Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଜ୍ରାଘାତରେ ଗଲା ବୃଦ୍ଧଙ୍କ ଜୀବନ

କେନ୍ଦୁଝର : କେନ୍ଦୁଝରରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କେନ୍ଦୁଝର ବାରିଆ ଥାନା ବାହାରପଶି ଗ୍ରାମର ହୁକୁମ ଚାନ୍ଦ ମହାନ୍ତ । ସେ ଶୌଚ ସାରି ଘରକୁ ଫେରୁଥିବା ସମୟରେ ବଜ୍ରାଘାତ ହୋଇଥିଲା । ଫଳରେ ଘଟଣାସ୍ଥଳରେ ଚେତା ଶୂନ୍ୟ ହୋଇପଡ଼ିଥିଲେ ହୁକୁମ…

ଘୁଞ୍ଚିଲା ପିପିଲି ଉପନିର୍ବାଚନ ତାରିଖ, ମେ ୧୬ରେ ଭୋଟ ଗ୍ରହଣ

ଭୁବନେଶ୍ୱର : ପୁଣି ଘୁଞ୍ଚିଲା ପିପିଲି ଉପନିର୍ବାଚନ ତାରିଖ । ଆସନ୍ତା ମେ ୧୬ ତାରିଖରେ ହେବ ପିପିଲି ଉପନିର୍ବାଚନ । ସେହିପରି ୧୯ ତାରିଖରେ ହେବ ଭୋଟ ଗଣତି । ପୂର୍ବରୁ ମେ’ ୧୩ରେ ଉପନିର୍ବାଚନ ହେବା ନେଇ ତାରିଖ ସ୍ଥିର ହୋଇଥିଲା । କିନ୍ତୁ ମେ ୧୩ ତାରିଖରେ ଇଦ୍ ପଡ଼ୁଥିବାରୁ ଉପନିର୍ବାଚନ…

ମୋଦିଙ୍କ ସହ କଥା ହେଲେ ନବୀନ, ଅକ୍ସିଜେନ୍‌ ଅଭାବ ପୂରଣରେ ସହଯୋଗ କରିବ ଓଡ଼ିଶା: ନବୀନ

ଭୁବନେଶ୍ୱର: ଦେଶରେ କରୋନା କାୟା ବିସ୍ତାର କରିଛି । ଦ୍ରୁତ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ହସ୍ପିଟାଲରେ କେଉଁଠି ଆବଶ୍ୟକ ସଂଖ୍ୟକ ବେଡ ନାହିଁ ତ କେଉଁଠି ଔଷଧ ତ ପୁଣି କେଉଁଠି ଅକ୍ସିଜେନ୍ । ଅକ୍ସିଜେନ ଅଭାବରୁ ମେଡିକାଲରେ ରୋଗୀ ଜୀବନ ହାରୁଛନ୍ତି । ମହାରାଷ୍ଟ୍ର, ଦିଲ୍ଲୀ ପରି…

ଚାନ୍ଦବାଲି ଭାଟପଡା ପଞ୍ଚାୟତରେ ହୋଇଥିବା ମହାଦୁର୍ନୀତିକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ,

ଚାନ୍ଦବାଲି:ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଭାଟପଡା ପଞ୍ଚାୟତରେ ହୋଇଥିବା ମହାଦୁର୍ନୀତିକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ । ଆଜି ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ ଅଧ୍ୟକ୍ଷତା କରିଥିଲେ ।…

ଦିଲ୍ଲୀକୁ ଅକ୍ସିଜେନ୍ ଦେବ ଓଡ଼ିଶା: ବିମାନ ଯୋଗେ ଯିବ ଅକ୍ସେଜନ୍

ନୂଆଦିଲ୍ଲୀ: କରୋନା ଦେଶର ରାଜଧାନୀରେ ଭୟଙ୍କର ରୂପ ଧାରଣ କରିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଅକ୍ସିଜେନ ଅଭାବ ଦେଖାଦେଇଛି । ଏଭଳି ସ୍ଥିତିରେ ଦିଲ୍ଲୀକୁ ସହାୟତାର ହାତ ବଢ଼ାଇଛି ଓଡ଼ିଶା । ଦିଲ୍ଲୀକୁ ଅକ୍ସିଜେନ୍ ଯୋଗାଇବ ଓଡ଼ିଶା । ବିମାନ ଯୋଗେ ପହଞ୍ଚିବ । ଆଜି…

ନଳିନୀ ପ୍ରଭା ଦାଶଙ୍କ ‘ନିଡ଼ଫେରେ’ ଉନ୍ମୋଚିତ

ସମ୍ବଲପୁର : ଅଵସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ନଳିନୀ ପ୍ରଭା ଦାଶଙ୍କ କବିତା ସଙ୍କଳନ 'ନିଡ଼ଫେରେ' ପ୍ରଫେସର ଶଶାଙ୍କ ଶେଖର ନନ୍ଦଙ୍କ ଦ୍ଵାରା ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ସାମ୍ବାଦିକ ହେମନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ସୁଶାନ୍ତ ପଣ୍ଡା ଏହି…

କରୋନା ମୁକାବିଲା ଚିନ୍ତା: ଭୁବନେଶ୍ୱରରେ ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା ବୃଦ୍ଧି, ପ୍ରତି ଜୋନ ପାଇଁ ୧୩ଟି ଟିମ୍

ଭୁବନେଶ୍ୱର: କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ମୁକାବିଲା ପାଇଁ ବଦଳୁଛି ରଣନୀତି । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ପୁଣି ଥରେ ବଢ଼ିଛି ରାପିଡ଼ ରେସପନ୍ସ ଟିମ୍‌(RRT) ସଂଖ୍ୟା । ବିଏମସିର ୬୭ଟି ଓ୍ୱାର୍ଡ ପାଇଁ ୩୯ ଟିମ୍ ଗଠନ କରାଯାଇଛି ।…

ଝରାଫୁଲ ମୃତ୍ୟୁ ମାମଲା: ଫେରାର୍ ଅଭିଯୁକ୍ତ ଶକ୍ତି ଶେଖର ଗିରଫ

ଭୁବନେଶ୍ୱର: ରମାଦେବୀ ଛାତ୍ର ଝରାଫୁଲ ମୃତ୍ୟୁ ମାମଲାରେ ଫେରାର୍ ଅଭିଯୁକ୍ତ ଗିରଫ । ଅନ୍ୟ ଜଣେ ସହଯୋଗୀ ଶକ୍ତି ଶେଖର ସ୍ୱାଇଁକୁ ଗିରଫ କରିଛି ଯାଜପୁର ପୋଲିସ । ତାକୁ ଭୁବନେଶ୍ୱରରୁ ଗିରଫ କରାଯାଇଛି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଛନ୍ତି । ପୂର୍ବରୁ ଝରାଫୁଲଙ୍କ…

୬ ଜିଲ୍ଲାରେ କରୋନା ସ୍ଥିତି ଗମ୍ଭୀର: ଆଜି ରାଜ୍ୟରୁ ଯେତିକି ପଜିଟିଭ୍ ତାର ଅଧା ୬ଟି ଜିଲ୍ଲାରୁ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଅଧିକ ଟେଷ୍ଟିଂ ହେଉଛି । ଚିହ୍ନଟ ହେଉଛନ୍ତି ଅଧିକ ଆକ୍ରାନ୍ତ । ତଥାପି ସେକେଣ୍ଡ ଓ୍ୱେଭରେ ଉପରମୁହାଁ ସ୍ଥିତି ରାଜ୍ୟବାସୀଙ୍କୁ ଆତଙ୍କିତ କରୁଛି । ୬ଟି ଜିଲ୍ଲାରେ ବର୍ଦ୍ଧିତ ସଂକ୍ରମଣ ଏବେ ଚିନ୍ତାର ବିଷୟ ପାଲଟିଛି । ଏହି…

ରାଜ୍ୟର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଓଡିଶାର ୧୨ଟି ଜିଲ୍ଲାରେ ଦିନ ୧ଟା ଯାଏଁ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଉକ୍ତ ଜିଲ୍ଲା ମଧ୍ୟରେ ଖୋର୍ଦ୍ଧା, କଟକ,…