Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଟ୍ରିକ ପରୀକ୍ଷା ବାତିଲ ପରେ ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଦଶମ ଶ୍ରେଣୀ ଛାତ୍ର

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷାକୁ ସରକାର ବାତିଲ କରିଛନ୍ତି । ଗତକାଲି ଏହି ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏହପାପରେ ଆଜି ତାଙ୍କୁ ସରକାରୀ ବାସଭବନରେ ଭେଟି ଧନ୍ୟବାଦ ଜଣାଇଛନ୍ତି ଦଶମ ଶ୍ରେଣୀ ଛାତ୍ର । କରୋନା ସଂକ୍ରମଣ ବଢୁଥିବା…

ପୁରୀରେ ସାହିଯାତ ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି। ଗତକାଲି ଶ୍ରୀରାମ ନବମୀ ଠାରୁ ଶ୍ରୀମନ୍ଦିରରେ ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ଯାଏଁ ଚାଲିଥାଏ। ସୂଚନା ଅନୁଯାୟୀ ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ…

ବ୍ରାହ୍ମଣୀ ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା: ରାଉରକେଲାର ବ୍ରାହ୍ମଣୀ ନଦୀକୁ ଡେଇଁ ଗୁରୁବାର ଦିନ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୂଚନା ଅନୁଯାୟୀ, ପାରିବାରିକ କଳହ କାରଣରୁ ଜଣେ ବିବାହିତ ମହିଳା ବ୍ରାହ୍ମଣୀ ନଦୀରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବର ପାଇ ରଘୁନାଥପାଲି ପୋଲିସ ଓ ଅଗ୍ନିଶମ ବାହିନୀ…

ଓଡ଼ିଶାରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ, ଦିନକରେ ୬୧୬୪

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬ ହଜାର ୧୬୪ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ। https://twitter.com/IPR_Odisha/status/1385068271670423553?s=19…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବଢୁଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ…

ସମ୍ବଲପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ନାଁରେ ମାମଲା

ସମ୍ବଲପୁର : ସମ୍ବଲପୁର ବିଶ୍ବବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ରୁଜୁ ହେଲା ମାମଲା । ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ସଞ୍ଜୀବ ମିତ୍ତଲଙ୍କ ନାଁରେ ରୁଜୁ ହୋଇଛି ମାମଲା । ମୃତ ଦୀନବନ୍ଧୁଙ୍କ ମିଶ୍ରଙ୍କ ପୁଅ ଅଭିଷେକ ମିଶ୍ରଙ୍କ ଲିଖିତ ଅଭିଯୋଗ ପରେ…

ପ୍ରଥମ ଥର ପାଇଁ କିନ୍ନର ଓ ମହିଳା ଘରକୁ ଘର ବୁଲି କରିବେ ବର୍ଜ୍ୟବସ୍ତୁ ସଂଗ୍ରହ

ବାରିପଦା: ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ଅଭିବନ ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।  ପ୍ରଥମ ଥର ପାଇଁ କିନ୍ନର ଓ ମହିଳା…

ଛତିଶଗଡ଼ ବିଜାପୁରରେ ପୁଣି ଯବାନଙ୍କୁ ଅପହରଣ କଲେ ମାଓବାଦୀ

ଛତିଶଗଡ଼ : ଛତିଶଗଡ଼ ବିଜାପୁରରେ ପୁଣି ଯବାନଙ୍କୁ ଅପହରଣ କଲେ ମାଓବାଦୀ । ବିଜାପୁର ଜିଲ୍ଲା ଗଙ୍ଗାଲୁରୁ ଥାନା ଅନ୍ତର୍ଗତ ପାଲନାର ଗାଁରୁ ଡିଆରଜି ଯବାନ ମୁରଲୀ ତାତିଙ୍କୁ ଉଠାଇ ନେଇଛନ୍ତି ମାଓବାଦୀ । ବସ୍ତର ଜବଲପୁରରେ କାର୍ଯ୍ୟରତ ଥିବା ବେଳ, ଛୁଟିରେ ଗାଁକୁ ଫେରିଥିଲେ ଯବାନ ମୁରଲୀ ତାତି ।…

କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ କରୋନା

ଭୁବନେଶ୍ବର : କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ । ଏନେଇ ନିଜେ ଟ୍ବିଟ୍ କରି ସୂଚନା ଦେଲେ ନରସିଂହ ମିଶ୍ର । ଆରଟିପିସିଆର ରିପୋର୍ଟରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଛି । କରୋନା ଆକ୍ରାନ୍ତ ହେବା ପରେ ସେ ସଙ୍ଗରୋଧରେ ରହିବା ସହ ତାଙ୍କ ସଂସ୍ପର୍ଶରେ…

ହୋଟେଲରେ ଖାଇବା ମନା, ଆଜିଠୁ ପାର୍ସଲରେ ମିଳିବ ଖାଦ୍ୟ

ଭୁବନେଶ୍ବର : କରୋନା ସଂକ୍ରମଣକୁ ନେଇ ଦେଶ ସମେତ ସାରା ରାଜ୍ୟରେ ବଢ଼ିଲାଣି ଚିନ୍ତା । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବାରୁ ପ୍ରଶାସନର ଚିନ୍ତା ବି ବଢ଼ିଲାଣି । ସଂକ୍ରମଣକୁ ରୋକିବା ପାଇଁ କଟକଣା ଲଗାଇଲେଣି ସରକାର । ସେହିପରି ରାଜଧାନୀ ଭୁବନେଶ୍ବରରେ ପ୍ରତିଦିନ ସଂକ୍ରମଣ ହୁ…