Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଲିଭା ସ୍ୱାକ୍ଷର

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) ଗାଁ ସ୍କୁଲରେ ମୁଁ ତୃତୀୟ ଶ୍ରେଣୀରେ ପଢୁଥାଏ । ଆମ ଗାଁର ଆଖପାଖ ଗାଁରେ ଆଉ କୌଣସି ପ୍ରାଥମିକ ବିଦ୍ୟାଳୟ ନଥିଲା ସେତେବେଳେ । ସେଥିପାଇଁ ପ୍ରାୟ ପାଞ୍ଚ ଛଅ ଖଣ୍ଡ ଗାଁର ପିଲାମାନେ ବି ଆମ ଗାଁ ସ୍କୁଲରେ ଆମ ସହିତ ପଢୁଥିଲେ । କିଏ…

କୋଭିଡ୍ ନିୟମ ଉଲ୍ଲଂଘନ କରି ତଣ୍ଡ ଗଣିଲେ, ଦିନକରେ ଓଡ଼ିଶାରୁ ୩୦ଲକ୍ଷ ଫାଇନ୍ ଆଦାୟ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଏନଫୋର୍ସମେଣ୍ଟକୁ କଡ଼ାକଡ଼ି କରିଛି ପୋଲିସ । ରାଜ୍ୟବ୍ୟାପୀ ୧୦ ଦିନିଆ ସ୍ପେଶାଲ୍ ଡ୍ରାଇଭ୍ ଚାଲିଛି । ଅମାନିଆଙ୍କୁ ସାବାଡ କରୁଛି ପୋଲିସ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ରେକର୍ଡ ଫାଇନ୍ ଆଦାୟ ହୋଇଛି । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ୩୦ଲକ୍ଷ ୫୯…

ବିନା ଭକ୍ତରେ ହେବ ଚଳିତ ବର୍ଷର ରୁକୁଣା ରଥଯାତ୍ରା, ଏସଓପି ଜାରି କଲା ବିଏମ୍‌ସି

ଭୁବନେଶ୍ୱର: ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ । ଏନେଇ ବିଏମସି ପକ୍ଷରୁ ଅନୁମତି ଦିଆଯାଇଛି । ଅଶୋକାଷ୍ଟମୀରେ ହେବାକୁ ଥିବା ରୁକୁଣା ରଥ ଯାତ୍ରାରେ କୌଣସି ଶ୍ରଦ୍ଧାଳୁ ସାମିଲ୍ ହେବେ ନାହିଁ । କେବଳ ସେବାୟତଙ୍କୁ ନେଇ ରୁକୁଣା ରଥ ଯାତ୍ରା ସମ୍ପନ୍ନ ହେବ ବୋଲି…

ଟିକା ନେଲେ ବି ହୋଇପାରେ କରୋନା, ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ବଡ଼ ବୟାନ

ଭୁବନେଶ୍ୱର: କୋଭିଡ୍ ଟିକା ନେଇଥିଲେ ବି ଆପଣ ସଂକ୍ରମିତ ହୋଇପାରନ୍ତି । ଟିକା ନେଲେ ବି କରୋନା ସମ୍ଭାବନା ରହିଛି । ଏଭଳି ସତର୍କ ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଟିକା ରୋଗୀଙ୍କୁ ଗୁରୁତର ହେବାରୁ ରୋକିବ । ଏବେ ରାଜ୍ୟରେ…

କୋଭିଡ୍ ନିୟମ ଉଲ୍ଲଂଘନ କରିବାରୁ ସିନେମା ହଲ୍ ସିଲ୍

ରାୟଗଡ଼ା: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ କୋଭିଡ୍ ନିୟମ ପାଳନ ପାଇଁ ବାରମ୍ବାର ପ୍ରଶାସନ ଅନୁରୋଧ କରୁଛି । ମୁହଁରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯାଉଛି । ମୁଖ୍ୟତଃ ବଜାର, ସପିଂ ମଲରେ ଏହାର ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳିଛି ।…

ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ କି ବାର୍ତ୍ତା ଦେବେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ଚଳିତବର୍ଷ ରେକର୍ଡ କରିଛି । ଦିନକରେ ୮ଶହରୁ ସଂଖ୍ୟା ୧୨ ଶହ ଡେଇଁଗଲା । ସଂକ୍ରମଣ ଉପରମୁହାଁ ହୋଇଥିବା ବେଳେ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୪ଟାରେ ଭିଡିଓ ବାର୍ତ୍ତା ଦେବେ । ବର୍ଦ୍ଧିତ…

ଚନ୍ଦ୍ରଭାଗା ବେଳାଭୂମିରୁ ମୃତ ଡଲଫିନ୍‌ ଉଦ୍ଧାର

ପୁରୀ: ଗୁରୁବାର ଦିନ କୋଣାର୍କ ଚନ୍ଦ୍ରଭଗା ବେଳାଭୂମିରେ ଏକ ଡଲଫିନ୍‌ର ଶବ ଉଦ୍ଧାର ହୋଇଛି। ସୂଚନା ପାଇବା ପରେ ଜଙ୍ଗଲ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତ ଡଲଫିନ୍‌କୁ ଜବତ କରିଥିଲେ। ସୂଚନାନୁସାରେ, ଗୁରୁବାର ଅପରାହ୍ନରେ ସମୁଦ୍ର କୂଳରେ ଡଲଫିନ୍‌ର ମୃତଦେହ ମିଳିଥିଲା।…

କଟକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଭିଜିଲାନ୍ସ ଜାଲରେ କଟକ ସ୍ଥିତ ମୁଖ୍ୟ ବନ ସଂରକ୍ଷକଙ୍କ (କେନ୍ଦୁଲିଫ୍) କାର୍ଯ୍ୟାଳୟର ବରିଷ୍ଠ କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ 4ଟି ସ୍ଥାନରେ ଚଢ଼ାଉ ଚାଲିଛି । ତାଙ୍କ ନାଁ ଦିଲୀପ କୁମାର ଜେନା ।  ଭୁବନେଶ୍ୱର ଘାଟିକିଆରେ ଥିବା ଫରେଷ୍ଟ ଟ୍ରେନିଂ କଲେଜ…

ଭ୍ୟାକ୍ସିନ୍ ଅଭାବ, ରାଜ୍ୟର ୨ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ମାଗୁଛି ଓଡ଼ିଶା, ଦେଉନି କେନ୍ଦ୍ର । ବାରମ୍ବାର କୋଭିଡ୍ ଟିକା ଯୋଗାଣ ନେଇ ଓଡ଼ିଶା ଅନୁରୋଧ କରୁଥିବା ବେଳେ ପର୍ଯ୍ୟାପ୍ତ ଟିକା ଆସୁନାହିଁ । ଫଳରେ ଟିକା ଅଭାବ ଯୋଗୁଁ ୨ ଜିଲ୍ଲାରେ ଟିକାକରଣ ବନ୍ଦ କରାଯାଇଥିଲା । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା…

OTET-2021: ଅଫଲାଇନ୍ ପରୀକ୍ଷା ଦେଉଛନ୍ତି ୧.୨୫ ଲକ୍ଷ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣ ମଧ୍ୟରେ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) -୨୦୨୧ ରାଜ୍ୟର ୪୯୧ କେନ୍ଦ୍ରରେ ଅଫଲାଇନ ମୋଡରେ ଅନୁଷ୍ଠିତ ହୋଇଛି। ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ବିଏସ୍ଇ) ଦ୍ୱାରା ଆୟୋଜିତ ଏହି ପରୀକ୍ଷାରେ ମୋଟ ୧,୨୫,୮୮୦ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।…