Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାପି ବାର୍ଥ ଡେ କଙ୍ଗନା, ବାଲୁକାକଳା ମାଧ୍ୟମରେ କଙ୍ଗନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଜନ୍ମଦିନ । ଏଥିପାଇଁ ତାଙ୍କୁ ସମସ୍ତେ ଶୁଭେଚ୍ଛା ଜଣାଉଛନ୍ତି । ଏହି ଅବସରରେ କଙ୍ଗନାକୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୁରୀର ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସେ ପୁରୀ ସମୁଦ୍ରକୂଳରେ ଏକ ସୁନ୍ଦର ବାଲୁକା କଳା ତିଆରି କରିଛନ୍ତି ।…

ଆମ ଶରୀର ପାଇଁ ଖଜୁରୀ କେତେ ଜରୁରୀ…

ଖଜୁରୀରେ ଏମିତି ନ୍ୟୁଟ୍ରିଏଣ୍ଟ୍ସ ରହିଛି, ଯାହା ସ୍ବାସ୍ଥ୍ୟ ସହିତ ସୁନ୍ଦରତାକୁ ବଢାଇବାରେ ମଧ୍ୟ ସାହାଯ୍ୟ କରିଥାଏ ।  ଖଜୁରୀକୁ ଫ୍ରୁଡ୍ସ ସାଲାଡରେ ମିକ୍ସ କରି ଖାଇପାରିବେ । ନଚେତ ଡ୍ରାଏଫ୍ରୁଡ୍ସ ସହିତ ମଧ୍ୟ ଖାଇପାରିବେ ।  ଖଜୁରୀରେ ପେଣ୍ଟଥେନିକ ଏସିଡ ରହିଛି । ଏହାଦ୍ବାର ଡେଡ…

ଓଲିଉଡର ହ୍ୟାଣ୍ଡସମ୍ ହିରୋ ଅଭିଷେକଙ୍କ ନୂଆ ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା, ଖୁବଶୀଘ୍ର ମୁକ୍ତିଲାଭ କରିବ ଫିଲ୍ମ 

ଚର୍ଚ୍ଚାରେ ଓଲିଉଡର ହ୍ୟାଣ୍ଡସମ୍ ହିରୋ ଅଭିଷେକ ରଥ । ଏବେ ଏହି ଲୋକପ୍ରିୟ ନାୟକ ପୁଣି ଏକ ନୂଆ ଚଳଚ୍ଚିତ୍ରରେ ନଜର ଆସିବେ । ଖୁବଶୀଘ୍ର ଏହି ଫିଲ୍ମର ସୁଟିଂ ଆରମ୍ଭ ହେବ ବୋଲି ଜଣାପଡିଛି ।  ପ୍ରଯୋଜକ ରମେଶ ବାରିକଙ୍କ ନୂଆ ଓଡ଼ିଆ ସିନେମାରେ ପାଇଁ କାମ କରୁଛନ୍ତି । ଓଡ଼ିଶାର ଆଗଧାଡିର ଜଣେ…

ମାଲକାନଗିରିରେ ଆଜିଠାରୁ ଆରମ୍ଭ ହୋଇଛି ବଡ଼ଯାତ୍ରା

ମାଲକାନଗିରି: କରୋନା କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ବଡଯାତ୍ରା । ଆନ୍ଧ୍ର, ଓଡ଼ିଶା ଓ ଛତିଶଗଡ ତିନି ରାଜ୍ୟର ଲକ୍ଷାଧିକ ଭକ୍ତଙ୍କ ସମାଗମ ହୁଏ ବଡଯାତ୍ରାରେ । ଆସନ୍ତା ୨୭ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ସହରରେ ଏହି ଯାତ୍ରା ପାଳିତ ହେବ ।…

ରାଜ୍ୟ ବାହାରୁ ଫେରିଥିଲେ ପ୍ରଶାସନକୁ ଜଣାଇବା ପାଇଁ ଆହ୍ୱାନ ଦେଲେ ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଦୈନିକ ସଂକ୍ରମଣ ବଢୁଥିବାରୁ ମୁକାବିଲା ନେଇ ସରକାର ସଜାଗ ଅଛନ୍ତି । ବାହାରୁ ଫେରୁଥିବା ଲୋକଙ୍କ ଉପରେ ଏବେ ନଜର । କାହାର ଘରକୁ କିମ୍ବା ଘର ପାଖରେ କେହି ବାହାରୁ ଫେରିଥିଲେ ତୁରନ୍ତ ପ୍ରଶାସନକୁ ଜଣାଇବାକୁ କହିଛନ୍ତି ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ…

ବାରକୋଟରୁ ବାଘ ଛାଲ ବେପାରୀଙ୍କୁ ବାନ୍ଧିଲା ଏସଟିଏଫ୍

ଭୁବନେଶ୍ୱର: ପୁଣି ବାଘ ଛାଲ ରାକେଟର ପର୍ଦ୍ଦାଫାସ । କ୍ରାଇମବ୍ରାଞ୍ଚ ଏସଟିଫ୍ ଦୁଇ ଜଣ ବେପାରୀଙ୍କୁ ଗିରଫ କରିଛି । ଦେବଗଡ଼ ଜିଲ୍ଲା ବାରକୋଟ ନିକଟରୁ ସେମାନଙ୍କୁ ବାନ୍ଧିଛି ଏସଟିଏଫ୍ । ଜବତ ହୋଇଛି ଏକ କଲରାପତରିଆ ବାଘ ଛାଲ । ଗିରଫ ଅଭିଯୁକ୍ତମାନେ ହେଲେ ଦେବଗଡ଼ ସଲୋହି ଗାଁର ସୋମନାଥ ପାତ୍ର…

ଆଜି ରାଜ୍ୟରୁ ୧୧୩ କରୋନା ପଜିଟିଭ୍, ୪ ଜିଲ୍ଲାରେ ଦୁଇ ଅଙ୍କ ଉପରେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ବଢୁଛି କରୋନା କାୟା । ଓଡ଼ିଶାରେ ବି ବଢ଼ିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬୭ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୪୬ଟି । ୨୧ ଜିଲ୍ଲାରୁ ନୂଆ ପଜିଟିଭ୍ ବାହାରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ…

ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ବିଜ୍ଞପ୍ତି ପ୍ରକାଶ ସହ ପ୍ରାର୍ଥୀ ଆଜିଠାରୁ ନାମାଙ୍କନ ପତ୍ର ମାର୍ଚ୍ଚ ୩୦ ତାରିଖ ଯାଏ ଦାଖଲ କରିପାରିବେ । ନାମାଙ୍କନ ପତ୍ର ଯାଞ୍ଚ ୩୧ ତାରିଖରେ ସରିବ ।…

ଦ୍ୱିତୀୟ ଡୋଜ୍ କୋଭିଡ୍ ଟିକା ନେବା ପରେ କିରାଣି କରୋନା ସଂକ୍ରମିତ

ବଲାଙ୍ଗିର: କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ୍ ନେବା ପରେ କରୋନା । ବଲାଙ୍ଗିର ଜିଲ୍ଲାରେ କାର୍ଯ୍ୟରତ ରାଜ୍ୟ ସରକାରଙ୍କ ଜଣେ କର୍ମଚାରୀ ଦ୍ୱିତୀୟ ଡୋଜ୍ କରୋନା ଟିକା ନେବା ପରେ ବି କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କିରାଣି ଭାବେ କାର୍ଯ୍ୟରତ…

ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ, ଏପ୍ରିଲ୍ ୯ରୁ ଯାତ୍ରା

ବ୍ରହ୍ମପୁର: ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ଯାତ୍ରା ଲାଗି ସୋମବାର ବିଳମ୍ବିତ ରାତିରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ବଡ଼ବଜାର ଦେଶୀବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ ସ୍ଥାନରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ଦୁଇ ବର୍ଷକୁ ଥରେ ମା’ଙ୍କ ଯାତ୍ରା ହୋଇଥାଏ । କୋଭିଡ୍…