Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟଙ୍କା ନ ଦେବାରୁ ବାପାଙ୍କୁ ଠେଙ୍ଗାରେ ପିଟି ଜୀବନନେଲା ପୁଅ !

ବାଙ୍ଗିରିପୋଷି: ମୟୂରଭଞ୍ଜ ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ପଥୁରୀ ଗ୍ରାମରେ ଟଙ୍କା ନ ଦେବାରୁ ପୁଅ ନିଜ ବାପାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ମୃତକ ବାପା ସାର କିଣିବା ପାଇଁ ଟଙ୍କା ରଖିଥିଲେ । ପୁଅ ସୁମନ୍ତ ଦେହୁରୀ…

Rourkela Circuit House Gun Case:ସର୍କିଟ ହାଉସରୁ ବନ୍ଧୁକ ଜବତ ଘଟଣା;କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କ ଇସ୍ତଫା ଦାବି କରି…

ରାଉରକେଲା: ରାଉରକେଲା ସର୍କିଟ ହାଉସ ବନ୍ଧୁକ ଜବତ ଘଟଣା । ମାଷ୍ଟର୍‌ମାଇଣ୍ଡ୍‌ ପ୍ରକାଶ ପାଶୱାନକୁ ବିହାରର ସମସ୍ତିପୁର ଅଞ୍ଚଳରୁ ଗିରଫ ପରେ ରାଉରକେଲା ଆଣିଛି ପୋଲିସ । ଗିରଫ ପ୍ରକାଶ ରାଉରକେଲାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ । ଗତ କିଛି ଦିନ…

୨୦ ହଜାର ଲାଞ୍ଚ ନେଇ ଗିରଫ ହେଲେ ଏଏସଆଇ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଶନିବାର ବିଳମ୍ବିତ ରାତିରେ ଲହୁଣୀପଡ଼ା ଥାନାର ଜଣେ ASI ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକଙ୍କ ସହିତ ଜଣେ ଭୋଜନାଳୟ ମାଲିକଙ୍କଠାରୁ ୨୦,୦୦୦ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଅଭିଯୋଗ ପରେ ଭିଜିଲାନ୍ସ ଟିମ୍ ଅଗଷ୍ଟ ୨୯…

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀଙ୍କ ଦେହାନ୍ତ

ଭୁବନେଶ୍ୱର: ନବରଙ୍ଗପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲର ଇଣ୍ଟେନସିଭ୍ କେୟାର ୟୁନିଟ୍ (ICU)ରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳେ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଦୀର୍ଘ ବର୍ଷ…

କେବିକେ ଅଞ୍ଚଳର ଭିତ୍ତିଭୂମି ବିକାଶ ପାଇଁ ୧୩୦ କୋଟି

ଭୁବନେଶ୍ୱର: କେବିକେ ଅଞ୍ଚଳରେ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଭିତ୍ତିଭୂମି ବିକାଶ ପାଣ୍ଠି (ଇନ୍‌ଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡ-ଆଇଡିଏଫ୍‌)ରେ ୧୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ପାଣ୍ଠିରେ ଜଳସେଚନ, ଆନ୍ତଃଜିଲ୍ଲା ରାସ୍ତା,…

Wife’s Maintenance: ସିଧା ସ୍ତ୍ରୀଙ୍କ ଆକାଉଣ୍ଟକୁ ଯିବ ଆପଣଙ୍କ ଦରମାର ଅଧା ଟଙ୍କା…ଛାଡପତ୍ର ପରେ ଭରଣାପୋଷଣା ନେଇ…

ଭୁବନେଶ୍ବର: ଏଣିକି ଦରମାରୁ ସିଧା କଟିବ ଟଙ୍କା…କିଛି ଆପଣଙ୍କ ଆକାଉଣ୍ଟକୁ, ଆଉ କିଛି ପାଇବେ ଆପଣଙ୍କ ପୂର୍ବତନ ସ୍ତ୍ରୀ…ମୁଖ୍ୟମନ୍ତ୍ରୀ ଦେଲେ ବଡ ନିର୍ଦ୍ଦେଶ । କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପତ୍ନୀ କିମ୍ବା ପିଲାଙ୍କୁ ଭରଣପୋଷଣ ଟଙ୍କା ଦେଉନଥିବା ସରକାରୀ କର୍ମଚାରୀଙ୍କ ପାଇଁ ଏଣିକି କଠୋର…

Heavy Rain: ଲଘୁଚାପ ପ୍ରଭାବରେ ମୂଷଳ ଧାରାରେ ବର୍ଷୁଛି, ୩ ଜିଲ୍ଲାକୁ ରେଡ୍‌ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମୂଷଳ ଧାରାରେ ବର୍ଷା ଜାରି ରହିଛି। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ବର୍ଷାର ପ୍ରକୋପ…

ଆପଣଙ୍କ ଗାଡ଼ିର କାଗଜପତ୍ର ଠିକ୍ ଅଛି ତ? ନିୟମ ନମାନିଲେ ସବୁଦିନ ପାଇଁ ବାତିଲ ହୋଇଯିବ ଗାଡ଼ିର ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ପୁରୁଣା ତଥା ଫିଟନେସ୍ ନଥିବା ଗାଡ଼ିଗୁଡ଼ିକ ଉପରେ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ । ସରକାରୀ ନିୟମ ଉଲ୍ଲଂଘନ ଏବଂ କାଗଜପତ୍ର ନବୀକରଣ ନକରିବା କାରଣରୁ ଓଡ଼ିଶାରେ ଏକାଥରକେ ୨୦ ଲକ୍ଷରୁ ଅଧିକ ଗାଡ଼ିର ପଞ୍ଜୀକରଣ ପ୍ରମାଣପତ୍ର…

ନେପାଳ ବନ୍ୟା ବିପର୍ଯ୍ୟୟ: ୪ ଓଡ଼ିଆଙ୍କ ମିଳୁନି ପତ୍ତା, ଉଦ୍ଧାର ହୋଇଥିବା ଅନ୍ୟ ପର୍ଯ୍ୟଟକ ସୁରକ୍ଷିତ ଥିବା ସରକାରଙ୍କ…

ଭୁବନେଶ୍ୱର: ନେପାଳରେ ଲଗାଣ ବର୍ଷା, ଭୟଙ୍କର ବନ୍ୟା ଓ ଭୂସ୍ଖଳନ କାରଣରୁ ସୃଷ୍ଟି ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ଫସି ରହିଥିବା ଓଡ଼ିଆ ପର୍ଯ୍ୟଟକଙ୍କ ସ୍ଥିତିକୁ ନେଇ ଉଦବେଗ ବଢ଼ିବାରେ ଲାଗିଛି । ଏହି ପ୍ରଳୟଙ୍କରୀ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୪ ଜଣ ଓଡ଼ିଆ ନିଖୋଜ ଥିବା ନେଇ ରାଜ୍ୟ…