । ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ…

ଭୁବନେଶ୍ବରରେ ରିଙ୍ଗ୍‌ ରୋଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ଚାରିପଟେ ନିର୍ମାଣ ହେବାକୁ ଥିବା ରିଙ୍ଗ୍‌ରୋଡ ପ୍ରକଳ୍ପକୁ ମିଳିଛି ମଞ୍ଜୁରୀ । ୬ ଲେନ୍‌ ବିଶିଷ୍ଟ ହେବାକୁ ଥିବା ଏହି ରିଙ୍ଗ୍‌ ରୋଡ୍‌ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଟାଉନ୍, ଭୁବନେଶ୍ବର, ଆଠଗଡ଼, କଟକ,…

କରୋନା ମହାମାରୀ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ, ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବା…

ପୁରୀ: ପୁରୀ ଜିଲ୍ଲାରେ କୋଭିଡ-୧୯ ପରିଚାଳନା ଏବଂ ମୁକାବିଲା ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା ଜିଲ୍ଲାରେ…

ରାଜ୍ୟରୁ ସୁସ୍ଥ ହେଲେ ୨୧୬୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ୨୧୬୫ ଆକ୍ରାନ୍ତ । ନଳଆପଡ଼ାରୁ ସର୍ବାଧିକ ୪୧୦ ଜଣ ସୁସ୍ଥ ହୋଇଥିବା ବେଳେ,ସୁନ୍ଦରଗଡ଼ରୁ ୨୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

ପରିବାର ପୋଷୁଛି ଛତୁ ଚାଷ

ପଥରଖମ୍ବ :ଗାଁରେ ରୋଜଗାରର ମାଧ୍ୟମ ପାଲଟିଛି ଛତୁ ଚାଷ । ଏହି ଛତୁ ଚାଷ ଗାଁ ଲୋକଙ୍କୁ ସ୍ୱାବଲମ୍ବୀ କରିବା ସହିତ ପରିବାରର ଗୁଜୁରାଣକୁ ବି ମେଣ୍ଟାଇ ପାରୁଛି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗାଁରେ ଦେଖିବାକୁ ମିଳିଛି ସଫଳ ଛତୁ ଚାଷ । ଅନ୍ୟ ଚାଷବାସ ସହିତ ଗାଁ ର ଲୋକ ମାନେ ଏହି…

ମେଡିକାଲ ଅକ୍ସିଜେନ୍ ପରିବହନ ବେଳେ ସୁରକ୍ଷା ଯୋଗାଇବ ଓଡ଼ିଶା ପୋଲିସ

ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ସଂକଟ ଦେଖା ଦେଇଛି । ଅକ୍ସିଜେନ୍ ପରିଚାଳନା ଓ ଅନ୍ୟ ରାଜ୍ୟକୁ ଯୋଗାଣ ନେଇ ନିକଟରେ ଦିଲ୍ଲୀ ହାଇକୋର୍ଟ ଓଡ଼ିଶାକୁ ପ୍ରଶଂସା କରିଥିଲେ । ଏବେ ଓଡ଼ିଶାରୁ ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ଅକ୍ସିଜେନ୍ ପରିବହନ ପାଇଁ ପୋଲିସ ଅଣ୍ଟା ଭିଡ଼ିଛି । ଏନେଇ…