Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦିନକରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୩୧୧ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ…

ପିପିଲି ଉପନିର୍ବାଚନ; ବ୍ଲକ ଓ ଏନଏସି ପାଇଁ ୬ ବିଜେଡ଼ି ନେତାଙ୍କୁ ଦାୟିତ୍ଵ

ଭୁବନେଶ୍ୱର: ପିପିଲିରେ ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ପିପିଲିର ଦୁଇଟି ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ପାଇଁ ୬ଜଣ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି। ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ…

ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ମିଳୁଛି ଆଡମିଟ୍ କାର୍ଡ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଏପ୍ରିଲ୍ ୯ ତାରିଖରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପାଇଁ ଗୁରୁବାର ଦିନ ଅଫିସିଆଲ୍ ପୋର୍ଟାଲରେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଅପଲୋଡ୍ କରାଯାଇଛି। ପ୍ରାର୍ଥୀମାନେ ସେମାନଙ୍କ ପଞ୍ଜୀକରଣ ନମ୍ବର ଏବଂ ଇ-ମେଲ୍ ଆଇଡିରେ ଲଗ୍ ଇନ୍ କରିବା…

ପୁରୀରେ ମାଉସୀ ମା’ ମନ୍ଦିରରୁ ଚୋରି, ରୂପା ଅଳଙ୍କାର ଓ ହୁଣ୍ଡିରୁ ଟଙ୍କା ଚୋରି

ପୁରୀ: ମନ୍ଦିରରୁ ପୁଣି ଲୁଟ୍ । ପୁରୀରେ ମାଉସୀ ମା’ ମନ୍ଦିରରୁ ଲୁଟ୍ ଅଭିଯୋଗ ହୋଇଛି । ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିଥିଲେ ଦୁର୍ବୃତ୍ତ । ଏହାସହ ଭିତରେ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ କରି ଲୁଟପାଟ କରିଛନ୍ତି । ମନ୍ଦିରର ହୁଣ୍ଡି…

ଆଜିଠୁ ବଦଳିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲିବା ସମୟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ଵର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏକ ସୁନ୍ଦର ପ୍ରାକୃତିକ ସ୍ଥାନ ଭାବେ ଖୁବ୍ ପରିଚିତ। ଏବେ ଏହି ପ୍ରାଣୀ ଉଦ୍ୟାନ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି। କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ଆଜିଠାରୁ ସକାଳ ୭ଟା. ୩୦ମି.ରୁ ଅପରାହ୍ନ ୫ଟା.…

ଉତ୍କଳ ଦିବସରେ ଆଜି କଟକରେ ଗାନ୍ଧିଜୀଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ଉତ୍କଳ ଦିବସ ଅବସରରେ ଆଜି ଲୋକାର୍ପଣ ହେବ ଗାନ୍ଧିଜୀଙ୍କ ସର୍ବବୃହତ ବ୍ରୋଞ୍ଜ ପ୍ରତିମୂର୍ତ୍ତି । କଟକରେ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ମହାତ୍ମା ଗାନ୍ଧୀଙ୍କ କଟକ ଗସ୍ତ ସମୟରେ କାଠଯୋଡି ନଦୀପଠାରେ କରିଥିବା ବୈଠକର ପ୍ରତିଛବିକୁ ବ୍ରୋଞ୍ଜର…

ଉତ୍କଳ ଦିବସ; ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ‌ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜିର ଦିନରେ ଏକ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବରେ ଘୋଷିତ ହୋଇଥିଲା ଓଡ଼ିଶା । https://twitter.com/narendramodi/status/1377450632110612481?s=19 ଏହି ଅବସରରେ…

ଆଜି ଉତ୍କଳ ଦିବସ: ପରାଧୀନତାର ଶୃଙ୍ଖଳରୁ ମୁକ୍ତ ହୋଇ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ । ପରାଧୀନତାର ଶୃଙ୍ଖଳରୁ ମୁକ୍ତ ହୋଇଥିଲା ଉତ୍କଳ । ଦେଶରେ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବରେ ଓଡ଼ିଶାକୁ ମିଳିଥିଲା ସ୍ୱୀକୃତି ।…

ଆଜିଠୁ ୪୫ ବର୍ଷରୁ ଅଧିକ ସମସ୍ତଙ୍କୁ ଟିକାକରଣ

ଭୁବନେଶ୍ୱର: ଆଜିଠାରୁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ । ୪୫ ବର୍ଷରୁ ଅଧିକ ସମସ୍ତେ ଟିକା ନେଇ ପାରିବେ । ଏଥିପାଇଁ ଆଉ ମେଡିକାଲ୍ ସାର୍ଟିଫିକେଟ ଆବଶ୍ୟକ ନାହିଁ । ପରିଚୟ ପ୍ରମାଣପତ୍ର ଦେଖାଇ ସରକାର ଓ ଘରୋଇ ସେଣ୍ଟରରେ ଟିକା ନେଇପାରିବେ । ହିତାଧିକାରୀ ଅନଲାଇନ୍‌ କିମ୍ବା ଅନ୍‌-ଦି-ସ୍ପଟ୍‌…

ପୁରୀ-ଗୁଣୁପୁର ମଧ୍ୟରେ ସ୍ୱତନ୍ତ୍ର ରେଳ ସେବା, ଏହି ସମୟରେ ଚାଲିବ ଟ୍ରେନ୍…

ଭୁବନେଶ୍ବର: ପୁରୀ ଏବଂ ଗୁଣୁପୁର ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍ ଚାଲିବ । ଏପ୍ରିଲ ୨୨ ତାରିଖ ଠାରୁ ପୁରୀରୁ ଏବଂ ୨୩ ତାରିଖ ଠାରୁ ଗୁଣୁପୁରରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।  …