Latest Odisha News

BREAKING NEWS

Browsing Category

ଓଡିଶା

Odisha

ନର୍ସିଂହୋମ, ଲ୍ୟାବ୍ ଓ ଡାଇଗ୍ନୋଷ୍ଟିକ ସେଣ୍ଟରରେ ସିଏମସିର ଚଢ଼ାଉ

କଟକ : କରୋନା ପାଇଁ କଟକରେ କଠୋର ହୋଇଛି ସିଏମସି । ସାମାଜିକ ଦୂରତା ସହ ମାସ୍କ ଚେକିଂକୁ କଡ଼ାକଡ଼ି କରିଛି ଏନଫୋର୍ସମେଣ୍ଟ ଟିମ୍ । ରାଣୀହାଟ ଓ ମଙ୍ଗଳାବାଗ୍ ଅଞ୍ଚଳରେ ଥିବା ବିଭିନ୍ନ ନର୍ସିଂ ହୋମ୍, ଲ୍ୟାବ୍ ଓ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢାଉ କରିଛି ସ୍ବତନ୍ତ୍ର ସ୍କ୍ବାଡ । କରୋନା…

ଡ.ହରେକୃଷ୍ଣ ମହତାବଙ୍କ ପୁସ୍ତକ ‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦ ରିଲିଜ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଏପ୍ରିଲ ୯ରେ ନୂଆଦିଲ୍ଲୀର ଜନପଥରେ ଥିବା ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ରିଲିଜ କରିବେ। ଏହି କାର୍ଯ୍ୟକ୍ରମ ହରେକୃଷ୍ଣ ମହତାବ ଫାଉଣ୍ଡେସନ୍…

 ୫୧ କେଜି ଗଞ୍ଜେଇ ଜବତ, ପଶ୍ଚିମବଙ୍ଗ ହେଉଥିଲା ଚାଲାଣ, ୩ ଗିରଫ

ଗୋପାଳପୁର: ୫୧ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ଗୁଇନ୍ଦା ବିଭାଗ । ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ବେଳେ ଗୋପାଳପୁର ନିକଟରେ ଧରାପଡିଛି । ଏଥିରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିମାନେ ହେଲେ ୱାସିମ ହସନ, ସି.କେ ମୁସ୍ତାକିମ ଓ ଏସ କେ ମନ୍ନନ । ଏମାନେ ସମସ୍ତେ…

ସିଲ୍‌ ହେଲା ରାଜଧାନୀର ଆଉ ଏକ ଇଞ୍ଜିନିୟରିଂ କଲେଜ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) କୋଭିଡ୍‌ ନିୟମ ଉଲ୍ଲଂଘନ ପାଇଁ ଓଡ଼ିଶାର ରାଜଧାନୀର ପଳାସପଲ୍ଲୀ ସ୍ଥିତ ଅକ୍ସଫୋର୍ଡ କଲେଜ ଅଫ୍ ଇଞ୍ଜିନିୟରିଂ ଆଣ୍ଡ୍‌ ମ୍ୟାନେଜମେଣ୍ଟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏହା ପୂର୍ବରୁ ପଟିଆରେ ସିଲିକନ୍…

ପିପିଲି ଉପନିର୍ବାଚନରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ମାହୋଲ ସରଗରମ ହେଲାଣି । ପ୍ରଚାର କରିବାକୁ ସହବାଜ ହେଲେମି ସବୁ ଦଳର ନେତା ଓ କର୍ମୀ । ଦଳର ବରିଷ୍ଠ ନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଇବାକୁ ରେଡି ହେଲେଣି । ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଶ୍ରୀମନ୍ଦିର ବୁଲି ମରାମତି ଯାଞ୍ଚ କଲେ ଏଏସଆଇ ବିଶେଷଜ୍ଞ ଟିମ୍ 

ପୁରୀ: ପୁରୀ ଶ୍ରୀମନ୍ଦିର ବୁଲି ମରାମତି କାର୍ଯ୍ୟ ଯାଞ୍ଚ କରିଛନ୍ତି ଏଏସଆଇର ବିଶେଷଜ୍ଞ ଟିମ୍ । ଏଏସଆଇର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାରଙ୍କ ନେତୃତ୍ୱରେ ଏଏସଆଇର ବରିଷ୍ଠ ଅଧିକାରୀ ଶ୍ରୀମନ୍ଦିର ପରିସର ବୁଲି ଦେଖିବା ସହ ମରାମତି କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରତ୍ନତତ୍ତ୍ୱ…

ବୀଭତ୍ସ ହତ୍ୟାକାଣ୍ଡ: ସ୍ତ୍ରୀର ପରକୀୟା ପ୍ରୀତି ଯୋଗୁଁ ସ୍ବାମୀ ନେଲା ୪ ଜଣଙ୍କ ମୁଣ୍ଡ, ଅଭିଯୁକ୍ତ ଗିରଫ

ବିନିକା: ଗୋଟିଏ ଦିନରେ ଟ୍ରିପଲ୍ ମର୍ଡର ମାମଲାରେ ମୁଖ୍ୟ ଅଭିଯୁକ୍ତ ପପୁ ସେନ୍ ଗିରଫ ହୋଇଛି । ସ୍ତ୍ରୀର ପରକିୟା ପ୍ରୀତି ଓ ପ୍ରେମିକ ସହ ଫେରାର ହେବାରୁ ପ୍ରତିଶୋଧ ପରାୟଣ ହୋଇ ଅଭିଯୁକ୍ତ ହତ୍ୟାକାଣ୍ଡ ଘଟାଇଥିବା ସ୍ୱୀକାର କରିଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଲାଟି ଗାଁରେ ନିଜ…

ରାଜଧାନୀରୁ ଦେଢ଼ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୩ ମହିଳାଙ୍କ ସମେତ ୫ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ଭୁବନେଶ୍ୱର ଘାଟିକିଆ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଚଢ଼ାଉ କରି ଜବତ କରିଛି ସ୍ପେଶାଲ୍ ସ୍କ୍ୱାଡ୍ । ପ୍ୟାକେଟରେ ଗଞ୍ଜେଇ ସବୁ ଭର୍ତ୍ତି କରାଯାଇଥିଲା । ଜବତ ଗଞ୍ଜେଇର ଓଜନ ପାଖାପାଖି ଦେଢ଼ କ୍ୱିଣ୍ଟାଏଲ ହେବ । ଏହି…

ରାଜ୍ୟରେ ଅଧିକ କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ, କାମ ନଥାଇ ବାହାରିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । ବର୍ତ୍ତମାନ ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ଏନଫୋର୍ସମେଣ୍ଟ ଅଧିକ କଡ଼ାକଡ଼ି କରାଯାଉଛି । ପଡୋଶୀ ଛତିଶଗଡ଼ରୁ ସୀମାବର୍ତ୍ତି ଜିଲ୍ଲାକୁ ଆସୁଥିବା ଲୋକଙ୍କ ବାବଦାରେ ଅନୁଧ୍ୟାନ କରାଯାଉଛି । ଏନେଇ ଜିଲ୍ଲାପାଳ ଓ ପୋଲିସ…

କରୋନା ଟିକା ନେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: କରୋନା ଟିକା ନେଲେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା। ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ରେ ଭାରତୀୟ ଜନତା ପାର୍ଟି ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ନୂଆଦିଲ୍ଲୀସ୍ଥିତ ଆଶ୍ଳୋକ ହସ୍ପିଟାଲଠାରେ କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି।…