Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏହି ସମୟରେ ଗଡିବ ଭୁବନେଶ୍ୱର-ଭଦ୍ରକ ମେମୁ ଟ୍ରେନ୍

ଭୁବନେଶ୍ୱର: ପୂର୍ବ ତଟ ରେଳବାଇ ପକ୍ଷରୁ ଭୁବନେଶ୍ୱରରୁ ଭଦ୍ରକ ମଧ୍ୟରେ ମେମୁ ଟ୍ରେନ ସେବା ଆରମ୍ଭ କରିବାକୁ ବୁଧବାର ଦିନ ଘୋଷଣା କରାଯାଇଛି। ଭୁବନେଶ୍ୱର-ଭଦ୍ରକ ମେମୁ ଏପ୍ରିଲ ୭ ତାରିଖ ଅପରାହ୍ନ ୫ଟା ୫୫ରୁ ଭୁବନେଶ୍ୱର ଷ୍ଟେସନ ଛାଡିବା ସହ ରାତି ୯ଟା ୧୫ରେ ଭଦ୍ରକରେ ପହଞ୍ଚିବ। ସେହିପରି…

ନୂଆ ରୂପ ପାଇବ କଳିଙ୍ଗ ଷ୍ଟୁଡିଓ: ପୁନଃନିର୍ମାଣ କାର୍ଯ୍ୟର ଆଜି ଭିତ୍ତିପ୍ରସ୍ତର ପକାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟୁଡିଓକୁ ବିଶ୍ୱସ୍ତରୀୟ କରିବା ପାଇଁ ଆରମ୍ଭ ହୋଇଛି ପ୍ରୟାସ । ନୂଆ ରୂପ ପାଇବ କଳିଙ୍ଗ ଷ୍ଟୁଡିଓ । ଏଥିପାଇଁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଉଛି । ଏହାକୁ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢି ତୋଳିବା…

ଆଜିଠୁ ରାଜଧାନୀର ସବୁ ହଷ୍ଟେଲରେ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରର ସବୁ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କର ହେଉଛି କୋଭିଡ୍ ଟେଷ୍ଟ ।  ଜୋନ୍ ସ୍ତରରେ ବିଭିନ୍ନ ହଷ୍ଟେଲରେ କୋଭିଡ୍‌ ପରୀକ୍ଷା ହେବ। ଏଥିପାଇଁ ସବୁ ଜୋନ୍‌ରେ…

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରେ ଜଣେ ଛାତ୍ର କରୋନା ପଜିଟିଭ୍

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱର XIMB ପରେ କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଛାତ୍ରଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ଗତ ଶନିବାର ଦିନ ପରୀକ୍ଷା ଦେବାକୁ ଆସିଥିଲେ ।  ବର୍ତ୍ତମାନ…

ନବରଙ୍ଗପୁରରେ ଆଜିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ମାଲକାନଗିରି ଜିଲ୍ଲା ପରେ ନବରଙ୍ଗପୁର ପ୍ରଶାସନ ମଧ୍ୟ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜିଲ୍ଲାପାଳ ଅଜିତ କୁମାର କହିଛନ୍ତି ଯେ ଗୁରୁବାର ରାତି ୮ ଟାରୁ ୬ଟା ମଧ୍ୟରେ ଲୋକଙ୍କ ଚଳପ୍ରଚଳ ଉପରେ କଡା କଟକଣା…

ରେଭେନ୍ସା କ୍ୟାମ୍ପସରୁ କରୋନା ପଜିଟିଭ୍ ଚିହ୍ନଟ ପରେ ପରୀକ୍ଷା ସ୍ଥଗିତ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ କରୋନା ସଂକ୍ରମିତ ଚିହ୍ନଟ । ଦୁଇ ଦଇ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ…

ଜେଏସପିଏଲକୁ ସମ୍ମାନଜନକ ଶ୍ରେଷ୍ଠ ଯୋଗାଣ ଶୃଙ୍ଖଳା ଉତ୍ପାଦକ ପୁରସ୍କାର

ଭୁବନେଶ୍ବର : ଭାରତର ଅଗ୍ରଣୀ ଇସ୍ପାତ ଉତ୍ପାଦନକାରୀ ଜିନ୍ଦଲ ଷ୍ଟିଲ ଏବଂ ପାୱାର ଲିମିଟେଡ (ଜେଏସପିଏଲ) ମୁମ୍ବାଇରେ ଅନୁଷ୍ଠିତ ଷଷ୍ଠ ଇଣ୍ଡିଆ ଲଜିଷ୍ଟିକ୍ସ ଆଣ୍ଡ ସପ୍ଲାଏ ଚେନ୍ ସମ୍ମାନ ୨୦୨୦ କାର‌୍ୟ୍ୟକ୍ରମରେ ବର୍ଷର ସମ୍ମାନଜନକ ରେସିଲିଏଣ୍ଟ୍ ଯୋଗାଣ ଶୃଙ୍ଖଳା ପୁରସ୍କାରରେ ସମ୍ମାନିତ ହୋଇଛି…

ନବରଙ୍ଗପୁରରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ, ୬ ଯାତ୍ରୀ ଗୁରୁତର

ନବରଙ୍ଗପୁର: ପାପଡାହାଣ୍ଡି ଥାନା ବାର୍ଲି ଗାଁ ନିକଟରେ ଏକ ପିକ୍‌ଅପ୍ ଭ୍ୟାନ ଓଲଟି ପଡିବାରୁ ୨୯ ଯାତ୍ରୀ ଆହତ ହୋଇଛନ୍ତି ।ଏମାନଙ୍କ ମଧ୍ୟରୁ ୬ ଯାତ୍ରୀ ଗୁରୁତର ଥିବା ଜଣାପଡିଛି । । ଆହତମାନଙ୍କୁ ପାପଡାହାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ୍ୟଥିବା ବେଳେ ଗୁରୁତରମାନଙ୍କୁ…

କଟକରେ ବିଭିନ୍ନ ସ୍ଥାନରେ ଯାଞ୍ଚ ଚଳାଇଛି ପୋଲିସ

କଟକ: ଦିନକୁ ଦିନ ବଢିବାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେଣୁ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ କଡାକଡି ଯାଞ୍ଚ ଆରମ୍ଭ ହୋଇଛି । ପୋଲିସ ଜନଗହଳି ପୂର୍ଣ୍ଣ ଅଂଚଳରେ ପହଞ୍ଚି କୋଭିଡ୍ ନିୟମ ପାଳନ ହେଉଛି ନା ନାହିଁ ତାର ଯାଞ୍ଚ କରୁଛି । ଲୋକମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ…

ଯକ୍ଷ୍ମା ନିରାକରଣରେ ଦେଶରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର: ଦେଶରେ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ଓଡିଶାକୁ ଦ୍ୱିତୀୟ ସ୍ଥାନରେ ରହିଛି । ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ରାଜ୍ୟକୁ ପୁରସ୍କାର ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି…