Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ଦୈନିକ ଦୁଇଟି କ୍ଲାସ ନେବେ ପ୍ରଧାନ ଶିକ୍ଷକ

ଭୁବନେଶ୍ବର : ଏଣିକି ଦୈନିକ ଦୁଇଟି କ୍ଲାସ ନେବେ ପ୍ରଧାନ ଶିକ୍ଷକ । ଏହାକୁ କାର୍ଯ୍ୟକାରୀ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ତ୍ରୁଟି ଦେଖିଥିଲେ ପ୍ରମୁଖ ସଚିବ । ଏହାସହ…

କେନ୍ଦ୍ରକୁ ୧୫ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ମାଗିଲା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଟିକାକରଣ ଜାରି ରହିଛି । ରାଜ୍ୟ ସରକାର ଦୈନିକ ପ୍ରାୟ ୨ ଲକ୍ଷ ଲୋକଙ୍କୁ କୋଭିଡ୍ ଟିକା ଦେଉଛନ୍ତି । ଆଉ ରାଜ୍ୟ ପାଖରେ ୫ ତାରିଖ ସକାଳ ୮ଟା ସୁଦ୍ଧା କୋଭିସିଲ୍ଡର ୬ ଲକ୍ଷ ୨ ହଜାର ୪୩୦ ଡୋଜ୍ ଥିବାବେଳେ କୋଭାକ୍ସିନର…

୬ କୋଭିଡ୍ ସଂକ୍ରମିତ ଚିହ୍ନଟ ହେବା ପରେ ସିଲ୍ ହେଲା ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟ

ଭୁବନେଶ୍ୱର: ମାଡ଼ି ଚାଲିଛି ମହାମାରୀ କରୋନା । ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟରୁ ଏକାଧିକ କରୋନା ସଂକ୍ରମିତ ଟିହ୍ନଟ ହେବା ପରେ ଅଫିସକୁ ସିଲ୍ କରି ଦିଆଯାଇଛି । ବିଏମସି ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟକୁ ୪୮ ଘଣ୍ଟା ଲାଗି ସିଲ୍ କରିଛି । ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟରୁ ୬ ଜଣ…

ବସ୍ତା ଭିତରୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

ସମ୍ବଲପୁର : ସମ୍ବଲପୁର ବରାଇପାଲିରେ ଚାଞ୍ଚଲ୍ୟ । ବସ୍ତା ଭିତରୁ ମିଳିଛି ଯୁବକଙ୍କ କ୍ଷତାକ୍ତ ମୃତଦେହ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଯୁବକଙ୍କୁ ହତ୍ୟା ପରେ ବସ୍ତାରେ ପୂରାଇ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ତେବେ ଯୁବକଙ୍କ ପରଚିୟ ମିଳିନଥିବା ବେଳେ,…

ସିଲିକନ କଲେଜକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା ବିଏମସି

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ କରିଥିବାରୁ ରାଜଧାନୀର ସିଲିକନ କଲେଜକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଏମସି । ରାଜ୍ୟରେ ଦିନକୁ ଦିନ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲୁଥିବା ବେଳେ କଟକଣାକୁ ମାନିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି । ଏହି ସମୟରେ ଏହି ଶିକ୍ଷାନୁଷ୍ଠାନରେ…

ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାକୁ ନେଇ ବିଜେପିକୁ ଘେରିଲା ବିଜେଡି । ବିଜେପି ପିପିଲି ଉପନିର୍ବାଚନରେ ହାରିଯିବାର ଭୟ ଥିବାରୁ ଭୋଟ୍ ପାଇଁ ଟଙ୍କା ବାଣ୍ଟୁଥିବା ବିଜେଡି ଅଭିଯୋଗ କରିଛି । ଏନେଇ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି ।…

ପିପିଲି ଉପନିର୍ବାଚନରେ ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ : ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତା ୧୭ ତାରିଖରେ ହେବ ଭୋଟଗ୍ରହଣ । ମତଦାନ ଦିନ ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୧୦୨ଟି ଗାଡ଼ିର ବ୍ୟବସ୍ଥା କରାଯାଇଛି । ଭୋଟ ଗ୍ରହଣ ଦିନ ସେମାନେ ରହୁଥିବା ସ୍ଥାନରୁ ମତଦାନ କେନ୍ଦ୍ରକୁ ନେବା…

ଶୀଘ୍ର ଆରମ୍ଭ ହେବ ତାଳଚେରରେ ନୂଆ ତାପଜ ୟୁନିଟ୍ ପ୍ରତିଷ୍ଠା କାର୍ଯ୍ୟ

ଭୁବନେଶ୍ୱର: ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର ଚାଲୁ ରଖିବା ପାଇଁ ରାଜ୍ୟ ସରକାର ଏବଂ ଏନଟିପିସି ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଲେଖିଥିବା ଚିଠି ଅନୁସାରେ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର…

୪୦ ଡିଗ୍ରୀ ଉପରେ ୬ ସହରର ତାପମାତ୍ରା

ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଲେଣି ରାଜ୍ୟବାସୀ । ପ୍ରବଳ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଲାଣି । ପାରଦ ବଢ଼ି ଚାଲିଥିବା ବେଳେ, ଆଜି ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ୪୧ ଡିଗ୍ରୀ ସହ ସୁନ୍ଦରଗଡ଼ ସୁବୁଠୁ ଉତ୍ତପ୍ତ ସହର ପାଲଟିଛି । ଅନ୍ୟ…

ଯାଜପୁରରେ ହେବନି ବାରୁଣୀ ମେଳା

ଯାଜପୁର : କରୋନା ସଂକ୍ରମଣ ପାଇଁ ଯାଜପୁରରେ ଏଥର ହେବନି ବାରୁଣୀ ମେଳା । ରାଜ୍ୟରେ ଧିରେ ଧିରେ ସଂକ୍ରଣ ବ୍ୟାପୁଥିବାରୁ ଯାଜପୁରରେ ପ୍ରସିଦ୍ଧ ବାରୁଣୀ ମେଳାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର । ଗତ ୨୪…