Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତିରେ ବୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୫ ବଖରା ଘର ଓ ୧୧ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ: ରାତିରେ ଲାଗିଲା ନିଆଁ । ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୫ ବଖରା ଘର । ୧୧ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅନ୍ତର୍ଗତ ହେଙ୍ଗୁପତି ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ହୋଇଛି । ଘଟପୁର ମହାଳିକ ସାହିରେ ହଠାତ୍ ନିଆଁ ଲାଗିଥିଲା । ଧୀରେ…

ଆଜି ଦୋଳ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଏହି ଅବସରରେ ରତ୍ନ ସିଂହାସନରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ । ସକାଳ ଧୂପ ପରେ ମହାପ୍ରଭୁଙ୍କ ଠାରେ ପାଟବସ୍ତ୍ର ଲାଗି ହୋଇ ପ୍ରାୟ…

ଯାଜପୁରରେ ସାମାଜିକ କର୍ମୀଙ୍କ ଉପରକୁ ବୋମାମାଡ଼

ଯାଜପୁର : ସାମାଜିକ କର୍ମୀଙ୍କ ଉପରକୁ ବୋମାମାଡ଼ । ସାମାଜିକ କର୍ମୀ ସର୍ବେଶ୍ବର ବେହେରାଙ୍କ ଗାଡି ଉପରକୁ ବୋମାମଡ଼ କରିଛନ୍ତି ଦୁର୍ବୃତ୍ତ । ବୋମାମାଡ଼ରେ ସାମାଜିକ କର୍ମୀ ସର୍ବେଶ୍ବର ବେହେରାଙ୍କ ସମେତ ଅନ୍ୟ ୨ ଜଣ ଆହତ ହୋଇଛନ୍ତି । ଯାଜପୁର ଇମାନନଗରେ ଘଟିଛି ଏଭଳି ଘଟଣା ।…

ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଓଲଟିଲା ବସ୍, ୧୫ ଆହତ

ନୟାଗଡ଼ : ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡ଼ିରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ୧୫ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ…

ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏଥିପାଇଁ ବିଶ୍ବବିଦ୍ୟାଳୟ ପକ୍ଷରୁ ଚାଲିଛି ବ୍ୟାପକ ପ୍ରସ୍ତୁତି । ତେବେ ଏହି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ କରୋନା ନେଗେଟିଭ ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି ।…

କରୋନା ବ୍ୟାପୁଛି : ରାଜ୍ୟରେ ହୋଲି ପାଳନକୁ ନେଇ ସତର୍କ କଲା ଆଇଏଲଏସ

ଭୁବନେଶ୍ବର : ରାଜ୍ୟରେ ବ୍ୟାପୁଛି କରୋନା ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସତର୍କ କରିଛି ପ୍ରଶାସନ । ଆଗକୁ କିପରି ସଂକ୍ରମଣ ନବ୍ୟାପିବ, ସେଥିପାଇଁ ଆଗୁଆ ପଦକ୍ଷେପ ନେଉଛି ପ୍ରଶାସନ । ସେହିପରି ଆଗକୁ ହୋଲି ଥିବାରୁ ଏନେଇ ସତର୍କ କରିଛି ଆଇଏଲଏସ । ହୋଲିରେ…

ହାଇକୋର୍ଟରେ ଉପାସନାଙ୍କ ଆଗୁଆ ଜାମିନ ଆବେଦନ

ଭୁବନେଶ୍ବର : ନୟାପଲ୍ଲୀ ଅଞ୍ଚଳରେ ଭଡାଟିଆଙ୍କୁ ଆକ୍ରମଣ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ଉପାସନା ମହାପାତ୍ର । ବିଜେପି ନେତ୍ରୀ ଉପାସନାଙ୍କ ସହ ସ୍ବାମୀ ଶୁଭ୍ରାଂଶୁ ବିଶ୍ବାଳ ମଧ୍ୟ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ପ୍ରଣବ ରାୟଙ୍କ ଘରେ ପଶି ଭଙ୍ଗାରୁଜା ଘଟଣାରେ…

ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର: ଦିନରେ ପ୍ରଚଣ୍ଡ ଖରା ଓ ଅପରାହ୍ନରେ ପବନ, ଘୂର୍ଣ୍ଣିଝଡ ସହ ବର୍ଷା । ଏହା ଥିଲା ଆଜିର ଟ୍ୱିନ ସିଟିର ଦୃଶ୍ୟ । ସନ୍ଧ୍ୟା ନ ହେଉଣୁ ଘୂର୍ଣ୍ଣିଝଡରେ ଚାରିଆଡ ଅନ୍ଧାର ହୋଇଯାଇଥିଲା । ହଠାତ୍ ପବନର ବେଗ ୪୦ରୁ ୬୦ କିମି ବେଗରେ ବୋହିଥିଲା । ଆଜିର କାଳବୈଶାଖୀ ସମ୍ପର୍କରେ ପୂର୍ବରୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ସଂକ୍ରମଣ ମଧ୍ୟରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୯ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । କଟକରୁ ସର୍ବାଧିକ ୨୫ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼,…

ବଢିଲା ବିଦ୍ୟୁତ ଦର, ଏପ୍ରିଲ ୪ରୁ ଲାଗୁ

ଭୁବନେଶ୍ୱର: ୨୦୨୧-୨୨ ପାଇଁ ବିଦ୍ୟୁତ ବୃୃଦ୍ଧିକୁ ଓଇଆରସିଙ୍କ ମଂଜୁରୀ ମିଳିଛି । ୟୁନିଟ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯାଇଛି । ଗତବର୍ଷ ତୁଳନାରେ ୫.୬୦ ପ୍ରତିଶତ ବଢିଛି । ଆସନ୍ତା ଏପ୍ରିଲ ୪ ତାରିଖରୁ ବର୍ଦ୍ଧିତ ଦର ଲାଗୁ ହେବ ବୋଲି ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ପକ୍ଷରୁ ସୂଚନା…