Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଦ ହଜାଇଲାଣି କରୋନା, ଆଇଏଏସ୍‌ଙ୍କୁ ଜିଲ୍ଲା ଦାୟିତ୍ବ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ସଂକ୍ରମଣ ବଢୁଥିବାରୁ ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି ସରକାର । ରାଜ୍ୟରେ କରୋନାର ସ୍ଥିତିକୁ ଦେଖି ୧୪ ଜିଲ୍ଲା ପାଇଁ ୨୧ ଜଣ ୨୧ ଜଣ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ମହାମାରୀକୁ ନଜରରେ ରଖି ବିଭିନ୍ନ ଜିଲ୍ଲା ଓ…

ରାଜ୍ୟରୁ ସୁସ୍ଥ ହେଲେ ୮୩୭ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଚିନ୍ତା ବଢ଼ାଇଛି ମହାମାରୀ କରୋନା । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ, ଏହାରି ଭିତରେ ଆଜି ସୁସ୍ଥ ହୋଇଛନ୍ତି ୮୩୭ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ନୂଆପଡ଼ାରୁ ସର୍ବାଧିକ ୧୯୪ ଜଣ ସୁସ୍ଥ…

ଆସନ୍ତା ୧୯ରୁ ବନ୍ଦ ରହିବ ସମସ୍ତ ସ୍କୁଲ ଓ ହଷ୍ଟେଲ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ସରକାରଙ୍କ ଚିନ୍ତା ବି ବଢ଼ିଲାଣି । ବ୍ୟାପୁଥିବା କରୋନା ସଂକ୍ରମଣକୁ ନଜରରେ ରଖି ରାଜ୍ୟରେ ଦଶମ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ସରକାର । ଭୂତାଣୁର ଭୟାବହତାକୁ…

ବାରିପଦା ଟାଉନ ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ନକଲି ବିଦେଶୀ ମଦ ଜବତ

ବାରିପଦା : ବାରିପଦା ଟାଉନ ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ନକଲି ବିଦେଶୀ ମଦ ଜବତ । ଏଥିସହ ମଦ ତିଆରିରେ ବ୍ୟବହୃତ ସାମଗ୍ରୀକୁ ମଧ୍ୟ ଜବତ କରିଛି ମୟୂରଭଞ୍ଜ ଅବକାରୀ ବିଭାଗ । ଘଟଣାରେ ସନ୍ତୋଷ ମହାନ୍ତ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅବକାରୀ ବିଭାଗ ସ୍ପେଶାଲ ସ୍କ୍ବାଡ । ସୂଚନା…

ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ, ଜଣେ ଗୁରୁତର

କଟକ: ସିଡିଏ ସେକ୍ଟର ୧୦ରେ ସ୍ୱରେଜ୍ କାମ ବେଳେ ଅଘଟଣ । ଆଜି ତିନି ଜଣ ଶ୍ରମିକ ସ୍ୱେରେଜ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଶ୍ରମିକ ଗୁରୁତର ଥିବା ଜଣାପଡିଛି । ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତିି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ,…

ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା…

ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ନେଇ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇର ଦଶମ ପରୀକ୍ଷା ବାତିଲ୍ ଓ ଦ୍ୱାଦଶ ପରୀକ୍ଷା ସ୍ଥଗିତ ପରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର । ଓଡ଼ିଶାରେ କୋରନା ସଂକ୍ରମଣ ବଢ଼ୁଥିବା ବେଳେ ଦଶମ ସହ ଦ୍ୱାଦଶ ପରୀକ୍ଷା ନେଇ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି ବଡ଼ ଘୋଷଣା କରିପାରନ୍ତି…

ଶ୍ରୀମନ୍ଦିର ସହ ସମ୍ପୃକ୍ତ ଆଉ ୭ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀ: ଚିନ୍ତା ବଢ଼ାଉଛି ସଂକ୍ରମଣ । ପୁରୀ ଶ୍ରୀମନ୍ଦିର ସହ ବିଭିନ୍ନ ସେବାରେ ଜଡ଼ିତ ଆଉ ୭ ଜଣ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ସେବାୟତ, ସେବାୟତ ପରିବାର, କର୍ମଚାରୀଙ୍କୁ ମିଶାଇ ୭ ପଜିଟିବ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଶ୍ରୀମନ୍ଦିର ସହ ଜଡ଼ିତ କୋଭିଡ୍ ପଜିଟିଭ ସଂଖ୍ୟା…

ପିପିଲି ଉପନିର୍ବାଚନ ପାଇଁ ଜାରି ହେବ ସାନି ବିଜ୍ଞପ୍ତି, ପ୍ରାର୍ଥୀ ଦେବ କଂଗ୍ରେସ

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ପୁଣି ଥରେ ପ୍ରାର୍ଥୀ ଦେବ କଂଗ୍ରେସ । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ । କଂଗ୍ରେସ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ପିପିଲିରେ…

ଦେଢ଼ ଦିନ ଯିବ ଗଚ୍ଛିତ ଭ୍ୟାକ୍ସିନ୍, ବୁଧବାର ୧୦ ଜିଲ୍ଲାରେ ବନ୍ଦ ଥିଲା ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ ଓ ଭ୍ୟାକ୍ସିନ୍ ଷ୍ଟକ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ଗତକାଲି ବୁଧବାର ରାଜ୍ୟର ୫୫୬ଟି ଟିକାକରଣ କେନ୍ଦ୍ରରେ ୭୧ ହଜାର ୪୭୧ ଜଣଙ୍କୁ ଟିକା ଦିଆଯାଇଛି । ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୫୬ ହଜାର ୪୫୦ ଡୋଜ୍ ଟିକା…