Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରୀ ଫେରିଲା ମଧ୍ୟପ୍ରଦେଶ

ଅନୁଗୁଳ : ଅନୁଗୁଳ: ଦୀର୍ଘ ୩ ବର୍ଷ ଯାଏଁ ସାତକୋଶିଆ ଅଭୟାରଣ୍ୟ ଭିତରେ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଯାଇଛି । ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଶେଷରେ ଧରାଯାଇଛି । ଯନ୍ତାରେ ସୁନ୍ଦରୀକୁ ଧରିବା ପାଇଁ ବନ ବିଭାଗର…

ଶ୍ରୀମନ୍ଦିରରେ କଡ଼ାକଡି ହେବ କୋଭିଡ କଟକଣା

ପୁରୀ : ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଲଗାତର ଦୁଇ ଦିନ ଧରି ଶହେ ଉପରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ତତ୍ପର ହୋଇ ଉଠିଛନ୍ତି ରାଜ୍ୟ ସରକାର । ତେବେ ଶ୍ରୀମନ୍ଦିରରେ ସଂପୂର୍ଣ୍ଣ କୋଭିଡ କଟକଣା ଲାଗୁ କରାଯିବ । ମାସ୍କ, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା କରିବା ଉପରେ…

ରାଜ୍ୟ ସରକାରଙ୍କ କରୋନା କଟକଣା

ଭୁବନେଶ୍ବର : ମହାମାରୀ କରୋନା ସଂକ୍ରମଣ ପାଇଁ ବଢ଼ିଲାଣି ଚିନ୍ତା । ସଂକ୍ରମଣ କିପରି ନବ୍ୟାପିବ, ଏଥିପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର । ଏଣିକି ବିବାହ ଉତ୍ସବରେ ଲୋକସଂଖ୍ୟା କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ବିବାହ କାର୍ଯ୍ୟରେ ୫୦୦ ଲୋକଙ୍କୁ ଏକାଠି…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ବଢ଼ିଲାଣି ଚିନ୍ତା । ସଂକ୍ରମଣ ବଢୁଥିବାରୁ ପଦକ୍ଷେପ ନେବାକୁ ଅଣ୍ଟା ଭିଡିଲେଣି ସରକାର । କିନ୍ତୁ ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୦ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିବା…

ରାଜ୍ୟ ବାହାରୁ ମାଲକାନଗିରିକୁ ଆସିଲେ ଆଇସୋଲେସନ ବାଧ୍ୟତାମୂଳକ

ମାଲକାନଗିରି : କରୋନା ସଂକ୍ରମଣକୁ ନେଇ ଚିନ୍ତା ବଢୁଥିବା ବେଳେ, ଆରମ୍ଭ ହେଲାଣି କଟକଣା । ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଜାରି କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଆଜିଠୁ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଆରମ୍ଭ ହୋଇଥିବା ବେଳେ, ଏଣିକି ବାହାର ରାଜ୍ୟରୁ ମାଲକାନଗିରିକୁ ଆସୁଥିବା…

ଜୀବନଶୈଳୀ ନ ବଦଳିଲେ ଜଳବାୟୁ ପରିବର୍ତନ ଯୋଗୁଁ ଅନେକ କ୍ଷତି ଘଟିବ: ବିଶେଷଜ୍ଞ

ଭୁବନେଶ୍ୱର: ଜଳବାୟୁ ପରିବର୍ତନ ଫଳରେ ମଣିଷ ସମାଜ ଉପରେ ଏହାର ଅନେକ ପ୍ରଭାବ ପଡ଼ିବାକୁ ଆରମ୍ଭ ହୋଇଛି ବୋଲି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। ଏହାକୁ ରୋକିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକବୋଲି କହିଛନ୍ତି । ଗ୍ଲୋବାଲ୍ ୱାର୍ମିଂ ଯୋଗୁଁ ସମୁଦ୍ର ପତନର ବୃଦ୍ଧି ହୋଇଛି ଏବଂ ଏଥିପାଇଁ…

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା, ଦରକାର ପଡ଼ିଲେ ମିନି କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ବର : ମହାମାରୀ କରୋନା ସ୍ଥିତିକୁ ଦେଖି ରାଜ୍ୟରେ ଟେଷ୍ଟିଂ ସାଙ୍ଗକୁ ସର୍ଭେଲାନ୍ସ ବଢ଼ାଯିବ । ଏଥିସହ ପୋଲିସ ଯାଞ୍ଚକୁ ମଧ୍ୟ କଡ଼ାକଡ଼ି କରାଯିବ । ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଭିଡିଓ କନଫରେନ୍ସ ଜରିଆରେ ରାଜ୍ୟର ସମସ୍ତ…

ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା, ବିଧାନସଭାରେ ବଡ଼ ସଂକଳ୍ପ ଆଣିଲେ…

ଭୁବନେଶ୍ବର: ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା । ଏନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ । ବିଧାନସଭାରେ ଆଜି ମାନ୍ୟବର…

କ୍ରିଷ୍ଣାମୂର୍ତ୍ତି ୱାର୍ଲଡ ସ୍କୁଲରେ ପାଳନ ହେଲା ଗାନ୍ଧିଜୀଙ୍କ କଟକ ଆଗମନର ଶତବାର୍ଷିକୀ

କଟକ: ଆଜିକୁ ଠିକ ଶହେ ବର୍ଷ ପୂର୍ବେ କଟକ ଆସିଥିଲେ ମହାତ୍ମାଗାନ୍ଧୀ । ତେବେ ସେହି ଦିନକୁ ଆଜି ମନେ ପକାଇଛନ୍ତି କଟକ ସହରବାସୀ । ଆଜି ମହାତ୍ମା ଗାନ୍ଧୀଙ୍କ କଟକ ଆଗମନର ଶତବାର୍ଷିକି ଉତ୍ସବ ପାଳନ କରୁଛି ସମଗ୍ର ସହର । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସମେତ ବିଭିନ୍ନ ଦଳର ନେତା,…

ଛତିଶଗଡ଼ ନାରାୟଣପୁରେ ମାଓବାଦୀଙ୍କ ଲାଣ୍ଡମାଇନ ବିସ୍ଫୋରଣ; ୩ ଯବାନ ସହିଦ

ମାଲକାନଗିରି : ଛତିଶଗଡ଼ ରାଜ୍ୟର ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲାଣ୍ଡମାଇନ ବିସ୍ଫୋରଣ। ସୂଚନା ମୁତାବକ ନାରାୟଣପୁର ଜିଲ୍ଲାର କଡେନାଡ଼ ଓ ମନ୍ଦଡା ରାସ୍ତାରେ ମାଓବାଦୀଙ୍କ ଲାଣ୍ଡମାଇନ ବିସ୍ପୋରଣରେ ଉଡିଲା ପୋଲିସ ବସ । ସୂଚନା ଅନୁଯାୟୀ ଏହି ବିସ୍ଫୋରଣରେ ୫ରୁ ଅଧିକ ଡିଆରଜି ଯବାନ…