Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିର ଆସୁଛନ୍ତି ରାଷ୍ଟ୍ରପତି

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱରରୁ ବାହାରି ସକାଳ ୯ଟା ୫ମିନିଟରେ ଶ୍ରୀମନ୍ଦିରରେ ପହଞ୍ଚିବେ । ପାଖାପାଖି ୪୦ ମିନିଟ ମନ୍ଦିର ଭିତରେ ରହିବେ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ବିମଳା ଓ ମହାଲକ୍ଷ୍ମୀ ମନ୍ଦିର ଯିବେ ।…

ନକଲି ମଦ ମାମଲାରେ ହୋମିଓପାଥିକ ଡାକ୍ତର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁରରେ ନକଲି ମଦ ମାମଲାରେ ହୋମିଓପାଥିକ ଡାକ୍ତର ତଥା ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ସୂଚନାନୁସାରେ, ଗତ ଜାନୁଆରୀ ୭ରେ ବୈଦ୍ୟନାଥପୁର ପୋଲିସ ପକ୍ଷରୁ ମଦ ତିଆରି ୟୁନିଟ୍ ଉପରେ ଚଢ଼ାଉ କରିଥିଲା। ହେଲେ ମୁଖ୍ୟ ଅଭିଯୁକ୍ତ ହରିଶ ଚନ୍ଦ୍ର ସାହୁ ଫେରାର…

ଜଙ୍କିଆରେ ବୋମା ସହ ଟେକା ପଥର ମାଡ଼, ୫ ଆହତ

ଟାଙ୍ଗି : ଟାଙ୍ଗି ଜଙ୍କିଆ ଥାନା ଓଳସିଂ ପଞ୍ଚାୟତ ଡମଣଭୂମି ଗାଁରେ ଗୋଷ୍ଠୀ ସଂଘର୍ଷ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ବୋମାମାଡ଼ ସାଙ୍ଗକୁ ଟେକା ପଥର ମାଡ଼ କରିଛନ୍ତି । ଟେକା ପଥର ମାଡ଼ରେ ୫ ଜଣ ଆହତ ହୋଇଚନ୍ତି । ସମସ୍ତ…

ଆସନ୍ତାକାଲି ପୁରୀ ଓ କୋଣାର୍କ ଯିବେ ରାଷ୍ଟ୍ରପତି

ପୁରୀ : ଆସନ୍ତାକାଲି ପୁରୀ ଓ କୋଣାର୍କ ଗସ୍ତରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଗସ୍ତ ପୂର୍ବରୁ ବରିଷ୍ଠ ପୋଲିସ ଅଧିକାରୀ…

‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ପ୍ରତି କଲେଜକୁ ୫୦ ହଜାର ଟଙ୍କା ଦେବାକୁ ନବୀନଙ୍କ ଘୋଷଣା 

ଭୁବନେଶ୍ୱର: ପ୍ରଥମେ ‘ମୋ ସ୍କୁଲ’ ପରେ ଏବେ ‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂରେ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ କଲେଜରେ ଛାତ୍ରଛାତ୍ରୀ ଏଥିରେ ଯୋଡ଼ି ହୋଇଥିଲେ । ରାଜ୍ୟର…

ରାଜ୍ୟରୁ ୫୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୨୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ମୋଟ୍ ସୁସ୍ଥତାଙ୍କ ମଧ୍ୟରେ ସୁନ୍ଦରଗଡରୁ…

କତାରରୁ ଓଡିଆ ଯୁବକଙ୍କ ମରଶରୀର ଫେରାଇ ଆଣିବାକୁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ, ଭାରତୀୟ ରାଷ୍ଟ୍ରଦୂତଙ୍କୁ ଲେଖିଲେ ଚିଠି

କେନ୍ଦ୍ରାପଡା: କତାରରୁ ଓଡ଼ିଆ ଯୁବକଙ୍କ ମରଶରୀର ଫେରାଇ ଆଣିବାକୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ । କେନ୍ଦ୍ରାପଡା ଜିଲ୍ଲା ପାଟ୍ଟକୁରା ଥାନା ସଙ୍କର୍ଶଣ ବାରିକଙ୍କ ପୁଅ ପ୍ରଭାତ କୁମାର ବାରିକ କତାରର ଦୋହା ଠାରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ । ସେଠାରେ…

ସବ୍ୟସାଚୀ ଓ ଅର୍ଚ୍ଚିତାଙ୍କୁ ଭେଟିଲେ ଅଭିନେତା ଗୋବିନ୍ଦା

ଭୁବନେଶ୍ୱର: ବଲିଉଡ ଅଭିନେତା ଗୋବିନ୍ଦା ରବିବାର ଦିନ ନବବିବାହିତ ଓଲିଉଡ଼ ଦମ୍ପତି ସବ୍ୟସାଚୀ ଏବଂ ଅର୍ଚ୍ଚିତାଙ୍କୁ ଭେଟିଛନ୍ତି। ବିବାହ ପରେ ପ୍ରଥମ ଥର ପାଇଁ ଏହି ଦମ୍ପତିଙ୍କୁ ଭେଟି ଗୋବିନ୍ଦା ସେମାନଙ୍କ ସୁଖୀ ଦାମ୍ପତ୍ୟ ଜୀବନ କାମନା କରିବା ସହ ଭୁବନେଶ୍ୱର ସ୍ଥିତ ଘରେ କିଛି ସମୟ…

ଆସନ୍ତା ୨୪ ଘଣ୍ଟାରେ ଏସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ…

କାଲି ମହାପ୍ରଭୂଙ୍କୁ ଦର୍ଶନ କରିବେ ମହାମହିମ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି 

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଆଜି ପୁରୀରେ ପୋଲିସ ପକ୍ଷରୁ  କାରକେଡର ମକ ଡ୍ରିଲ ହୋଇଛି । ତାଳ ବଣିଆ ହେଲି ପ୍ୟାଡ଼ରୁ ଶ୍ରୀମନ୍ଦିର ସିଂହଦ୍ୱାର…