Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଲାମ ହେବ ଖଣି: ଓଡ଼ିଶାର ୧୪ କୋଲ ବ୍ଲକ୍ ନିଲାମକୁ କେନ୍ଦ୍ର ସରକାରଙ୍କ ଅନୁମତି

ଭୁବନେଶ୍ବର: ରାଜ୍ୟରେ ନିଲାମ ହେବାକୁ ଯାଉଛି ୧୪ଟି କୋଇଲା ଖଣି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶର ୬୭ଟି କୋଇଲା ଖଣି ନିଲାମ ପାଇଁ ଅନୁମତି ମିଳିଛି । ଏଥିମଧ୍ୟରୁ ଓଡ଼ିଶାର ୧୪ଟି କୋଇଲା ଖଣି ରହିଛି । ମାଛକଟା ଓ ମହାନଦୀ କୋଇଲା ଖଣି, ତେଲି ସାହି, ଅଳକାନନ୍ଦା କୋଲ ବ୍ଲକ, ରାମଚଣ୍ଡୀ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୭୨ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

କେମିତି ହେଲେ ବଲିଉଡ ଟେକ୍ନିସିଆନରୁ ଜଣେ ମୋମୋ ବିକ୍ରେତା; ଜାଣନ୍ତୁ କଟକର ଏହି ନିଆରା ବ୍ୟକ୍ତିତ୍ୱଙ୍କ…

କଟକ: କରୋନା ମହାମାରୀ ଅନେକ ଲୋକଙ୍କ ଜୀବନକୁ ବଦଳାଇ ଦେଇଛି। ସେଥିମଧ୍ୟରୁ କଟକଙ୍କ ସୁଚିସ୍ମିତା ରାଉତ ହେଉଛନ୍ତି ଜଣେ। ମହାମାରୀ ପୂର୍ବରୁ ଏହି ୨୨ ବର୍ଷୀୟା ସୁଚିସ୍ମିତା ବଲିଉଡରେ ଏବଂ ମୁମ୍ବାଇରେ ଟିଭି ମନୋରଞ୍ଜନ ଶିଳ୍ପରେ ନିଜର ସ୍ୱପ୍ନ ପୂରଣ କରିବାରେ ବ୍ୟସ୍ତ ଥିଲେ, କିନ୍ତୁ…

ନଦୀରେ ଗାଧୋଉଥିବା ବେଳେ ଅଘଟଣ: ଏକାସଙ୍ଗେ ଚାଲିଗଲା ଦୁଇ ଭାଇଙ୍କ ଜୀବନ, ଅଞ୍ଚଳରେ ଶୋକାକୂଳ ପରିବେଶ 

ଯାଜପୁର: ଗୋଟିଏ ଘରୁ ଏକାସଙ୍ଗେ ଲିଭିଗଲା ଦୁଇଟି ଜୀବନ ଦୀପ । ଗାଧୋଇବା ବେଳେ ଖରସ୍ରୋତା ନଦୀରେ ବୁଡି ପ୍ରାଣ ହରାଇଛନ୍ତି ୨ ଭାଇ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଚିନ୍ତାପଲ୍ଲୀ ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତ ୨ ଭାଇ ଚିନ୍ତାପଲ୍ଲୀର କାହ୍ନୁଚରଣ ଚନ୍ଦଙ୍କ ବଡ଼ପୁଅ ଦୀନବନ୍ଧୁ ଓ…

ଭୁବନେଶ୍ୱରରୁ ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଭୁବନେଶ୍ୱର: ରାଜଧାନୀର ବରମୁଣ୍ଡା ବସଷ୍ଟାଣ୍ଡରେ ଗୁରୁବାର ଦିନ ପୋଲିସ ତିନି ଜଣ ମହିଳାଙ୍କଠାରୁ ପ୍ରାୟ ୩୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି। ସମ୍ପୃକ୍ତ ତିନି ମହିଳାଙ୍କୁ ଗିରଫ ପରେ ପଚରାଉଚରା କରାଯାଉଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ। ସୂଚନା ଅନୁଯାୟୀ କୌଣସି ସୁତ୍ରରୁ ଖବର ପାଇ…

ଭୁବନେଶ୍ବର ବିମାନ ବନ୍ଦରରେ ସାପ, ଦୀର୍ଘ ଘଣ୍ଟାର ପରିଶ୍ରମ ପରେ ଧରାପଡିଲା

ଭୁବନେଶ୍ୱର: ଭୁବନେଶ୍ୱର ଏୟାର ପୋର୍ଟରୁ ନାଗ ସାପ ଉଦ୍ଧାର । ଫାୟାର ବ୍ରିଗେଡ଼ ସହାୟତାରେ ଉଦ୍ଧାର କଲା ସ୍ନେକ୍ ହେଲ୍ପ ଲାଇନ । ଏୟାର ପୋର୍ଟର MT ପୁଲର ବାଥରୁମରେ ଏକ ନାଗ ସାପ ଗତ ରାତିରେ ପଶିଥିଲା । ତେବେ କିଛି କରିବା ପୂର୍ବରୁ ସାପଟି ବେସିନ ତଳ ଜାଲି ଭାଙ୍ଗି ଯାଇଥିବାରୁ ସେଇପଟେ…

କରୋନା କବଳରେ ରାଉରକେଲା NITର ୩ ଛାତ୍ର

ରାଉରକେଲା: ରାଉରକେଲା ସ୍ଥିତ ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଟେକ୍ନୋଲୋଜିର ୩ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାପାଳ ଆଜି ଏହି ସୂଚନା ଦେଇଛନ୍ତି । କ୍ୟାମ୍ପସରେ ସଂକ୍ରମଣ ଯେପରି ନ ବ୍ୟାପିବ ସେନେଇ ପଦକ୍ଷେପ ନିଆଯାଇଥିବା କହିଛନ୍ତି ଜିଲ୍ଲପାଳ ନିଖିଲ ପବନ କଲ୍ୟାଣ…

ଓଡ଼ିଶାରୁ ଚିହ୍ନଟ ୩ଟି ୟୁକେ ଷ୍ଟ୍ରେନ୍ ଅଧିକ ସଂକ୍ରମକ ନୁହେଁ, ରି-ଇନ୍‌ଫେକ୍‌ସନ ସ୍ଥିତି ଆସିନାହିଁ

ଭୁବନେଶ୍ୱର: ଓଡ଼ିଶାରେ ୩ଜଣ ବ୍ରିଟେନ ଫେରନ୍ତାଙ୍କ ପାଖରେ ୟୁକେ ଷ୍ଟ୍ରେନ୍ ଦେଖାଦେଇଥିଲା । ଡିସେମ୍ବର ମାସରେ ଚିହ୍ନଟ ହୋଇଥିଲେ । ସେମାନେ ଏବେ ଆରୋଗ୍ୟ ହୋଇସାରିଛନ୍ତି । ଆଉ କାହାକୁ ସଂକ୍ରମିତ କରି ନାହାନ୍ତି । ଆଜି ଏହି ସୂଚନା ଦେଇଛନ୍ତି ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା ।…

ଦୁଇ ମାସ ପରେ ରାଜ୍ୟରେ ଦୁଇ ଶହ ଟପିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତକାଲି ଦେଢ଼ ଶହ ଓ ଆଜି ସଂଖ୍ୟା ଦୁଇ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୮ଟି । ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ବାରହା ଶିକାର ପାଇଁ ଥିବା ବୋମା ଫୁଟି ମହିଳା ଗୁରୁତର

ଢେଙ୍କାନାଳ: ଗାତ ଖୋଲିବା ବେଳେ ଫୁଟିଲା ବୋମା । ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଫୁଟିବାରୁ ଜଣେ ମହିଳା ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଅନ୍ତର୍ଗତ ତଳସାହିରେ ଏହି ଘଟଣା ଘଟିଛି । ଆହତ ମହିଳା ହେଲେ ଗାଁର ନିରୁପମା ବାରିକ । ତାଙ୍କୁ ଉଦ୍ଧାର କରି…