Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗାଁ ସ୍କୁଲରେ ତାଲା

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) ମାମୁଁ ଘର ଗାଁ ନବୀନପୁର । ପିଲାଦିନେ ମାଆ ସାଙ୍ଗରେ ଯାଉଥିଲି । ଦିନେ ଦି ଦିନ ରହିବା ପରେ ପୁଣି ଗାଁରୁ ଜେଜେଙ୍କ ଡାକରା ଯାଏ । ତେଣୁ ମାଆ ବାପଘର ଛାଡ଼ିବାକୁ ବାଧ୍ୟହୁଏ । ଆଉ ଆମେ ପୁଣି ଘରକୁ ଫେରୁ । ହେଲେ ନବୀନପୁରର ଗୋଟିଏ କଥା…

‘ନ୍ୟାସନାଲ ବିୟୁଟି କଣ୍ଟେଷ୍ଟ୍‌’ରେ‌ ଚମକିଲେ ଓଡ଼ିଆ ଝିଅ ସୋନାଲି

ଭୁବନେଶ୍ୱର: ଓଡିଆ ଝିଅ ସୋନାଲି ସାହୁଙ୍କୁ ଭାରତର ନେକ୍ସଟ ଟପ୍ ମଡେଲ୍ ସିଜନ୍ ୩ରେ ଦ୍ୱିତୀୟ ରନର୍ସ ଅପ୍ ମୁକୁଟ ପିନ୍ଧାଯାଇଛି। ନୂଆଦିଲ୍ଲୀ ହୋଟେଲରେ ଆୟୋଜିତ ହୋଇଥିବା ଜାତୀୟ ସ୍ତରର ସୌନ୍ଦର୍ଯ୍ୟ ପ୍ରତିଯୋଗିତାର ଫଳାଫଳ ଗୁରୁବାର ଘୋଷଣା କରାଯାଇଛି। ଅନ୍ତିମ ପର୍ଯ୍ୟାୟରେ ୩୫ ଜଣ…

ବାଲୁକା କଳା ମାଧ୍ୟମରେ ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ 

ପୁରୀ: ଅଭିନେତା ରଜନୀକାନ୍ତଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ରଜନୀକାନ୍ତଙ୍କ ପ୍ରତିକୃତିକୁ ସ୍ଥାନ ଦେବା ସହ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି । ନିକଟରେ ୫୧ତମ ଦାଦା ସାହେବ…

ୟୁଏଇରେ ନିଆରା ଢଙ୍ଗରେ ଉତ୍କଳ ଦିବସ ପାଳନ କଲେ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର: ଗତକାଲି ଥିଲା ଓଡ଼ିଶାର ପ୍ରତିଷ୍ଠା ଦିସବ ତଥା ଉତ୍କଳ ଦିବସ। ଏହି ଅବସରରେ ୟୁଏଇରେ ରହୁଥିବା ଓଡିଆ ପରିବାର ଗୁରୁବାର ସକାଳେ ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ ପ୍ଲାକାର୍ଡସ୍‌ ଧରି ବିଶ୍ୱର ସବୁଠାରୁ ଉଚ୍ଚତମ କୋଠା ବୁର୍ଜ ଖଲିଫା ପାଦଦେଶରେ ଏକାଠି ହୋଇଥିଲେ। ଏହି…

ଭାଉଜକୁ ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ

କଟକ: ଭାଉଜକୁ ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ । କଟକ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଶିଖରପୁର ଅଞ୍ଚଳରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଲିସ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ।…

ରାଜ୍ୟରୁ ୨୪ ଘଣ୍ଟାରେ ୨୪ ଜିଲ୍ଲାରୁ ୪୬୨ କରୋନା ପଜିଟିଭ୍, ନୂଆପଡ଼ାରେ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଏବେ ପାଖାପାଖି ପାଞ୍ଚ ଶହ ପଜିଟିଭ୍ କେସ୍ ବାହାରୁଛି । ଗତ ୨୪ ଘଣ୍ଟାରେ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୬୨ ନୂଆ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୭୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୯ଟି ।…

ଓଡ଼ିଶାରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଯାଇଛନ୍ତି…

ଗୁଡ୍ ଫ୍ରାଇଡେ୍: ଜନତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ‘ଗୁଡ୍ ଫ୍ରାଇଡେ୍’ ତଥା ‘ଶୁଭ ଶୁକ୍ରବାର’ ଅବସରରେ ଶୁକ୍ରବାର ଦିନ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। https://twitter.com/Naveen_Odisha/status/1377829088304320513?s=19 ଏନେଇ ମୁଖ୍ୟମନ୍ତ୍ରୀ…

ସ୍ୱାମୀ ସାଜିଲା ସୈତାନ: ସ୍ତ୍ରୀ ଓ ଦୁଇ ଝିଅଙ୍କୁ ଫାର୍ସାରେ ହାଣିଦେଲା

କାମାକ୍ଷାନଗର: ପାରିବାରିକ ଝଗଡ଼ରା କରୁଣ ପରିଣତି । ସ୍ୱାମୀ ସାଜିଲା ସୈତନା । ନିର୍ଦ୍ଦୟ ହୋଇଗଲା ବାପାର ମନ । ଘରୋଇ ଝଗଡ଼ାକୁ କେନ୍ଦ୍ର କରି ସ୍ତ୍ରୀକୁ ଫାର୍ସାରେ ହାଣିଦେଲା ନୃଶଂସ ସ୍ୱାମୀ । ଦୁଇ ଝିଅଙ୍କୁ ବି ହାଣି ଦେଲା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅନ୍ତର୍ଗତ ଡିମିରିଆ ଗାଁରେ…

ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଭୁବନେଶ୍ୱର: ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତି ଆଜି ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ଣରେ ଉପରାଷ୍ଟ୍ରପତି କଟକ ଯିବେ । ବିଜୁ…