Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଗାମୀ ୪ ଦିନ ଯାଏ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗୁରୁବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଥିବା କାଳବୈଶାଖୀ ଆଉ ୪ ଦିନ ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ଫଳରେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ମିଳିଛି । ୧୨ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି…

କରୋନା ପାଇଁ ଛତିଶଗଡ଼କୁ ଗାଡ଼ି ମୋଟର ବନ୍ଦ

ଭୁବନେଶ୍ବର : ରାଜ୍ୟରେ ଦୃତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏହାକୁ ନଜରରେ ରଖି କଠୋର ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ପଡ଼ୋଶୀ ଛତିଶଗଡ଼ରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼କୁ ଯାତାୟାତ ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଉଭୟ…

ଲାଗୁ ହେଲା କଟକଣା, ନେଗେଟିଭ୍ ରିପୋର୍ଟ ନଥିଲେ କ୍ବାରେଣ୍ଟାଇନ

ଭୁବନେଶ୍ବର : କରୋନା ସଂକ୍ରମଣ ବଢୁଥିବାରୁ ରାଜ୍ୟରେ କଡ଼ାକଡ଼ି ହେଲା କଟକଣା । ରାଜ୍ୟ ବାହାରୁ ଫେରୁଥିବା ଲୋକଙ୍କ ପାଇଁ ଜାରି ହୋଇଛି ନୂଆ ଗାଇଡ୍ ଲାଇନ୍ । ଯଦି କୌଣସି ବ୍ୟକ୍ତି ବାହାର ରାଜ୍ୟରୁ ଓଡ଼ିଶାକୁ ଫେରୁଛନ୍ତି, ତେବେ ସେମାନେ ୭୨ ଘଣ୍ଟା ପୂର୍ବର କୋଭିଡ୍ ଆରଟି-ପିସିଆର୍…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ଟି ସହରର ତାପମାତ୍ରା

ଭୁବନେଶ୍ବର : ତାତିରେ ଆଉଟୁ ପାଉଟୁ ସାରା ରାଜ୍ୟ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଆଜି ଉପକୂଳବର୍ତ୍ତି ଜିଲ୍ଲାରେ ପାରଦ ସାମାନ୍ୟା ହ୍ରାସ ପାଇଛି ସତ । ହେଲେ ସୂର୍ଯ୍ୟଙ୍କ ପ୍ରକୋପରେ ତାତିଛି ପଶ୍ଚିମ ଓଡ଼ିଶା । ଆଜି ୪୨ ଡିଗ୍ରୀ ସହ ଟିଟିଲାଗଡ଼ରେ ସର୍ବୋଚ୍ଚ…

ଆଜି ଭୁବନେଶ୍ବରରୁ ୧୦୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଏବ ଉପରମୁହାଁ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ସାରା ରାଜ୍ୟରୁ ୮୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୦୮ ଜଣ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୨୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୮୮ । ଏନେଇ…

କଅସର ଗାଁକୁ ମଦମୁକ୍ତ କରିବାକୁ ଦାବି, ଗାଁ ପରିକ୍ରମା କଲେ ମହିଳା ଓ ଗ୍ରାମବାସୀ 

ବଲାଙ୍ଗିର: ଗାଁକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡିଛନ୍ତି ମହିଳା ଓ ଗ୍ରାମବାସୀ । ଏଥିପାଇଁ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ବ୍ଳକ କଅସର ଗାଁର ସ୍ଥାନୀୟ ରାମଜି ମଣ୍ଡପଠାରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉପସ୍ଥିତରେ ଏକ ବୈଠକ ହୋଇଥିଲା । ତେବେ କୁଚିଆରେ ମଦ ବିକ୍ରି କରାଯିବା ଦ୍ବାରା ସ୍କୁଲ…

ରାଜ୍ୟରୁ ସୁସ୍ଥ ହେଲେ ୨୨୮ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୨୨୮ ଜଣ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ନୂଆପଡ଼ାରୁ ସର୍ବାଧିକ ୪୦ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ରୁ ୩୪ ଜଣ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୨୬…

ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଯିବ । ଦୁଇ ମାସ ମଧ୍ୟରେ ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ହସ୍ତାନ୍ତର କରିବା…

ପିପିଲି ପାଇଁ ସବୁ ‘ଫୁ’

ଆଗକୁ ପିପିଲି ନିର୍ବାଚନ । ଆଉ ଏପଟେ ରାଜ୍ୟରେ କରୋନାର ଦ୍ୱିତୀୟ ଲହରକାୟା ବିସ୍ତାର କରିବାକୁ ଲାଗିଲାଣି. ଶିକ୍ଷାନୁଷ୍ଠାନ, ଧର୍ମାନୁଷ୍ଠାନଗୁଡିକରୁ କରୋନାରେ କବଳିତ ଲୋକଙ୍କ ସଂଖ୍ୟା ବଢ଼ିଲାଣି । ପୁଣି ଥରେ ନିଦ ହଜେଇବାକୁ ସଜବାଜ ହେଇ କରୋନା ଭୁତାଣୁ ଆସିଗଲାଣି ବୋଲି କହିଲେ ଅତ୍ୟୁକ୍ତି…

ବିଚ୍ ବଜାରରେ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଲୁଟେରା, ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଉଥିଲେ ଯୁବକ

ସଇଁନ୍ତଳା : ଦିବାଆଲୋକରେ ବିଚ୍ ବଜାରରେ ଦେଢ ଲକ୍ଷ ଟଙ୍କା ଲୁଟ । ଟିଟିଲାଗଡ଼ ଶାସ୍ତ୍ରୀ ଛକ ନିକଟସ୍ଥ ଷ୍ଟେଟ ବ୍ୟାଙ୍କ ବଜାର ଶାଖା ସମ୍ମୁଖରେ ଦୁଇ ଜଣ ଦୁର୍ବୁତ୍ତ ଟଙ୍କା ଲୁଟ କରିଛନ୍ତି । ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିବା ଜଣେ ଯୁବକଙ୍କଠାରୁ ଲୁଟ ହୋଇଛି । ଏନେଇ ଟିଟିଲାଗଡ ଥାନାରେ…