Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଜିମାଳି ଘଟଣାରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଭୁବନେଶ୍ୱର: ରାୟଗଡା ଜିଲ୍ଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଭାଇଭଉଣୀ ମାନଙ୍କ ଉପରେ ପ୍ରଶାସନର ଯେଉଁ ବର୍ବରୋଚିତ କାଣ୍ଡ ଘଟଣାକୁ ବିଜୁ ଜନତା ଦଳ ତୀବ୍ର ନିନ୍ଦା କରିଛି । ଏହି ଘଟଣା ସମ୍ପୂର୍ଣ୍ଣ ଅମାନବୀୟ ବୋଲି ବର୍ଣ୍ଣନା କରିବା ସହିତ ଆଦିବାସୀ ମାନଙ୍କୁ ଉଚିତ ନ୍ୟାୟ ପ୍ରଦାନ ପାଇଁ ଦେଶର…

ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ – ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚେଷ୍ଟାରେ କେନ୍ଦୁଝର ସଦର ଅନ୍ତର୍ଗତ ବୋଦାପାଳସା ଗ୍ରାମପଞ୍ଚାୟତ ପାଇଲା ନୂଆ ପରିଚୟ । ବହୁଦିନୁ ଏହି ଅଞ୍ଚଳ ସମେତ ଆଖପାଖ ପାଞ୍ଚଟି ପଞ୍ଚାୟତର ଲୋକଙ୍କ ଆଶା ଥିବା ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି…

ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ;୫ ଜଣଙ୍କୁ ବାନ୍ଧିଲା ପୋଲିସ

ମୟୂରଭଞ୍ଜ: ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ୫ ଜଣ ଶିକାରୀ ଜଙ୍ଗଲ ଭିତରକୁ ଶିକାର ପାଇଁ ଯାଇଥିବା ବେଳେ ଏଆଇ କ୍ୟାମେରାରେ କଏଦ ହୋଇଥିଲେ । ସୂଚନାପାଇ ପୋଡାଡିହା ବନ ବିଭାଗ ଏବଂ କପ୍ତିପଦା ପୋଲିସ ଶରତ କଟୁରିଆ ଗାଁରେ ଚଢ଼ାଉ କରି ୫…

Duplicate SLC: ଏହି ସମସ୍ତ କାରଣ ଥିଲେ ମିଳିବ ନକଲ ସ୍କୁଲ ଲିଭିଂ ସାର୍ଟିଫିକେଟ୍

ଭୁବନେଶ୍ବର: ସ୍କୁଲ ଲିଭିଂ ସାର୍ଟିଫିକେଟ୍ (ଏସ୍ଏଲ୍ସି) ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଛାତ୍ରଛାତ୍ରୀଙ୍କର ଏସ୍ଏଲ୍‌ସି ହଜିଥାଏ କିମ୍ବା ନଷ୍ଟ ହୋଇଥାଏ ତେବେ ତାଙ୍କୁ ନକଲ କପି ମିଳିବ । ଏଥିପାଇଁ ଉକ୍ତ ଛାତ୍ରଛାତ୍ରୀଙ୍କୁ ଯଥାର୍ଥତା…

ପୁରୀରେ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗ ନିର୍ବାଚନର ଉଷ୍ମତା…

ପୁରୀ: ପୁରୀ ସହରରେ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ଦେଖିବାକୁ ମିଳିଛି । ସହର ସାରା ବଙ୍ଗୀୟ ଭାଷାରେ ପୋଷ୍ଟର ଛାଇ ଯାଇଛି । ସମୁଦ୍ରକୂଳ, ବସଷ୍ଟାଣ୍ଡ, ସମୁଦ୍ରକୂଳ ବଡଦାଣ୍ଡରେ ବିଜେପିର ପୋଷ୍ଟର ଲଗାଯାଇଛି । ଶ୍ରୀ ଜଗନ୍ନାଥ ଧାମ ଆପଣଙ୍କୁ ସ୍ୱାଗତ କରୁଛି ବୋଲି ପୋଷ୍ଟରରେ ଲେଖାଯାଇଛି ।…

ଓଡ଼ିଶାକୁ ସର୍ବାଧିକ ବିଶ୍ୱକର୍ମା ପୁରସ୍କାର; ପୂର୍ତ୍ତ ବିଭାଗ ୩, ଜଳସମ୍ପଦ ବିଭାଗ ୫ ଓ କ୍ରୀଡ଼ା ବିଭାଗର..

ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ବି.ଆର୍‌. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ…

Sijimali Issue:‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ

ଭୁବନେଶ୍ବର:ରାୟଗଡ଼ା ସିଜିମାଳି ପ୍ରସଙ୍ଗରେ ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କୁ ଚିଠି ଲେଖି ହସ୍ତକ୍ଷେପ ଲୋଡିଛନ୍ତି ସାଂସଦ ସସ୍ମିତ ପାତ୍ର । ପ୍ରସ୍ତାବିତ ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ ପ୍ରତିବାଦ କରୁଥିବା ଆଦିବାସୀ ଭାଇଭଉଣୀଙ୍କ ବିରୁଦ୍ଧରେ ପୋଲିସ ଅବାଧ କାର୍ଯ୍ୟାନୁଷ୍ଠାନ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO ସୌଭାଗ୍ୟ

ଭଦ୍ରକ: ଚାନ୍ଦବାଲି ଅଫିସ୍‌ରେ ଟଳିପଡ଼ିଲେ ଭଦ୍ରକ DFO ସୌଭାଗ୍ୟ କୁମାର ସାହୁ । କାର୍ଯ୍ୟରତ ବେଳେ ହଠାତ୍ ଟଳିପଡ଼ିଲେ ଡ଼ିଏଫଓ ସୌଭାଗ୍ୟ । ଚାନ୍ଦବାଲିରେ କାର୍ଯ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସୌଭାଗ୍ୟ ରଞ୍ଜନ ସାହୁଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତାଙ୍କ…

ପାକିସ୍ତାନ ଲିଙ୍କରେ ଭୁବନେଶ୍ୱରରୁ ସନ୍ଦିଗ୍ଧକୁ ଉଠାଇ ନେଇଛି ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ପାକିସ୍ତାନ ଲିଙ୍କରେ ସନ୍ଦିଗ୍ଧକୁ ଉଠାଇ ନେଇଛି ପୋଲିସ । ୟୁନିଟ୍ ୬ ଅଞ୍ଚଳରୁ ଜଣେ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୁଲିସ ଗିରଫ କରିଛି । ଯୁବକ ଜଣକଙ୍କ ପରିଚୟ ଇମ୍ରାନ ବୋଲି ଜଣାପଡିଛି । ଇମ୍ରାନ ସୋସିଆଲ ମିଡିଆ ମାଧ୍ୟମରେ ଭାରତ ବିରୋଧୀ ପ୍ରଚାର…

Mahanadi Tribunal: ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର

ଭୁବନେଶ୍ଵର: ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର। ୨୦୨୭ ଜାନୁଆରୀ ୧୩ ଯାଏଁ ଅବଧି ବୃଦ୍ଧି କରାଯାଇଛି। ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁସାରେ ଏପ୍ରିଲ୍ ୧୪ରେ ଟ୍ରବ୍ୟୁନାଲ୍ ଅବଧି ସରୁଥିଲା। ସୂଚନା…