Latest Odisha News

BREAKING NEWS

Browsing Category

ଓଡିଶା

Odisha

କଡ଼ା ହେଲା କଟକଣା: ଗଞ୍ଜାମ ଜିଲ୍ଲାରେ ବାହାଘରରେ ୧୦୦ ଲୋକଙ୍କୁ ଅନୁମତି

ବ୍ରହ୍ମପୁର: ରାଜ୍ୟରେ ଏବେ ସଂକ୍ରମଣ ବଢୁଛି । ଏହାକୁ ଦୃଷ୍ଟିରେ ରଖି କଟକଣା ବି କଡ଼ାକଡ଼ି ହେଲାଣି । ଗଞ୍ଜାମ ଜିଲ୍ଲାରେ ଏଣିକି ବାହାଘରରେ ସର୍ବାଧିକ ଶହେ ଲୋକ ସାମିଲ ହେବେ । କୋଭ୍ଡି ନେଇ ନୂଆ ମାର୍ଗଦର୍ଶିକା ଜାରି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ନୂଆ ଗାଇଡଲାଇନ୍ ଅନୁସାରେ, ବିବାହ…

ପିପିଲି ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କମ୍ପିଲାଣି ପିପିଲି ବ୍ୟାଟଲ ଗ୍ରାଉଣ୍ଡ । ସରଗରମ ହେଲାଣି କ୍ୟାମ୍ପେନ ଓ୍ୱାର । ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଭୋଟ୍ ମାଗିବେ ନବୀନ । ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି । ପିପିଲି…

ଘରେ କେହି ନ ଥିବାର ଫାଇଦା ଉଠାଇଲେ ଲୁଟେରା, ନଗଦ ଟଙ୍କା ଓ ସୁନା ଗହଣା ଲୁଟ

ଭୁବନେଶ୍ବର: ଘରେ କେହି ନ ଥିବାର ସୁଯୋଗ ନେଇ ଲୁଟପାତ କରିଛନ୍ତି ଲୁଟେରା । ନଗଦ ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି । ଘରେ ଥିବା ନଗଦ ୨ ଲକ୍ଷ ୬୦ ହଜାର ଟଙ୍କା ସହ ୪ ଭରି ସୁନା ଲୁଟି ନେଇଛନ୍ତି ଲୁଟେରା । ଘରେ ଥିବା ୪ଟି ମୋବାଇଲ ଫୋନ୍ ମଧ୍ୟ ଲୁଟିନେଇଯାଇଛନ୍ତି ଲୁଟେରା । …

କାଲି ଏସଆରସି ମନା କଲେ, ଆଜି ସ୍ୱାସ୍ଥ୍ୟମନ୍ତ୍ରୀ କହିଲେ ରାଜ୍ୟରେ ଦିନ ବେଳା ଲାଗିପାରେ କର୍ଫ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ଦୈନିକ ସଂକ୍ରମଣ ପାଞ୍ଚ ଶହ ଡେଇଁଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଆଜି ଛତିଶଗଡ଼ ସୀମାନ୍ତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗିବ । ଆବଶ୍ୟକ ହେଲେ ଦିନ ବେଳା ବି ରାଜ୍ୟରେ କର୍ଫ୍ୟୁ ଲାଗିପାରେ । ଆଜି ଏହି…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ, କୋଚିଂ ସେଣ୍ଟର ସିଲ୍

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ସୋମବାର ଦିନ ଜୟଦେବ ବିହାର ଅଞ୍ଚଳରେ ଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି। ବିଏମସି ସୂଚନା ଅନୁଯାୟୀ, କରୋନା ମାମଲା ବଢୁଥିବା ଯୋଗୁଁ ତିନୋଟି ଜୋନର ଡେପୁଟି…

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତି

କଟକ: ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଏବେ କୋର୍ଟରେ ବିଚାରଧୀନ ରହିଛି । ବିବାହ ବିଚ୍ଛେଦ ମାମଲାରେ ଆଜି କଟକ ପରିବାର ଅଦାଲତରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ…

ଯାଆଁଳା ଫାଣ୍ଡିରୁ କଙ୍କାଳ ଜବତ ଘଟଣା: ପରିଚୟ ଜାଣିବାକୁ ୪ ରାଜ୍ୟକୁ ପଠାଇଲା ପୋଷ୍ଟର

ଭୁବନେଶ୍ୱର: ଯାଆଁ ଫାଣ୍ଡିରୁ କଙ୍କାଳ ଜବତ ଘଟଣାରେ ଖୋଳତାଡ ଚାଲିଛି । ମୃତ ମହିଳାଙ୍କ ପରିଚୟ ଏଯାଏ ମିଳିନି । ପରିଚୟ ଜାଣିବାକୁ ପୂର୍ବରୁ କମିଶନରେଟ ପୋଲିସ ଭୁବନେଶ୍ୱର ଉପକଣ୍ଠର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ପୋଷ୍ଟର ମାରିଥିଲା । ଏବେ ରାଜ୍ୟ ବାହାରକୁ ପୋଷ୍ଟର ପଠାଇଛି । ୪ଟି ପଡୋଶୀ…

ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୯୬ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ୫୦୦ ଟପିଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୭୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୩୭ଟି ମାମଲା ଆସିଥିବା ବେଳେ ସ୍ଥାନୀୟ ସଂକ୍ରମଣ ହେଉଛି ୨୩୬।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ଖସାପଡା ଲାଗି’ ନୀତି, ଆଜି ଅପରାହ୍ନ ୪ଟାରୁ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର କୃଷ୍ଣ ନବମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ 'ଖସାପଡା ଲାଗି' ନୀତି ଅନୁଷ୍ଠିତ ହେବ। ଏଥିପାଇଁ କିଛି ସମୟ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ଘ. ୪.୩୦ ରୁ ରାତି ଘ ୮.୦୦ ଟା ପର୍ଯ୍ୟନ୍ତ ଆପାତତଃ ଦର୍ଶନ ବନ୍ଦ ରହିବ । ସୂଚନା ଅନୁଯାୟୀ ଏପ୍ରିଲ ୫…

ବୁର୍ଲା ଭୀମସାରରେ ପଶିଲା କରୋନା

ସମ୍ବଲପୁର: ବୁର୍ଲା ଭୀମସାରରେ ପଶିଲା କରୋନା । କାର୍ଡିଓଲୋଜି ବିଭାଗରେ ଚିକିତ୍ସିତ ଜଣେ ରୋଗୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ ୱାର୍ଡକୁ ବିଶୋଧନ କରାଯାଇଛି । ସରକରାଙ୍କ ଗାଇଡଲାଇନ ଅନୁସାରେ ପଦକ୍ଷେପ ନିଆଯାଉଥିବା କହିଛନ୍ତି ଭୀମସାର ସୁପରିଟେଣ୍ଡେଣ୍ଟ । ସଂପୃକ୍ତ ବ୍ୟକ୍ତିଙ୍କ…