Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ, ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର : ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ । ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ହାର୍ଟ ଚେକ୍ ଅପ୍ ପାଇଁ ତାଙ୍କୁ ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଛି । କିଛି ଦିନ ତଳେ ହୋମ୍ ଆଇସୋଲେସନରେ ଥିଲେ ପିସିସି ସଭାପତି ନିରଞ୍ଜନ…

୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପାହାଳ ଫାଣ୍ଡି ଏଏସଆଇ

ବାଲିପାଟଣା : ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ଲାଞ୍ଚ ନେବା ବେଳେ ପାହାଳ ଫାଣ୍ଡି ଏଏସଆଇ ପ୍ରଦୀପ କୁମାର ପ୍ରଧାନଙ୍କୁ କାବୁ କରିଛି ଭିଜିଲାନ୍ସ ଟିମ୍ । ଏକ ଜମିଜମା ମାମଲାରେ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଏଏସଆଇ ପ୍ରଦୀପଙ୍କୁ ବାକୁ କରିଥିଲା । ସନ୍ଦୀପ…

ତେଲେଙ୍ଗାନାରୁ ଧରାପଡ଼ିଲା ଗ୍ୟାଙ୍ଗଷ୍ଟର ହାଇଦର

ଭୁବନେଶ୍ବର : ଶେଷରେ ଧରାପଡ଼ିଲା କୁଖ୍ୟାତ ଅପରାଧୀ ହାଇଦର । ତେଲେଙ୍ଗାନାରୁ ହାଇଦରକୁ ଗିରଫ କରିଛି ପୋଲିସ । କଟକ ଓ ତେଲେଙ୍ଗାନା ପୋଲିସର ମିଳିତ ଉଦ୍ୟମରେ ହାଇଦରକୁ ଗିରଫ କରାଯାଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । କଟକ ବଡ଼ ମେଡିକାଲରୁ ଗତ ୧୦ ତାରିଖ ଦିନ ଫେରାର…

ଚାଲାଣ ବେଳେ ୩ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି:ବାହାରକୁ ଚାଲାଣ କରାଯାଉଥିବା ବେଳେ ଉଦ୍ଧାର ହେଲେ ଶିଶୁ ଶ୍ରମିକ । ଶିଶୁ ସୁରକ୍ଷା କମିଟି ଓ ପୁଲିସର ମିଳିତ ଚଢାଉ ବେଳେ ୩ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ଟଙ୍କାର ଲୋଭ ଦେଖାଇ ମାଲକାନଗିରି ଅଞ୍ଚଳରୁ ଏହି ପିଲାଙ୍କୁୂ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିଲା । ଏବେ ଉଦ୍ଧାର…

ଭୁବନେଶ୍ବରରୁ ୩୭୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୬୬ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ନିଦ ହଜାଇଲାଣି କରୋନା । ଦିନକୁ ଦିନ ବଢ଼ି ଚାଲିଛି ଆକ୍ରାନ୍ତ ସଂଖ୍ୟା । ଆଜି ସାରା ରାଜ୍ୟରୁ ପାଖାପାଖି ତିନି ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଚନ୍ତି ୩୭୯ କରୋନା ଆକ୍ରାନ୍ତ ।…

ଥମିନି ମାଓ ବର୍ବରତା, ୨ ସିଆରପିଏଫ ଯବାନଙ୍କୁ ନିର୍ମମ ହତ୍ୟା !

ମାଲକାନଗିରି: ସୁକ୍‌ମା ଜିଲ୍ଲାରେ ଚାଂଚଲ୍ୟ ଖେଳାଇଲେ ମାଓବାଦୀ । ରାସ୍ତାରେ ମିଳିଲା ଦୁଇ ସିଆରପିଏଫ୍ ଯବାନଙ୍କ ମୃତ ଶରୀର । ମିଳିଥିବା ସୂଚନା ଅନୁଯାୟୀ ମାଓବାଦୀଙ୍କ ଅତ୍ୟଧିକ ଉପଦ୍ରବ ଯୋଗୁଁ ସୁକମା ଭେଜି ଅଂଚଳରେ ଏକ ସିଆରପିଏଫ୍ କ୍ୟାମ୍ପ ସ୍ଥାପନ ହୋଇଥିଲା । ସେହି କ୍ୟାମ୍ପଠାରୁ ମାତ୍ର…

୩୯.୭ ଡିଗ୍ରୀ ସହ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର : ଗତ କିଛି ଦିନ ଧରି ପାରଦ ୪୦ ଉପରେ ରହୁଥିବା ବେଳେ, ଏବେ ତାତିରୁ ମିଳିଛି ସମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ୩୯.୭ ଡିଗ୍ରୀ ସହ ରାଜଧାନୀ ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର…

କରୋନା କଟକଣା : ଅନ୍ୟ ରାଜ୍ୟକୁ ବସ୍ ଚଳାଚଳ ବନ୍ଦ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଛତିଶଗଡ଼ ଓ ଝାଡଖଣ୍ଡ ସୀମାବର୍ତ୍ତି ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ସାଙ୍ଗକୁ…

ବେଆଇନ ଲଟେରୀ ସଂସ୍ଥା ଉପରେ ଚଢଉ, ୨ ଗିରଫ

ପାରଳାଖେମୁଣ୍ଡି : ଆଜି ବେଆଇନ ଲଟେରୀ ସଂସ୍ଥା ଉପରେ ପୋଲିସ ପକ୍ଷରୁ ଅତର୍କିତ ଚଢ଼ାଉ ହୋଇଛି । ଦୀର୍ଘ ଦିନ ଧରି ଶ୍ରୀ ଲକ୍ଷ୍ମୀ ଗଣପତି ଲକି ଡ୍ର ସ୍କିମ ନାମରେ ବେଆଇନ ଭାବେ ଲଟେରୀ ସଂସ୍ଥା ଖୋଲି ଲୋକଙ୍କୁ ପ୍ରଲୋଭନ ଦେଖାଇ ଟଙ୍କା ଆଦାୟ କରି ଆସୁଥିବା ଅଭିଯୋଗ ହୋଇଆସୁଥିଲା । ବାରମ୍ବାର…

ଫେରିଲା ସପ୍ତାହାନ୍ତ ସଟଡାଉନ୍, କାଲିଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣର ଭୟାବହତାକୁ ନଜରରେ ରଖି କଡ଼ା ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତରେ ଥିବା ୧୦ଟି ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ୧୦ଟି…