Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାପ୍ରଭୁଙ୍କୁ ଦର୍ଶନ କଲେ ମହାମହିମ, ଶ୍ରୀମନ୍ଦିରର ଉନ୍ନତି ପାଇଁ ଦେଲେ ୧ ଲକ୍ଷ ଟଙ୍କାର ଚେକ୍

ପୁରୀ: ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସାଙ୍ଗରେ ପତ୍ନୀ ସବିତା କୋବିନ୍ଦ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଆଜି ସକାଳେ ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀରେ ପହଞ୍ଚି ସେଠାରେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି ।…

କଟକରୁ ୧୧ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀ ଗିରଫ

କଟକ: ପୁଣି ବ୍ରାଉନସୁଗର ବେପାରୀ ଗିରଫ । କଟକ ମର୍କତନଗର ଅଞ୍ଚଳରୁ ଜବତ ହୋଇଛି ୧୧୦ ଗ୍ରାମ ବ୍ରାଉନସୁଗର । ଯାହାର ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ । ଏହି ଘଟମାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କୁ ପଚରାଉଚରା କରାଯାଇଛି । ରାକେଟରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ? କେବେଠାରୁ ଧଳା…

ମାଡୁଛି ମହାମାରୀ: ଆଜି ରାଜ୍ୟରୁ ୧୪୬ ପଜିଟିଭ୍, ଖୋର୍ଦ୍ଧାରେ ସର୍ବାଧିକ ୩୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ପୁଣି ଥରେ ଶହେ ପାର କରିଛି ଦୈନିକ ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪୬ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୭ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ୫୯ଟି ରହିଛି । ୧୯ ଜିଲ୍ଲାରୁ…

ଭୁବନେଶ୍ୱର XIMBରେ ୨୩ଜଣ କରୋନା, କ୍ୟାମ୍ପସକୁ ସିଲ୍ କଲା ବିଏମସି

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱରରେ ଜାଭିୟର ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟରୁ ବହୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୨୩ ଜଣ ସଂକ୍ରମିତ ହେଲେଣି । ଏହାପରେ XIMB କ୍ୟାମ୍ପସକୁ ସିଲ କଲା ଭୁବନେଶ୍ୱର ମହାନଗର ନିଗମ ।…

ପୁଅ ସାଜିଲା ପିଶାଚ: ଟାଙ୍ଗିଆରେ ହାଣି ବାପାଙ୍କୁ ହତ୍ୟା କଲା, ମାଆ ଗୁରୁତର

ଅନୁଗୁଳ: ପୁଅ ନାଁରେ କଳଙ୍କ । ପିତୃ ହନ୍ତା । ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ । ଆକ୍ରମଣରେ ମାଆ ଗୁରୁତର ହୋଇଛନ୍ତି । ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁର ଗାଁରେ ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଦୁର୍ଗାପୁର କୁଡ଼ାସାହିର କୃଷ୍ଣଚନ୍ଦ୍ର ବେହେରା । ତାଙ୍କ…

କଟକ ଏସସିବିରୁ ଡିସଚାର୍ଜ ହେବ ଜଗା

କଟକ: ଯୋଡ଼ାମୁଣ୍ଡ ଅଲଗା ହେବା ପରେ ଦିଲ୍ଲୀ ଏମସରୁ ଆସି କଟକ ଏସସିବିରେ ଚିକିତ୍ସିତ ହେଉଥିବା କନ୍ଧମାଳର ଶିଶୁ ଜଗା ଏଠାରୁ ଡିସଚାର୍ଜ ହେବ । କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାର ଚିକିତ୍ସା କରାଯିବ । ଏଥିପାଇଁ କନ୍ଧମାଳରୁ ଏକ ଦୁଇ ଜଣିଆ ଡାକ୍ତରୀ ଟିମ୍ ଆଜି ଏସସିବି ଆସୁଛନ୍ତି ।…

ନୀଳକନ୍ଦରରେ ନୀଳମଣିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ: ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କଡ଼ା ସୁରକ୍ଷା ଭିତରେ ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ।…

ହୃଦସ୍ପନ୍ଦନ ବନ୍ଦ କରୁଛି ‘ହୁକ୍କା’

ବଦଳୁଛି ଲାଇଫ ଷ୍ଟାଇଲ । ନୂଆ ନୂଆ ଏକ୍ସପେରିମେଣ୍ଟ କରିବା ପାଇଁ ଆଗଭର ହେଉଛନ୍ତି ଯୁବପୀଢି । ଆଉ ଏହି ସମୟରେ ନିଶାର ଜାଲରେ ଫସିଯାଉଛନ୍ତି ଯୁବାବର୍ଗ । ଯୁବାବର୍ଗଙ୍କୁ ଆକୃଷ୍ଟ କରିବା ପାଇଁ ଦ୍ବୈତନଗରୀରେ ଖୋଲିଚାଲିଛି ଶହ ଶହ ହୁକ୍କା ବାର । କାରଣ ଏହିକିଛି ବର୍ଷ ହେବ ବଦଳିଲାଣି ନିଶାର…

ଶ୍ରୀଜିଉଙ୍କୁ ୩୧ କିଲୋଗ୍ରାମର ରୂପା ଦାନ କଲେ ଶ୍ରଦ୍ଧାଳୁ

ପୁରୀ: ଜୈନକ ଭକ୍ତ ରବିବାର ଦିନ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ୩୧ କିଲୋଗ୍ରାମ ରୂପା ଦାନ କରିଛନ୍ତି। ସମ୍ପୃକ୍ତ ଦାତା ଜଣକ ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ କାର୍ଯ୍ୟାଳୟରେ ରୂପା ହସ୍ତାନ୍ତର କରିଥିଲେ। ଏହି ରୂପା ଜଗନ୍ନାଥ ମନ୍ଦିର ପରିସରରେ…

ଆଜି ସାତକୋଶିଆରୁ ବାହୁଡ଼ିବ ବାଘୁଣୀ ‘ସୁନ୍ଦରୀ’

ଅନୁଗୋଳ: ସାତକୋଶିଆରୁ ଫେରିଯିବ ସୁନ୍ଦରୀ । ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟର ଘୋରେଲାକୁ ବାହୁଡ଼ିବ । ସୁନ୍ଦରୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ସାତକୋଶିଆ ଅଭୟାରଣ୍ୟର ରାଇଗୁଡ଼ା ଜଙ୍ଗଲରେ ବନ୍ଦୀ ବାଘୁଣୀର ସ୍ଥିତି ଅନୁଧ୍ୟାନ କରିଛନ୍ତି ମଧ୍ୟପ୍ରଦେଶରୁ ଆସିଥିବା ୭ ଜଣିଆ…