Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରୁ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ୱର: ଘାତକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ରାଜ୍ୟରେ ସଂକ୍ରମଣ ସହ ପୁଣି ଥରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ମହାମାରୀ ଆଉ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ସେହିପରି ଝାରସୁଗୁଡ଼ା ଓ…

କରୋନାର ଲମ୍ବା ଲମ୍ଫ: ଓଡ଼ିଶାରେ ୪୦୦୦ ଡେଇଁଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କରୋନା ମାରୁଛି ଲମ୍ବା ଡିଆଁ । ଦିନକରେ ସଂକ୍ରମଣ ୪ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪ହଜାର ୪୪୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫ଶହ ୭୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮ଶହ ୭୧ଟି ।…

ଶ୍ରୀମନ୍ଦିରରେ ଆଜିଠୁ ନୂଆ SOPରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା…

ରାଜ୍ୟରୁ ସୁସ୍ଥ ହେଲେ ୧୩୦୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ୧୩୦୯ ଜଣ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ତେବେ ସୁନ୍ଦରଗଡ଼ରୁ ଆଜି ସର୍ବାଧିକ ୨୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ଲିଙ୍ଗରାଜ ମନ୍ଦିରକୁ ଡେଇଁଲା କରୋନା, ମନ୍ଦିର ଭିତରକୁ ଜନସାଧାରଣ ପ୍ରବେଶ ଓ ଦର୍ଶନ ମନା 

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ମହାମାରୀ । ଦ୍ରୁତ ଗତିରେ ବଢୁଛି ସଂକ୍ରମଣ । ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରକୁ ଛୁଇଁଛି କରୋନା । ମନ୍ଦିରର ୪ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ରାଜଧାନୀରେ ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ…

ରାଜ୍ୟରେ ଉପରମୁହାଁ ପାରଦ, ୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । ତାତି ବଢ଼ିବା ସହ ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୫ ସହର । ତେବେ ୪୨ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସୁବୁଠୁ ଉତ୍ତପ୍ତ ସହର ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ ତାପମାତ୍ରା…

ଭୁବନେଶ୍ବରରୁ ୩୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢୁଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୩୮ ଜଣ କରୋନା ଆକ୍ରାନ୍ତ । ସ୍ଥାନୀୟ ଅଞ୍ଚଳରୁ ୨୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, କ୍ବାରେଣ୍ଟାଇନରୁ ୪୮ ଜଣ ପଜିଟିଭ୍ ଅଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ବିଏମସି…

ମୁସଲିମ ଝିଅ ମାମୁନିଙ୍କ ମୁହଁରେ ବେଦମନ୍ତ୍ର, ବାଣ୍ଟୁଛନ୍ତି ସର୍ବଧର୍ମ ସମନ୍ବୟର ବାର୍ତ୍ତା, ଝିଅକୁ ଭେଟି ସମସ୍ତ ପାଠ…

ବାଲେଶ୍ବର: ଗରିବ ମୁସଲିମ୍‌ ଝିଅ ମୁହଁରେ ବେଦମନ୍ତ୍ର । ମହାମୃତ୍ୟୁଞ୍ଜୟ ମନ୍ତ୍ର ସାଙ୍ଗକୁ ଗଣେଷ ବନ୍ଦନା, ଗୁରୁବନ୍ଦନା ସବୁ କିଛି ମୁଖସ୍ଥ କରି ରଖିଛନ୍ତି । ଏ ହେଉଛନ୍ତି ଜଣେ ମୁସଲମାନ ପରିବାରର ଝିଅ । ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ସୂନାରୁଇ ଗାଁର ଏକ ଗରିବ ମୁସଲିମ ପରିବାରର ଝିଅ…

ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବା ମନା

ଗଞ୍ଜାମ : ରାଜ୍ୟରେ ଏବେ ଦ୍ରୁତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । କରୋନା ପାଇଁ ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବାକୁ ମନା କରାଯାଇଛି । ଯଦି…

ଶ୍ରୀମନ୍ଦିରରେ ରକ୍ତଛିଟା, ରିପୋର୍ଟ ଦେବାକୁ ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ

ପୁରୀ : ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କୁ କରାଯାଇଛି ମହାସ୍ନାନ । ଆଜି ଶ୍ରୀମନ୍ଦିରରେ ଦୁଇ ଜଣ ଜେଟିପି ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା । ଗଣ୍ଡଗୋଳରେ ମନୋଜ ପାଣିଗ୍ରାହୀଙ୍କ ମୁଣ୍ଡ ଫାଟିଯିବାରୁ…