Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏପ୍ରିଲ ୫ରୁ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି

କଟକ: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ଏପ୍ରିଲ ୫ରୁ କେବଳ ଭର୍ଚୁଆଲ ମୋଡରେ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। କୋର୍ଟର ଅଧିକାରୀ ଏବଂ କର୍ମଚାରୀଙ୍କୁ ଛାଡି ଏହାର ପରିସର ମଧ୍ୟକୁ ଅନ୍ୟମାନଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ରହିବ ବୋଲି ସରକାରୀ…

ଡିଲ୍ ବେଳେ ବାଘ ଛାଲ ଶିକାରୀ ଓ ବେପାରୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍

ଭୁବନେଶ୍ୱର: ରାଜ୍ୟରେ ବାଘ ଛାଲ ରାକେଟର ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି । ପୁଣି ଦୁଇ ଜଣ ବାଘ ଛାଲ ଶିକାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ନୟାଗଡ଼ ଅଞ୍ଚଳରୁ ଜଣେ ଶିକାରୀ ଓ ସହଯୋଗୀଙ୍କୁ ଗିରଫ କରାଯାଇଛି । ୪ ଲକ୍ଷ ଟଙ୍କାରେ ଡିଲ୍ ଚାଲିଥିବା ବେଳେ ଖବର ପାଇ ହଠାତ୍…

ପଶ୍ଚିମବଙ୍ଗକୁ ଚାଲାଣ ବେଳେ ଉଦଳା ଅଞ୍ଚଳରୁ ସାଢ଼େ ୪ କ୍ୱିଣ୍ଟାଲ ଗଞ୍ଜେଇ ଜବତ

ବାରିପଦା: ପଶ୍ଚିମବଙ୍ଗକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଧରିଲା ମୟୂରଭଞ୍ଜ ଜିଲ୍ଲା କପ୍ତାପଦା ଥାନା ପୋଲିସ । ଉଦଳା ଅଞ୍ଚଳରୁ ସାଢେ ୪ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ଗଞ୍ଜେଇ ମାଫିଆ ଶରତ ନାଏକଙ୍କୁ ଗିରଫ କରିଛି ପୋଲିସ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ଲକ୍ଷରୁ ଅଧିକ ଟଙ୍କା…

ଗୁଡ୍ ଫ୍ରାଇଡେ ପାଇଁ ବିଏମସିର କଟକଣା

ଭୁବନେଶ୍ବର : ରାଜ୍ୟରେ ଏବେ ଉପରମୁହାଁ କରୋନା ଗ୍ରାଫ୍ । କିଛି ଦିନ ଧରି ୨୦୦ ଉପରେ ପଜିଟିଭ୍ ସଂଖ୍ୟା ରହିବା ପରେ ଏବେ ୪ ଶହ ମୁହାଁ ସଂକ୍ରମଣ । ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ପ୍ରଶାସନର ଚିନ୍ତା ବି ବଢ଼ିଲାଣି । ଖାସକରି ରାଜଧାନୀ ଭୁବନେଶ୍ବରରେ ପଜିଟିଭ୍ ସଂଖ୍ୟା ବଢୁଥିବାରୁ ତତ୍ପର…

ସମ୍ବଲପୁର ସେକ୍ସ ରାକେଟ୍ ଠାବ, ୪ ଜଣ ଯୁବତୀଙ୍କ ସହ ୩ ଗ୍ରାହକ ଅଟକ

ସମ୍ବଲପୁର : ସମ୍ବଲପୁର ଧନୁପାଲି ପୋଲିସ ଦ୍ବାରା ସେକ୍ସ ରାକେଟ୍ ଠାବ । ପୁଟୀବନ୍ଧ ଓ ଧନକଉଡା ଅଞ୍ଚଳର ଏକ ଘରେ ସେକ୍ସ ରାକେଟ୍ କାରବାର ଚାଲିଥିବା ବେଳେ ଚଢ଼ାଉ କରିଥିଲା ପୋଲିସ । ଚଢ଼ାଉ ବେଳେ ଦୁଇଟି ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି ପୋଲିସ । ଏଥିସହ ୩ ଜଣ ଗ୍ରାହକଙ୍କୁ ଅଟକ ରଖି…

ଭୁବନେଶ୍ବର ସୁନ୍ଦରପଦାରେ ବୋମାମାଡ଼, ୨ ଆହତ

ଭୁବନେଶ୍ବର : ଭୁବନେଶ୍ବର ଉପକଣ୍ଠ ସୁନ୍ଦରପଦାରେ ବୋମାମାଡ଼ । ଆଜାଦନଗର ଅଞ୍ଚଳରେ ବୋମାମାଡ଼ ହୋଇଛି । ଗୋଟିଏ ଗୋଷ୍ଠୀ ପକ୍ଷରୁ ବୋମାମାଡ଼ ସହ ମାରଣାସ୍ତ୍ରରେ ଆକ୍ରମଣ ହୋଇଛି । ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି । ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ବେଳେ, ସ୍ଥାନୀୟ ଅଞ୍ଚଳରେ…

୩୪ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

ଭୁବନେଶ୍ବର : ଚାଷୀଙ୍କ ଆକାଉଣ୍ଟକୁ ପଠାଗଲା କାଳିଆ ଟଙ୍କା । ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ପ୍ରଦାନ କରାଯାଇଛି । ରବି ଋତୁ ପାଇଁ ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପ୍ରଦାନ କରାଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ…

ଚିଲିକା ଦୋଳ ଉତ୍ସବ ନେଇ ଜାରି ହେଲା ଗାଇଡଲାଇନ

ଚିଲିକା : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତ ସଂଖ୍ୟା । ସଂକ୍ରମଣ ବଢୁଥିବାରୁ ଏହାକୁ କିପରି ରୋକିହେବ ସେନେଇ ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର । ଏହି କ୍ରମରେ ଚିଲିକା ଦୋଳ ଉତ୍ସବ ପାଇଁ ଲାଗୁ ହୋଇଛି ଗାଇଡଲାଇନ୍ । ଚିଲିକା ବ୍ଲକର ବହୁ ପ୍ରସିଦ୍ଧ ନଈରୀ ଦଶଦୋଳ ଓ ବଉଳାବନ୍ଧ ଏଗାରଦୋଳ…

୪୦ ଡିଗ୍ରି ଉପରେ ୧୫ଟି ସହରର ତାପମାତ୍ରା, ତାଳଚେର ଓ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଜଳୁଛି ଓଡ଼ିଶା । ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ସାରା ରାଜ୍ୟ । ସୂର୍ଯ୍ୟଙ୍କ ପ୍ରକୋପରେ ରାଜ୍ୟରେ ତାତି ବଢ଼ିଥିବା ବେଳେ, ଆଜି ୪୦ ଡିଗ୍ରି ଉପରେ ରହିଛି ୧୫ ସହରର ତାପମାତ୍ରା । ତେବେ ତାଳଚେର ଓ ଅନୁଗୁଳ ଆଜି ପାଲିଟି ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ଆଜି…

ଭୁବନେଶ୍ବରରୁ ଆଜି ୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ୪୦୦ ମୁହାଁ କରୋନା ଆକ୍ରାନ୍ତ ସଂଖ୍ୟା । କିଛି ଦିନ ଧରି ଦୁଇ ଶହ ଉପରେ ଆକ୍ରାନ୍ତ ସଂଖ୍ୟା ରହୁଥିବା ବେଳେ, ଆଜି ଚିହ୍ନଟ ହୋଇଛନ୍ତି ୩୯୪ ପଜିଟିଭ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ଚିହ୍ନଟ…