Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଉପରମୁହାଁ ଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୧୨୧ ଆକ୍ରାନ୍ତ । ସମସ୍ତ ଆକ୍ରାନ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ରୁ ସର୍ବାଧିକ ୨୦ ଜଣ ସୁସ୍ଥ ହୋଇଥିବା ବେଳେ, କଟକରୁ ୧୮,…

ବଳଙ୍ଗା ପୋଲିସକୁ ସଫଳତା, ଧରାପଡିଲା ଏକ ଡକାୟତ ଗ୍ୟାଙ୍ଗ, ୬ ଡକାୟତ ଗିରଫ 

ପୁରୀ: ପୁରୀ ବଳଙ୍ଗା ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ନାହାମାଙ୍ଗା ପାଟଣାରୁ ୬ ଜଣ ଡ଼କାୟତଙ୍କୁ ଧରିଛି ବଲଙ୍ଗା ପୋଲିସ  । ପିପିଲୀ ଉପନିର୍ବାଚନ ନେଇ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ଟିମ ପେଟ୍ରୋଲିଂ କରୁଥିବା ବେଳେ ଡକାୟତ ଧରାପଡିଛନ୍ତି । ସ୍ଥାନୀୟ…

ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ପ୍ରଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ୨୦୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି କାର୍ଯ୍ୟକ୍ରମରେ ଯୋଗଦେଇ…

ରମାଦେବୀ ବିଶ୍ୱବିଦ୍ୟାଳୟର ଛାତ୍ରୀ ଏବଂ କର୍ମଚାରୀଙ୍କ ହେଲା କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଗୁରୁବାର ଦିନ ରାମା ଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଏବଂ କର୍ମଚାରୀଙ୍କ କରୋନା ପରୀକ୍ଷା କରିଛି। ସୂଚନା ଅନୁଯାୟୀ ଏହି ଶିକ୍ଷାନୁଷ୍ଠାନରେ ଜଣେ ଶିକ୍ଷକ କରୋନା ରିପୋର୍ଟ ପଜିଟିଭ୍ ଆସିଥିବାରୁ ଏହି ପରୀକ୍ଷା…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି, ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ…

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରତି ଏମ. ଭେଙ୍କିୟା ନାଇଡୁ । ଏପ୍ରିଲ ୨ ଅର୍ଥାତ ଆସନ୍ତାକାଲି ସେ ଓଡ଼ିଶାରେ ପହଞ୍ଚିବେ । ଏହି ଗସ୍ତ ଅବସରରେ ଉପରାଷ୍ଟ୍ରତି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବ ତଥା ସମାବର୍ତ୍ତନର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ…

ବିଏସ୍‌ଏଫ୍‌ ପାଇଁ ମନୋନୀତ ହେଲେ ଓଡ଼ିଆ ବୋହୂ ରୀନା

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଜଣେ ଗୃହିଣୀ ନିଜ ଛଅ ବର୍ଷର ଛୁଆକୁ ଛାଡି ଏବେ ସୀମାକୁ ସୁରକ୍ଷା ଯୋଗାଇବେ। ରଙ୍ଗେଇଲୁଣ୍ଡା ବ୍ଲକର ବୟାଲି ଗାଁର ବାସିନ୍ଦା ରୀନା ନାୟକ (ବିଏସଏଫ)ରେ ଯୋଗଦେବାକୁ ମନୋନୀତ ହୋଇଛନ୍ତି। ପରିବାରର ଦାୟିତ୍ , ଘର କାମ ଭିତରେ ବି ବହୁ ପରିଶ୍ରମ କରିବା ପରେ ରୀନା…

ମାଉସୀ-ମା ମନ୍ଦିରରୁ ଲୁଟ ଘଟଣା, ମନ୍ଦିରରୁ ଚୋରି ମୋତେ ଆଶ୍ଚର୍ଯ୍ୟ କରିଛି: ପୁରୀ ଗଜପତି

ପୁରୀ: ଆଜି ପୁରୀ ମାଉସୀ-ମା ମନ୍ଦିରରୁ ଲୁଟ ଘଟଣା । ଗଜପତି ମହାରାଜା ଦିବ୍ୟସିଂହ ଦେବ ମନ୍ଦିରର ସୁରକ୍ଷା ପାଇଁ ଚିନ୍ତା ପ୍ରକଟ କରିଛନ୍ତି । ମନ୍ଦିରରୁ ଲୁଟ ନେଇ ସେ କହିଛନ୍ତି, ଚୋରି ଘଟଣା ମୋତେ ଆଶ୍ଚର୍ଯ୍ୟ କରିଛି । ଅଭିଯୁକ୍ତଙ୍କ ଧରିବାକୁ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉ ।…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ନେଲା ୬ ମାସ ଶିଶୁର ଜୀବନ, ଗୁଗଲ୍‌ରେ ସର୍ଚ୍ଚ କରି ଦେଇଥିଲେ ଇଞ୍ଜେକ୍ସନ, ଡାକ୍ତର ଚମ୍ପଟ 

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଛି । ଗୁଗୁଲରେ ସର୍ଚ୍ଚ କରି ଡାକ୍ତର ଭୁଲ ଇଞ୍ଜେକ୍ସନ ଦେବାରୁ ୬ ମାସ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଜଣେ ଡାକ୍ତର ୟୁଟ୍ୟୁବ୍‌ରୁ…

ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହେବା ପରେ ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର: ରଜନୀକାନ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ । ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହେବା ପରେ ରଜନୀକାନ୍ତଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଲେଖିଛନ୍ତି, ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ…

ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ମହାତ୍ମାଗାନ୍ଧୀ ଜଣେ ଦୃଢ ସମର୍ଥକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି…