Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବୀନଙ୍କ ହାତରୁ ଟିକେଟ ନେଲେ ରୁଦ୍ର ପ୍ରତାପ ମହାରଥୀ, ସାଙ୍ଗରେ ଥିଲେ ଭଉଣୀ ଓ ଭିଣୋଇ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ଆଜି ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ନବୀନ ନିବାସରେ ତାଙ୍କୁ ଟିକେଟ ହସ୍ତାନ୍ତର କରିଥିଲେ ନବୀନ…

ଭୁବନେଶ୍ୱରରେ ଏହି କୋଚିଂ ଇନିଷ୍ଟିଚ୍ୟୁଟରୁ ୨୦ କରୋନା ପଜିଟିଭ୍, ସିଲ୍ କଲା ବିଏମସି

ଭୁବନେଶ୍ୱର: ରାଜଧାନୀରେ ଶିକ୍ଷାନୁଷ୍ଠାନ ପରେ କୋଚିଂ ସେଣ୍ଟରରେ କରୋନା । ଭୁବନଶ୍ୱର ସ୍ଥିତ XIMB ପରେ ମୈତ୍ରୀ ବିହାରରେ ଥିବା ଆଲୋନ୍ କୋଚିଂ ଇନିଷ୍ଟିଚ୍ୟୁଟକୁ ଆଜି ସିଲ୍ କରିଛି ବିଏମସି । ୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ପରେ ସର୍ବସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନେଇଛି…

ବଦଳିପାରେ ପାଗ, ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା !

ଭୁବନେଶ୍ବର: ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା ହେବ । ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡଘଡ଼ି ସହ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ଣରେ…

ଶ୍ରୀମନ୍ଦିରରୁ ମୂର୍ତ୍ତି ଖସି ଆହତ ସେବାୟତଙ୍କୁ ସହାୟତାର ହାତ ବଢ଼ାଇଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀଜିଉଙ୍କ ସେବାରେ ନିୟୋଜିତ ସେବାୟତଙ୍କ ଆର୍ଥିକ ଓ ସାମାଜିକ ବିକାଶ ପାଇଁ ସରକାର ହାତକୁ ନେଇଛନ୍ତି ଏକାଧିକ ଯୋଜନା । ସେମାନଙ୍କର ସୁଖଦୁଃଖର ଠିଆ ହେଉଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ସେବା କରିବା ପରେ ଶ୍ରୀମନ୍ଦିରରେ ମୂର୍ତ୍ତି ଖସି ଆହତ ହୋଇଥିବା ସେବାୟତଙ୍କୁ ସହାୟତାର ହାତ…

ରାଜ୍ୟରେ ଚିନ୍ତା ବଢ଼ାଇଲା କରୋନା: ୩୦୦ ମୁହାଁ ପଜିଟିଭ୍ କେସ୍, ଖୋର୍ଦ୍ଧାରେ ଲମ୍ବା ଲମ୍ଫ ମାରିଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଚିନ୍ତା ବଢ଼ାଇଲାଣି କରୋନା । ତିନି ଶହ ମୁହାଁ ହେଲାଣି ଦୈନିକ ସଂକ୍ରମଣ । ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ପୂଜା ବେଳେ ମୂର୍ତ୍ତି ଖସି ଆହତ ସେବାୟତଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଥିବା ଉଗ୍ର ନୃସିଂହ ମନ୍ଦିରରେ ମୂର୍ତ୍ତି ଖସି ଆହତ ହୋଇଥିବା ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭେଟିଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆହତ ସେବାୟତ ଜମ୍ବେଶ୍ୱର ମହାପାତ୍ରଙ୍କୁ ତାଙ୍କ ଘରେ ଭେଟିବା ସହ…

ହୋଲି ପାଇଁ ସୋମବାର ଅପରାହ୍ଣ ୩ଟା ଯାଏ ଚାଲିବନି ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତାକାଲି ସୋମବାର ରଙ୍ଗର ପର୍ବ ହୋଲି । କୋଭିଡ୍ କଟକଣା ମଧ୍ୟରେ ଘରେ ହୋଲି ପାଳନ ନେଇ ସରକାର ନିର୍ଦ୍ଦେଶ ଦେଇଛନ୍ତି । ହୋଲିକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପୂର୍ବାହ୍ନରେ ମୋ ବସ୍ ଗଡ଼ିବ ନାହିଁ । ଏନେଇ କ୍ରୁଟ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।…

ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଥିବା ଉଗ୍ର ନୃସିଂହ ମନ୍ଦିରରୁ ମୂର୍ତ୍ତି ଖସି ସେବାୟତ ଆହତ

ପୁରୀ: ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଅଘଟଣ । ଉଗ୍ର ନୃସିଂହ ମନ୍ଦିରରୁ ହିରଣ୍ୟକଶ୍ୟପଙ୍କ ମୂର୍ତ୍ତି ଖସି ପଡ଼ଥିବା ବେଳେ ଏଥିରେ ଜଣେ ସେବାୟତ ଆହତ ହୋଇଛନ୍ତି । କୁନୁ ମହାପାତ୍ର ନାମକ ଜଣେ ସେବାୟତଙ୍କ ଗୋଡ଼ରେ ଆଘାତ ଲାଗିଛି । ସକାଳେ ମନ୍ଦିରରେ ସେବାୟତ ଜଣଙ୍କ ଉଗ୍ର ନୃସିଂହ ଲୁଗା…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ମାଛ ବୋଝେଇ ଟ୍ରକ, ୨ ମୃତ

ବ୍ରହ୍ମପୁର: ଟ୍ରାନ୍ସଫର୍ମରରେ ପିଟି ହେଲା ମାଛ ବୋଝେଇ ଟ୍ରକ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଗାଡ଼ି ଡ୍ରାଇଭର ଓ ସୁପରଭାଇଜର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଗୁରୁତର ହୋଇଛନ୍ତି ହେଲପର । ଗଞ୍ଜାମ ଜିଲ୍ଲା ସୁନାପୁର ମେରାଇନ ଥାନା ଅନନ୍ତରାୟପୁରରେ ଗତକାଲି ରାତିରେ ଏହି…

ରାତିରେ ବୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୫ ବଖରା ଘର ଓ ୧୧ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ: ରାତିରେ ଲାଗିଲା ନିଆଁ । ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୫ ବଖରା ଘର । ୧୧ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅନ୍ତର୍ଗତ ହେଙ୍ଗୁପତି ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ହୋଇଛି । ଘଟପୁର ମହାଳିକ ସାହିରେ ହଠାତ୍ ନିଆଁ ଲାଗିଥିଲା । ଧୀରେ…