Latest Odisha News

BREAKING NEWS

Browsing Category

ଓଡିଶା

Odisha

Karma Parba:ଖୁବ ଶୀଘ୍ର ଓରାଓଁ ସାଂସ୍କୃତିକ ସମାଜକୁ ମିଳିବ ସ୍ଥାୟୀ ଜମି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଚନ୍ଦ୍ରଶେଖରପୁର ଠାରେ ଓରାଓଁ ସାଂସ୍କୃତିକ ସମାଜ ପକ୍ଷରୁ ଆୟୋଜିତ କରମା ପୂର୍ବ ସନ୍ଧ୍ୟା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେକହିଛନ୍ତି ଯେ, ପରିବେଶୀୟ ସଙ୍କଟ ଯେତେବେଳେ ବିଶ୍ୱକୁ ଆକ୍ରାନ୍ତ କରୁଛି, ସେତେବେଳେ…

Criminals Arrested: ବଡ଼ ଧରଣ ଡ଼କାୟତି ଯୋଜନା ପଣ୍ଡ, ୧୪ ଦୁର୍ଦ୍ଦାନ୍ତ ଅପରାଧି ଗିରଫ

ଜୟପୁର: ଜୟପୁର ଟାଉନଥାନା ପୋଲିସ ପକ୍ଷରୁ ବଡ଼ ଧରଣ ଡ଼କାୟତି ଯୋଜନା ପଣ୍ଡ ହୋଇଛି । ଡକାୟତି ଉଦ୍ୟମ, ଲୁଟ, ଦାଦାବଟି ଆଦାୟ କରୁଥିବା ଅଭିଯୋଗରେ ୪ଟି ମାମଲାରେ ୧୪ଜଣ ଦୁର୍ଦ୍ଦାନ୍ତ ଅପରାଧିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଏନେଇ ଆଜି ଟାଉନ ଥାନାରେ ଅତିରିକ୍ତ ଏସପି ଅମ୍ବିତ…

Supply Department raids: ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ, ୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି । ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରୀୟ ମିଶ୍ରଙ୍କ ନେତୃତ୍ୱରେ…

EX PEO Arrest: ୭ ଲକ୍ଷ ଟଙ୍କାରୁ ଅଧିକ ସରକାରୀ ଟଙ୍କା ଠକେଇ ଅଭିଯୋଗରେ ପୂର୍ବତନ ପିଇଓ ଗିରଫ

ଯାଜପୁର: ଭିଜିଲାନ୍ସ ଜାଲରେ ଯାଜପୁର ଜିଲା ସୁକିନ୍ଦା ବ୍ଲକର ପୂର୍ବତନ ପିଇଓ । ସୁକିନ୍ଦା ବ୍ଲକର ପିମ୍ପୁଡ଼ିଆ ପଞ୍ଚାୟତରେ ବାର୍ଦ୍ଧକ୍ୟ ପେନସନ (OAP) ହିତାଧିକାରୀଙ୍କ ପାଇଁ ଭତ୍ତା ଟଙ୍କା ହଡପ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପୂର୍ବତନ ପିଇଓ ସନ୍ତୋଷ କୁମାର ଜେନାଙ୍କୁ ଦାନଗଦୀ ବ୍ଲକରୁ ଗିରଫ…

Mahanadi: ମହାନଦୀ ଜଳ ବିବାଦ: ଡିସେମ୍ବରରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବସିପାରେ ବୈଠକ

ଭୁବନେଶ୍ବର: ମହାନଦୀ ସମସ୍ୟାର ସମାଧାନ ଦିଗରେ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଆଲୋଚନା ଆଗକୁ ବଢ଼ିଛି । ଓଡ଼ିଶା ସରକାର ଓ ଛତିଶଗଡ଼ ସରକାର ଦୀର୍ଘ ଦିନର ବିବାଦର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଆଜି ଅନୁଷ୍ଠିତ ଏକ ଫଳପ୍ରଦ ବୈଠକରେ ଉଭୟ ରାଜ୍ୟର ମୁଖ୍ୟ ଶାସନ…

Inspectors And SI: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା ବୃଦ୍ଧି; ଏଣିକି ଏହି ସବୁ….

ଭୁବନେଶ୍ୱର: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାରେ ବୃଦ୍ଧି ହୋଇଛି । ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ । ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ । ଏହା ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିବାବେଳେ, ଏବେ…

Bhitarkanika National Park: ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ, ୪ଟି ସ୍ଥାନରେ ଗଣାହେବେ

କେନ୍ଦ୍ରାପଡା: ଆଜିଠୁ ବିଶ୍ୱ ପ୍ରସିଦ୍ଧ ଭିତରକନିକାରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ୩ ଦିନ ଅର୍ଥାତ୍ ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହୋଇ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ପକ୍ଷୀ ଗଣନା କରାଯିବ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ପକ୍ଷୀ ଗଣନା କରାଯିବ । ଏଥିପାଇଁ ୩ଟି ଟିମ୍ ଗଠନ…

Top 10 Most Popular CM: ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ମୋହନ, ଆକ୍ଷେପ କଲା…

ଭୁବନେଶ୍ବର: ସାମ୍ନାକୁ ଆସିଲା ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକା । ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଆଲୋଚନା ଚାଲିଥିବା ବେଳେ ଏହି ସର୍ଭେର ଫଳାଫଳ ଆସିଛି । ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ମୁଡ ଅଫ ଦି ନେସନ ପୋଲରେ ଏହି ରିପୋର୍ଟ ସାମ୍ନାକୁ ଆସିଛି । ଏହି…

ଦୁର୍ନୀତି ମାମଲାରେ ସର୍ବଶିକ୍ଷା ଅଭିଯାନର ପୂର୍ବତନ ବୈଷୟିକ ପରାମର୍ଶଦାତାଙ୍କୁ ଜେଲ

ବାରିପଦା: ମୟୂରଭଞ୍ଜର ସର୍ବଶିକ୍ଷା ଅଭିଯାନ (SSA) ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ଜଣେ ପୂର୍ବତନ ବୈଷୟିକ ପରାମର୍ଶଦାତାଙ୍କୁ ଦୁର୍ନୀତି ପାଇଁ ବାରିପଦାର ଭିଜିଲାନ୍ସ କୋର୍ଟ ଦୋଷୀ ସାବ୍ୟସ୍ତ କରି ଦୁଇ ବର୍ଷ ପାଇଁ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅରୂପ କୁମାର ଜେନା ବର୍ତ୍ତମାନ ଗଜପତି…

ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର: ରାଜ୍ୟରେ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ କଂଗ୍ରେସ ଦଳର ବରିଷ୍ଠ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଚଳିତ ବର୍ଷ ନଭେମ୍ବର କିମ୍ବା ଡିସେମ୍ବର ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାହୁଲ ଗାନ୍ଧୀଙ୍କ ଏହି ଗସ୍ତ ସମୟରେ ମେଗା କାର୍ଯ୍ୟକ୍ରମ ଆୟୋଜନ…