Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ୍

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବାରୁ ରାଜ୍ୟରେ କଡ଼ାକଡ଼ି ହେଉଛି କଟକଣା । ଆଜିଠୁ ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ଆରମ୍ଭ ହୋଇଛି ସପ୍ତାହନ୍ତ ସଟଡାଉନ୍ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ…

କୋଭିଡ୍ ମୁକ୍ତ ନହେବା ଯାଏ ହାଇଦରକୁ ରିମାଣ୍ଡରେ ନେବ ନାହିଁ କମିଶନରେଟ ପୋଲିସ

କଟକ: ଆଜିଠୁ ରିମାଣ୍ଡରେ ଯିବ ନାହିଁ ଗ୍ୟାଙ୍ଗଷ୍ଟର ହାଇଦର । ସେ କରୋନା ସଂକ୍ରମିତ ହୋଇଥିବା ଜଣା ପଡ଼ିବା ପରେ ରିମାଣ୍ଡ କାର୍ୟ୍ୟକାରୀ ହେବ ନାହିଁ । ସଂକ୍ରମଣ ମୁକ୍ତ ନହେବା ଯାଏ ରିମାଣ୍ଡରେ ନେବ ନାହିଁ କମିଶନରେଟ ପୋଲିସ । ହାଇଦରର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ପ୍ରଥମେ…

ଗ୍ୟାଙ୍ଗଷ୍ଟର ହାଇଦର କରୋନା ପଜିଟିଭ୍, ଆଇସୋଲେସନରେ ଧରିଥିବା ଅଧିକାରୀ

କଟକ: ଫେରାର ହାଇଦର ଗିରଫ ପରେ ବି ଚର୍ଚ୍ଚାରେ । ଏସସିବିରୁ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ହେବା ପରେ ପୋଲିସର ନିଦ ହଜି ଯାଇଥିଲା । ଦିନରାତି ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ହାଇଦ୍ରାବାଦରୁ ହାଇଦରକୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ । ହାଇଦରକୁ ଶୁକ୍ରବାର ଓଡ଼ିଶା ଆଣିବା ପରେ…

ସ୍ବେରେଜ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : କଟକ ସହରରେ ସ୍ବେରେଜରେ କାମ ସମୟରେ ୨ ଜଣ ଶ୍ରମିକ ପ୍ରାଣ ହରାଇବା ଓ ଜଣେ ଗୁରୁତର ଅସୁସ୍ଥ ହେବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଘଟଣାରେ PHEOର Executive Engineer ତଥା watco GM ସୁଶାନ୍ତ ଘଡେଇ, ଏସଡିଓ ତଥା ଓ୍ବାଟକୋ ଜିଏମ୍ ସୁବାସ ରାଉତଙ୍କୁ ବଦଳି…

ଛତିଶଗଡ଼କୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

ଭୁବନେଶ୍ବର : କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ କଡ଼ା ପଦକ୍ଷେପ । ପଡ଼ୋଶୀ ଛତିଶଗଡ଼ରେ ମହାମାରୀ ବଢ଼ି ଚାଲିଥିବାରୁ ଏହି ରାଜ୍ୟକୁ ରେଳ ଚଳାଚଳ ବନ୍ଦ କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ । ଛତିଶଗଡରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ, ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୯୫୨ ଜଣ ଆକ୍ରାନ୍ତ । ନୂଆପଡ଼ାରୁ ସର୍ବାଧିକ ୧୭୬ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୪୭, ଖୋର୍ଦ୍ଧାରୁ ୧୨୦ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ବିଟ୍ କରି…

ଗ୍ୟାଙ୍ଗଷ୍ଟର ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବ ପୋଲିସ

କଟକ : ରିମାଣ୍ଡରେ ଗଲା କୁଖ୍ୟାତ ଅପରାଧୀ ହାଇଦର । ଗ୍ୟାଙ୍ଗଷ୍ଟର ହାଇଦରକୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ପୋଲିସ ହାଇଦରକୁ ୧୦ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା । ହେଲେ କୋର୍ଟ ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି…

ନିମ୍ନ ମାନର ରାସ୍ତା କାମ ଯୋଗୁ ଅଶାନ୍ତି

କଳାହାଣ୍ଡି :ଲୋକଙ୍କ ସୁବିଧା ପାଇଁ କରାଯାଉଛି ଯୋଜନା ପରେ ଯୋଜନା । ଏନେଇ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ବି କରାଯାଉଛି । ହେଲେ କିଛି ଅସାଧୁ କର୍ମଚାରୀଙ୍କ ପାଇଁ ଯୋଜନା ସବୁ ପ୍ରହସନ ପାଲଟିଛି । ଯାହା ଏହି କଳାହାଣ୍ଡି କୋକସରା ବ୍ଲକରେ ଦେଖିବାକୁ ମିଳିଛି । ଗାଁରେ ରାସ୍ତା ନଥିବାରୁ ତିଆରି…

ସପ୍ତାହାନ୍ତ ସଟଡାଉନରେ ରଜ୍ୟରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତ ୧୦ ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ସପ୍ତାହାନ୍ତ ସଟଡାଉନ ବେଳେ ବନ୍ଦ ରହିବ ଟିକାକରଣ । ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତ ୧୦ ଜିଲ୍ଲା ଓ ସମ୍ବଲପୁର, ରାଉରକେଲା…

ତାତିରୁ ସାମାନ୍ୟ ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ସାରା ରାଜ୍ୟର ତାପମାତ୍ରା

ଭୁବନେଶ୍ବର : କିଛି ଦିନର ବ୍ୟବଧାନ ପରେ ସାରା ରାଜ୍ୟକୁ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ ତାପମାତ୍ରା ୩୮.୫ ଡିଗ୍ରୀ ଥିବା ବେଳେ,…