Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦିନକରେ ସର୍ବାଧିକ ୧୩୭୪ କରୋନା ପଜିଟିଭ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ୧୩୭୪ ନୂଆ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୮୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୬୨ଟି । ତନ୍ମଧ୍ୟରୁ ସୁନ୍ଦରଗଡରୁ…

କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହେଲା ଆରସିଏମ କଲେଜ

ଭୁବନେଶ୍ବର : ମହଙ୍ଗା ପଡ଼ିଲା କୋଭିଡ ନିୟମ ଉଲ୍ଲଂଘନ । କରୋନା ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହୋଇଛି ରିଜିଓନାଲ କଲେଜ୍ ଅଫ୍ ମ୍ୟାନେଜମେଣ୍ଟ ବା ଆରସିଏମ୍ କଲେଜ୍ । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡ କଟକଣାକୁ ଦୁଷ୍ଟିରେ ରଖି କୌଣସି ସାଂସ୍କୃତିକ…

ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ନୀତି ନିର୍ଘଣ୍ଟ, ଅପରାହ୍ନ ୩ଟା ୩୦ରେ ଟଣା ହେବ ରଥ

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥର ଅପରାହ୍ନ ୩ଟା ୩୦ରେ ଟଣାହେବ ରୁକୁଣା ରଥ । ଏନେଇ ନିଷ୍ପତ୍ତି ନେଇଛି ଟ୍ରଷ୍ଟ ବୋର୍ଡ । କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦ରୁ୨୫ ଜଣ ସେବାୟତ ରହିବେ । ସେହିପରି ରଥଟଣାରେ ମୋଟ ୧୦୦ ଜଣ…

ରାଜ୍ୟରେ ଖସିଲା ପାରଦ, ଅଧିକାଂଶ ଜିଲ୍ଲାରେ ୪୦ ଡିଗ୍ରୀ ତଳେ ତାତି

ଭୁବନେଶ୍ବର : କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ରାଜ୍ୟରେ ଖସିଲା ପାରଦ । ଅନ୍ୟ ଦିନ ଅପେକ୍ଷା ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କମ ରହିଛି ତାପମାତ୍ରା । ଆଜି କେବଳ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ, ଅନ୍ୟ ସହରରେ ୪୦ ଡିଗ୍ରୀ ତଳେ ରହିଛି ତାପମାତ୍ରା । ଅନ୍ୟ…

ଓଡ଼ିଶାକୁ ଆସୁଥିବା ରେଳଯାତ୍ରୀଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ

ଭୁବନେଶ୍ବର : ଡରାଇଲାଣି କରୋନା ଭୂତାଣୁ । ସଂକ୍ରମଣ ବଢୁଥିବାରୁ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ ହୋଇଛି କଟକଣା । ଏଣିକି ରାଜ୍ୟ ବାହାରୁ ଆସୁଥିବା ରେଳଯାତ୍ରୀଙ୍କୁ ଆରଟିପିସିଆର ନେଗେଟିଭ୍ ଟେଷ୍ଟ ରିପୋର୍ଟ ବା କୋଭିଡ ଟିକାର ଦ୍ଵିତୀୟ ଡୋଜ ସାର୍ଟିଫିକେଟ୍ ଆଣିବା…

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୧୦ ସଂକ୍ରମିତ 

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଇତିମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୧୦ ଜଣ ସଂକ୍ରମିତ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ୩…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଚିନ୍ତା ବଢ଼ାଇଲାଣି କରୋନା ଭୂତାଣୁ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସଜାଗ ହେଲାଣି ପ୍ରଶାସନ । ରାଜ୍ୟରେ ୧୩ଶହ ମୁହାଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୫୦ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ୩୩ ଜଣ…

ବିବାହ, ଶୁଦ୍ଧିକ୍ରିୟା ଓ ଅନ୍ୟାନ୍ୟ ଉତ୍ସବ ପାଇଁ ସ୍ୱତନ୍ତ୍ର ଗାଇଡଲାଇନ୍, ଜାଣନ୍ତୁ କେଉଁଥିରେ କେତେ ଲୋକ ଦେଇପାରିବେ…

ଭୁବନେଶ୍ବର: ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ନୂଆ ଗାଇଡଲାଇନ୍ ଆସିଛି । ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦେଖି ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ନୂଆ ଗାଇଡଲାଇନ୍ ଧାର୍ଯ୍ୟ କରିଛି କମିସନରେଟ୍ ପୋଲିସ । ବିନା ଅନୁମତିରେ ହେବନି ବିବାହ ଓ ସାମାଜିକ ଉତ୍ସବ । ଏଥିପାଇଁ ସ୍ଥାନୀୟ ପୋଲିସ ଷ୍ଟେସନରୁ…

୩ ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ଜବତ, ଚୋରା ଚାଲାଣ ବେଳେ ୪ ଗିରଫ

ମାଲକାନଗିରି: ମାଲକାନଗିରି ବନ ବିଭାଗ ୩ ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ଜବତ କରିଛି । ଏହାସହ କାଠ ଚୋରା ଚାଲାଣ କରୁଥିବା ବେଳେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।  ଗୁଇନ୍ଦା ସୂଚନା ଅନୁସାରେ ମାଲକାନଗିରି ବନାଞ୍ଚଳ ଅଧିକାରୀ ଏକ ଟିମ ଗଠନ କରି କାମାଲିଗୁଡା ଗାଁ ନିକଟରେ ନାଇଟ…

ମାସ୍କ ନପିନ୍ଧିଲେ ଆଦାୟ ହେବ ଦୁଇ ଗୁଣା ଜରିମାନା

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ସଂକ୍ରମଣ ବଢୁଥିବାରୁ ରାଜ୍ୟବାସୀଙ୍କୁ ୧୪ ଦିନ ପାଇଁ ମାସ୍କ ଅଭିଯାନ ଆରମ୍ଭ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତେ ଘରୁ ବାହାରିବା ମାତ୍ରେ ତୁରନ୍ତ ମାସ୍କ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି…