Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିସ୍ଫୋରଣ ନେଲା ୨ ଜୀବନ, ୩ ଜଣ ଗୁରୁତର

ବ୍ରହ୍ମପୁର: ଘରେ ହେଲା ବିସ୍ଫୋରଣ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆହତ ହୋଇଛନ୍ତି ୩ ଜଣ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗାଁରେ ଆଜି ଏହି ବିସ୍ଫୋରଣ ହୋଇଛି । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । କୁହାଯାଉଛି, ଜଣେ ବ୍ୟକ୍ତିଙ୍କ ଘରେ କୌଣସି…

ରଥଯାତ୍ରା ପ୍ରସ୍ତୁତି: ନୟାଗଡ଼ ବନଖଣ୍ଡରୁ ପୁରୀ ଆସିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ । ନୟାଗଡ ବନଖଣ୍ଡରୁ ଗୋଟିଏ ରଥକାଠ ବୋଝେଇ ଟ୍ରକ ଆଜି ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୩ଟି ଫାସୀ କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା…

ପରଲୋକରେ ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ଆଦିବାସୀ ଆଇଏଏସ୍ ଅଫିସର ଲିଭିନସ କିଣ୍ଡୋ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ଆଇଏଏସ୍ ଅଫିସର ଲିଭନିସ୍ କିଣ୍ଡୋଙ୍କର ଗତକାଲି ରାତିରେ ପରଲୋକ ଘଟିଛି । ରାତି ସାଢେ ୧୦ଟାରେ ରାଜଗାଙ୍ଗପୁର ମାଲିଡିହି ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା । ସେ ସୁନ୍ଦରଗଡ଼ ଜିଲ୍ଲାର…

କୋଭିଡ୍ ଔଷଧ ଓ ସ୍ୱାସ୍ଥ୍ୟ ସାମଗ୍ରୀର କଳାବଜାର ଉପରେ ନଜର ରଖିବ ସ୍ପେଶାଲ୍ ସ୍କ୍ୱାଡ୍

ଭୁବନେଶ୍ୱର: କରୋନା କାଳରେ ଔଷଧ କଳାବଜାର କରୁଥିଲେ ସାବଧାନ ହୁଅନ୍ତୁ । ନଚେତ୍ କଡ଼ା କାର୍ୟ୍ୟାନୁଷ୍ଠାନ ହେବ । କୋଭିଡ୍ ଔଷଧ ଓ ଚିକିତ୍ସା ଉପକରଣ କଳାବଜାର ରୋକିବାକୁ ଗଠନ ହୋଇଛି ୨୩ଟି ସ୍ପେଶାଲ୍ ସ୍କ୍ୱାଡ୍ । ରାଜ୍ୟବ୍ୟାପୀ ଚାଲିବ ସ୍ପେଶାଲ ଡ୍ରାଇଭ୍ । ଏନେଇ ଆଜି ସୂଚନା ଦେଇଛନ୍ତି…

ପୁଣେରେ ଓଡ଼ିଶାର ବରିଷ୍ଠ ସେନା ଅଧିକାରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ରବିବାର ସକାଳେ ପୁଣେ ରେଳ ଷ୍ଟେସନରେ ଓଡିଶାର ଅନନ୍ତ ନାୟକ ନାମକ ଜଣେ ବରିଷ୍ଠ ସେନା ଅଧିକାରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବେଙ୍ଗାଲୁରୁ ଅଭିମୁଖେ ଯାଉଥିବା ସୋଲାପୁର ଉଦୟନ୍ ଏକ୍ସପ୍ରେସ ସମ୍ମୁଖକୁ ୫୭ ବର୍ଷୀୟ ଅଧିକାରୀ ଡେଇଁପଡିଥିବା ଅଭିଯୋଗ ହୋଇଛି। ସୂଚନା…

ପୁରୀ ଶ୍ରୀମନ୍ଦିର ସହିତ ଜଡ଼ିତ ୫୦ ଜଣ କରୋନା ପଜିଟିଭ 

ପୁରୀ: ପୁରୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁରୀ ଶ୍ରମନ୍ଦିର ସହ ଜଡ଼ିତ ଏପର୍ଯ୍ୟନ୍ତ ମୋଟ ୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏନେଇ ସୁଚନା ଦେଇଛନ୍ତି ।  ଚିହ୍ନଟ ସଂକ୍ରମିତ ୫୦ ଜଣଙ୍କ ମଧ୍ୟରୁ ୨୨ ଜଣ ହେଉଛନ୍ତି ସେବାୟତ ଓ ସେମାନଙ୍କ ପରିବାର ଲୋକ…

ତାମିଲନାଡୁର ଏକ ଗାର୍ମେଣ୍ଟ ଫାର୍ମରୁ ଉଦ୍ଧାର ହେଲେ ୧୯ ଜଣ ଓଡିଶା ମହିଳା

ଭୁବନେଶ୍ୱର / ତିରୁପୁର: ରବିବାର ସକାଳେ ତାମିଲନାଡୁର ୧୫ ଭେଲାମପାଲୟାମରେ ଥିବା ଏକ ଘରୋଇ କପଡ଼ା କାରଖାନାରୁ ଅତି କମରେ ୧୯ ଜଣ ମହିଳା ଉଦ୍ଧାର ହୋଇଛନ୍ତି।  ସୋମବାର ଟ୍ରେନ ଯୋଗେ ସେମାନଙ୍କୁ ଓଡ଼ିଶା ପଠାଯିବ। ସୂଚନା ଅନୁଯାୟୀ ରାୟାଗଡା ଜିଲ୍ଲାର ଏହି ମହିଳାମାନଙ୍କୁ ସେମାନଙ୍କ ଇଚ୍ଛା…

ମାଓବାଦୀଙ୍କ ବର୍ବରକାଣ୍ଡ, ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାର ମିଲମପଲ୍ଲି ଜଙ୍ଗଲରେ ଘଟିଛି ଏହି ଘଟଣା । ମାଓବାଦୀ ପୁଣି ନିଜ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ କରୋନା

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ । ବହୁବାର ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ଟ୍ୱିଟ୍ କରି ନିଜେ ପ୍ରଦୀପ୍ତ ନାଏକ ସୂଚନା ଦେଇଛନ୍ତି । ଗତ ପାଞ୍ଚ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରିବା ପାଇଁ…

ଆଜିଠୁ ରାଜ୍ୟ ବାହାରକୁ ଗଡ଼ିବନି ବସ୍, ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ କଟକଣା କଡ଼ାକଡ଼ି ହେଲାଣି । ଆଜିଠୁ ବନ୍ଦ ରହିବ ଆନ୍ତଃରାଜ୍ୟ ବସ୍ ସେବା । ଓଡ଼ିଶାରୁ ବାହାର ରାଜ୍ୟକୁ କୌଣସି ବସ୍ ଯିବ ନାହିଁ କି ସେଠାରୁ ବସ୍ ଓଡ଼ିଶା ଆସିବ ନାହିଁ । କିନ୍ତୁ ରାଜ୍ୟ ଭିତରେ ବସ୍ ଚଳାଚଳରେ କୌଣସି କଟକଣା ନାହିଁ ।…