Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରକକୁ ପଛରୁ ପିଟିଲା ବାଇକ, ଚାଳକ ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ୍ ଜଟାବହାଲ ନିକଟ ପେଟ୍ରୋଲ ପମ୍ପ ଠାରେ ଏକ ଚାଉଳ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଛି ବାଇକ। ବାଇକରେ ଦୁଇଜଣ ବସିଥିବା ବେଳେ ଚାଳକ ସମ ଭତରାଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ ସମ ଭତରା ଓ ନବୀନ ଭତରା କୌଣସି…

କୃଷି କ୍ଷେତ୍ରରେ ଡିଜିଟାଲ ପରାମର୍ଶ ବୋରିଗୁମ୍ମାର ଚାଷୀ ଡମୁଙ୍କୁ ଦେଲା ନୂଆ ପରିଚୟ

ବୋରିଗୁମ୍ମା: କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଖଜୁରୀଗୁଡା ଗାଁର ଡ଼ମୁ ଭତରା । ପିଲା ଦିନରୁ ଚାଷ କାମ ପ୍ରତି ଆଗ୍ରହ ଥିବା ଡ଼ମୁ ବାପାଙ୍କ ଦେହାନ୍ତ ପରେ ଏହାକୁ ଜୀବିକା ଭାବେ ଗ୍ରହଣ କଲେ । କିନ୍ତୁ ସଠିକ ସମୟରେ ସଠିକ କୃଷି ସୂଚନାର ଅଭାବରୁ ଚାଷ କାର‌୍ୟ୍ୟରେ ତାଙ୍କର ଅନେକ କ୍ଷତି ହେଲା…

ଡରାଉଛି କରୋନା ସଂକ୍ରମଣ, ରାଜ୍ୟରୁ ଆଜି ନୂଆ ୨୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ଟେନସନ୍ ଦେଉଛି କରୋନା ସଂକ୍ରମଣ । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ଚିନ୍ତାରେ ପକାଇଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦ରେ ପହଞ୍ଚିଛି ।…

ଉତ୍କଳ ଦିବସ: କେଉଁ ଜିଲ୍ଲାରେ କେଉଁ ମନ୍ତ୍ରୀ ଯୋଗ ଦେବେ ଜାଣନ୍ତୁ…

ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ସାରା ରାଜ୍ୟରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତଦନୁଯାୟୀ, ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ଉତ୍କଳ ଦିବସ ପାଳନ ଅବସରରେ ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ଦୁଇଜଣ ବିଧାୟକ ଏବଂ ଦୁଇ ମନ୍ତ୍ରୀ ଭାବେ ଅଶୋକ…

ଏନଆଇଟି କ୍ୟାମ୍ପସ୍ ଛାଡ଼ିବାକୁ ଛାତ୍ରଛାତ୍ରୀଙ୍କୁ ଅନୁମତି

ରାଉରକେଲା: ରାଉରକେଲା ଏନଆଇଟିରୁ ଗତ ୫ ଦିନ ମଧ୍ୟରେ ୧୪ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ପରେ ପ୍ରଶାସନ ପଦକ୍ଷେପ ନେଇଛି । କରୋନା ସଂକ୍ରମଣ ଯେଭଳି ନବ୍ୟାପେ ସେଥିପ୍ରତି ଦୃଷ୍ଟି ଦେଇଛନ୍ତି ଏନଆଇଟି କର୍ତ୍ତୃପକ୍ଷ । କରୋନା ଟେଷ୍ଟ ନେଗେଟିଭ୍ ଆସିଥିବା ଛାତ୍ରଛାତ୍ରୀ ହଷ୍ଟେଲ ଛାଡ଼ି…

ମୂଷା ଯନ୍ତାରେ ଫସିଲା ନାଗ ସାପ

ଡେଲାଙ୍ଗ: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରତାପଡା ଗାଁରେ ଏକ ମୂଷା ଧରା ଯନ୍ତାରେ ଫସିଛି ନାଗ ସାପ। ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ସୁବାସ ପରିଡା ନିଜ ଗ୍ରୋସରି ଦୋକାନରେ ମୂଷା ଉପଦ୍ରବକୁ ରୋକିବା ପାଇଁ ଯନ୍ତା ବସେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ସେଇ ଯନ୍ତା ଭିତରେ ଏକ ନାଗ…

ନିଆଁ ଆଁରେ ୧୫ ବଖରା ଭସ୍ମ, ୫ ଆହତ

କେନ୍ଦ୍ରାପଡ଼ା/ଭଞ୍ଜନଗର: ବଡ଼ହାଟ ଇମାମବାଡ଼ିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ସମ୍ପୂର୍ଣ୍ଣ ଭାବେ ୮ ବଖରା ପୋଡ଼ିପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ୫ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତ ସମସ୍ତ ୫ ଜଣ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି…

୧୩ତମ ଜାତୀୟ ହ୍ୱିଲଚେୟାର ଫେନ୍ସିଂ ଚାମ୍ପିଅନସିପରେ ଓଡ଼ିଶାକୁ ୨୪ଟି ପଦକ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ହରିୟାଣାର କର୍ଣ୍ଣଲରେ ଅନୁଷ୍ଠିତ ୧୩ତମ ଜାତୀୟ ହ୍ୱିଲଚେୟାର ଫେନ୍ସିଂ ଚାମ୍ପିଅନସିପରେ ଓଡ଼ିଶାକୁ ୨୪ଟି ପଦକ ମିଳିଛି । ଓଡ଼ିଶା ଦଳ ଉତ୍ତମ ପ୍ରଦର୍ଶନ କରି ୨୪ଟି ମେଡାଲ ପାଇଥିବା ବେଳେ ସେଥିରେ ୯ଟି ସ୍ୱର୍ଣ୍ଣ ପଦକ, ୮ଟି ରୌପ୍ୟ ପଦକ ଓ ୭ଟି ବ୍ରୋଞ୍ଜ ପଦକ ରହିଛି ।…

ଜଙ୍ଗଲରେ ନିଆଁ ଲିଭାଉଥିବା ବେଳେ ଓ୍ବାଚରଙ୍କ ଦେହରେ ଲାଗିଲା ନିଆଁ

ମୟୂରଭଞ୍ଜ : ମୟୂରଭଞ୍ଜ ରାଇରଙ୍ଗପୁର ବନଖଣ୍ଡ ବାଦାମପାହାଡ଼ ରେଞ୍ଜ ଅନ୍ତର୍ଗତ ଉକାମପାହାଡ଼ ଜଙ୍ଗଲରେ ଅଭାବନୀୟ ଘଟଣା । ଜଙ୍ଗଲରେ ନିଆଁ ଲିଭାଉଥିବା ବେଳେ ଜଣେ ଓ୍ବାଚରଙ୍କ ଦେହରେ ନିଆଁ ଲାଗିଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼

ନୂଆପଡ଼ା : ନୂଆପଡ଼ାରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼ । କୋମନା ଥାନା ଉଦ୍ୟାନବନ୍ଧ ଗାଁ ନିକଟରେ ଥିବ ପେଟ୍ରୋଲ ପମ୍ପର ୨ ଜଣ କର୍ମଚାରୀଙ୍କୁ ଛୁରାମାଡ଼ କରିଛନ୍ତି ଦୁର୍ବୃତ୍ତ । ଛୁରାମାଡ଼ରେ ୨ ଜଣ କର୍ମଚାରୀଙ୍କ ଗୁରୁତର ଅଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ କୋମନା…