Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନୁଗୁଳରୁ ବଡ଼ ଧରଣର ରାକେଟର ପର୍ଦ୍ଦାଫାଶ, ନକଲି ଡିଏଲ୍, ପ୍ୟାନ କାର୍ଡ ଜବତ

ଅନୁଗୁଳ : ଅନୁଗୁଳ ପୋଲିସକୁ ସଫଳତା । ପୋଲିସ ପଞ୍ଝାରେ ପଡ଼ିଛି ବଡ଼ ଧରଣର ରାକେଟ୍ । ନକଲି ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ କାର୍ଡ, ଆଧାର କାର୍ଡ ଓ କୋଇଲା ଟ୍ରାଞ୍ଜିଟ ପାସ ରାକେଟର ପର୍ଦାଫାଶ କରିଛି ତାଳଚେର କୋଲିୟାରି ପୋଲିସ । ତାଳଚେର ସହରର ତିନୋଟି ଜେରକ୍ସ ଦୋକାନରେ ଏହି ନକଲି…

ଭୁବନେଶ୍ବରରୁ ୧୭୧ ନୂଆ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୭୧ କରୋନା ଆକ୍ରାନ୍ତ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ, ୧୨୬ ଜଣ ଲୋକାଲ କେସ୍ । ଏନେଇ ଟ୍ବିଟ୍ କରି ସୂଚନା…

କୁଖ୍ୟାତ ଅପରାଧୀ ହାଇଦର ଫେରାର

କଟକ : ପୋଲିସକୁ ଚକମା ଦେଇ କୁଖ୍ୟାତ ଅପରାଧୀ ହାଇଦର ଫେରାର । କଟକ ଏସିସିବି ମେଡିକାଲରୁ ଚିକିତ୍ସାଧିନ ଅବସ୍ଥାରେ ଫେରାର ହୋଇଛି ହାଇଦର । ଏନେଇ ପୋଲିସ ଡିଜି ସ୍ପଷ୍ଟ କରିଛନ୍ତି । ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହେବା ପରେ ତାକୁ ଧରିବା ପାଇଁ ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ । ଏକାଧିକ…

କରୋନାରୁ ସୁସ୍ଥ ହେଲେ ଆଉ ୪୦୩ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦୃତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୩୭୪ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ସୁସ୍ଥ ହୋଇଚନ୍ତି ୪୦୩ ଜଣ ଆକ୍ରାନ୍ତ । ସମସ୍ତେ ସୁସ୍ଥ ହେବା ପରେ ହସପିଟାଲରୁ ଡିସଚାର୍ଜ କରାଯାଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

୬ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କଲା ତାଳଚେର ପୋଲିସ

ଅନୁଗୁଳ : ତାଳଚେର ପୋଲିସ ହାତରେ ବ୍ରାଉନସୁଗାର ବେପାରୀ । ବ୍ରାଉନସୁଗାର ବିକ୍ରି କରିବା ସମୟରେ ୬ ଜଣ ବ୍ରାଉନସୁଗାର ବେପାରୀକୁ ଗିରଫ କରିଛି ତାଳଚେର ପୋଲିସ । ସେମାନଙ୍କଠାରୁ ୧୩ ଗ୍ରାମର ଧଳା ଜହର ଜବତ ହୋଇଛି । ଏଥିସହ ସେମାନଙ୍କ ପାଖରୁ ବିପୁଳ ପରିମାଣର ଧଳା ଜହର ଜବତ କରିଛି ପୋଲିସ ।…

ଗିରଫ ହେଲେ କୋଟିପତି କିରାଣି

ଭୁବନେଶ୍ବର : ଗିରଫ ହେଲେ କୋଟିପତି କିରାଣି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣି ଦିଲ୍ଲୀପ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଦିଲ୍ଲୀପଙ୍କ ଘରେ ରେଡ୍ କରିଥିଲା ଭିଜିଲାନ୍ସ । ଚଢ଼ାଉ ବେଳେ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ ।…

ପୁଣି ମାତିଲେ ମାଓବାଦୀ, ଅଳ୍ପକେ ବର୍ତ୍ତିଲେ ଆଇଟିବିପି ଯବାନ !

ମାଲକାନଗିରି: ଛତିଶଗଡ ବିଜାପୁରରେ ସହିଦଙ୍କ ଜୁଇର ନିଆଁ ନଲିଭୁଣୁ, ପୁଣିଥରେ ସକ୍ରିୟ ହୋଇଛନ୍ତି ମାଓବାଦୀ । ଏକ ବଡ ଟାର୍ଗେଟରୁ ଅଳ୍ପକେ ବର୍ତ୍ତିଲେ ଯବାନ । ଛତିଶଗଡ କୁଶନାଡ କ୍ୟାମ୍ପର ୫୩ ବାଟାଲିୟନର ଆଇଟିବିପି ଯବାନମାନେ କୁମ୍ବିଂ ଅପରେସନରେ ଥିଲେ । ସେହି ସମୟରେ ମାଓବାଦୀମାନେ ସେମାନଙ୍କୁ…

ଦ୍ୱିତୀୟ ଡୋଜ କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଦ୍ୱିତୀୟ ଡୋଜ କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଭୁବନେଶ୍ୱର ଏମ୍‌ସ ଠାରେ କରୋନା‌ ଟିକା କୋଭାକ୍ସିନ୍‌ ଗ୍ରହଣ କରିଛନ୍ତି। ଏହା ସହିତ ସମସ୍ତେ ନିଶ୍ଚିତ ଭାବେ ଟିକା ଗ୍ରହଣ କରି ସୁରକ୍ଷିତ ରହିବା…

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ କରୋନା ପଜିଟିଭ୍

ପିପିଲି: ପିପିଲି ଉପନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ‌ ଅଜିତ‌ ଶନିବାର ଦିନ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି। ତେବେ ସେ କଂଗ୍ରେସ କର୍ମୀଙ୍କୁ ଗୁଜବ ପ୍ରଚାର ନକରିବା ଏବଂ ଦଳ…

ସିଲ୍‌ ହେଲା ଓଡ଼ିଶାର ଆଉ ୨ ସିନେମା ହଲ୍‌

ପାରଳାଖେମୁଣ୍ଡି: କୋଭିଡ୍‌-୧୯ ଗାଇଡଲାଇନର ଉଲ୍ଲଂଘନ ପାଇଁ ଗଜପତି ଜିଲ୍ଲା ପ୍ରଶାସନ ଶନିବାର ଦିନ ପାରଳାଖେମୁଣ୍ଡି ସହରର ଦୁଇଟି ସିନେମା ହଲକୁ ସିଲ୍ କରିଛି। ପ୍ରଶାସନ ଏକ ବିଜ୍ଞପ୍ତିରେ କହିଛି ଯେ ଦୁଇଟି ସିନେମା ହଲ୍ - ଜୟା ମହଲ ଏବଂ ଲକ୍ଷ୍ମୀ ଟକିଜ୍ - ପରବର୍ତ୍ତୀ ନିର୍ଦ୍ଦେଶ ଆସିବା…