Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବର ହିଂସା କାଣ୍ଡ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବର ହିଂସା କାଣ୍ଡ ଭିଆଇଥିବା ସୂଚନା ମିଳିଛି। ଅପହରଣ ପରେ ଯବାନଙ୍କୁ ଗୁଳି କରି ହତ୍ୟା କଲେ ଲାଲବାହିନୀ । ସୋନୁ ପୁନମ ନାମକ ଜଣେ ଡିଆରଜି ଜବାନ ଗତକାଲି ରାତିରେ ମୋଟର ସାଇକେଲ ଯୋଗେ ନିଜ ଶ୍ବଶୁର ଘରକୁ…

ଦେଶରେ ପୁଣି ୩ଲକ୍ଷ ଟପିଲା କରୋନା ଆକ୍ଟିଭ୍ କେସ୍, ୨୪ ଘଣ୍ଟା ପାଖାପାଖି ୪୪ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ମାଡୁଛି କରୋନା କାୟା । ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୩ହଜାର ୮୪୬ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୧୯୭ ଜୀବନ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୫ ଲକ୍ଷ ୯୯ହଜାର…

ଆଜି ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳ ୯ଟାରେ ଶ୍ରୀ କୋବିନ୍ଦ କାରକେଡରେ ରାଜଭବନରୁ ବାହାରି ୯ଟା ୫ରେ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ୯ଟା ୧୫ମିନିଟରେ ଝାରସୁଗୁଡା ବିମାନବନ୍ଦର ଅଭିମୁଖେ ବିମାନରେ ଯିବେ । ସେଠାରେ ୯ଟା ୫୫ରେ…

ପଡ଼ୋଶୀ ଘରେ ଲାଗିଥିବା ନିଆଁ ଲିଭାଇବାକୁ ଯାଇ ମାଆପୁଅ ମୃତ

ଯାଜପୁର: ଯାଜପୁର ବାଲିଚନ୍ଦ୍ରପୁର ଥାନା ନଳିପୁର ଗାଁରେ ଅଭାବନୀୟ ଘଟଣା । ପଡ଼ୋଶୀଙ୍କୁ ସାହାଯ୍ୟ କରିବାକୁ ଯାଇ ପ୍ରାଣ ହାରିଲେ ମାଆପୁଅ । ପଡ଼ୋଶୀଙ୍କ ଘରେ ଲାଗିଥିବା ନିଆଁକୁ ଲିଭାଇବା ଉଦ୍ୟମ ବେଳେ ବିଦ୍ୟୁତ୍ ଆଘାତରେ ମାଆପୁଅଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ବିଳମ୍ବିତ ରାତିରେ…

ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୪ ମୃତ

ଅନୁଗୁଳ: ୫୫ ନମ୍ବର ଜାତୀୟ ରାଜପଥର ଅନୁଗୁଳ ଜରପଡ଼ା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସକୁ ସାମ୍ନା ପଟୁ ଆସୁଥିବା ଗ୍ୟାସ୍ ଟ୍ୟାଙ୍କର ଧକ୍କା ଦେଇଛି । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି…

ପରଲୋକରେ ଓଡିଶାର ପ୍ରଥମ ଓଡିଶୀ ନୃତ୍ୟାଙ୍ଗନା ଲକ୍ଷ୍ମୀପ୍ରିୟା ମହାପାତ୍ର

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଓଡିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଗତ କିଛି ଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇ…

ଜେଏମଏମରେ ମିଶିଲେ ବିଜେଡିର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା

ରାଇରଙ୍ଗପୁର: ମୟୂରଭଞ୍ଜର ପୂର୍ବତନ ବିଜେଡି ସାଂସଦ ରାମଚନ୍ଦ୍ର ହାଁସଦା ଶନିବାର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ରେ ଯୋଗ ଦେଇଛନ୍ତି। ସୁନ୍ଦରଗଡ ଜିଲ୍ଲାର ରାଇରଙ୍ଗପୁର ବ୍ଲକ ଗ୍ରାଉଣ୍ଡରେ ଆୟୋଜିତ ଏକ କାର‌୍ୟ୍ୟକ୍ରମରେ ବରିଷ୍ଠ ଜେଏମଏମ ନେତା ତଥା ଝାଡଖଣ୍ଡ ମନ୍ତ୍ରୀ ଚମ୍ପାଇ ସୋରେନ…

ଢେଙ୍କାନାଳରେ ଭୋଜିଖାଇ ୨ ମୃତ, ୧୫ରୁ ଅଧିକ ଅସୁସ୍ଥ

ଢ଼େଙ୍କାନାଳ : ଢ଼େଙ୍କାନାଳ କାମାକ୍ଷାନଗର ଥାନା ବେଢ଼ାପାଳ ଗାଁରେ ଅଭାବନୀୟ ଘଟଣା । ଭୋଜି ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୫ ଜଣ ଅସୁସ୍ଥ ଅଛନ୍ତି । ମୃତକ ହେଲେ ବେଢ଼ାପାଳ ଗାଁର ବାଙ୍କ ମଲ୍ଲିକ ଓ ଭଗବାନ ମଲ୍ଲିକ । ଅସୁସ୍ଥଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୪ ଜଣ…

ଏନ୍‌ଏବିଏଚ୍ ସ୍ୱୀକୃତି ଲାଭ କଲା ସମ୍ ଅଲ୍‌ଟିମେଟ୍ ମେଡିକେୟାର

ଭୁବନେଶ୍ୱର: ସୁରକ୍ଷା ଓ ରୋଗୀ ସେବା କ୍ଷେତ୍ରରେ ଉତ୍କୃଷ୍ଟ ମାନ୍ୟତାର ପ୍ରତୀକ ନ୍ୟାସ୍‌ନାଲ୍ ଆକ୍ରେଡିଟେସନ୍ ବୋର୍ଡ ଫର୍ ହସ୍ପିଟାଲ୍ ଆଣ୍ଡ ହେଲ୍‌ଥ କେୟାର ପ୍ରୋଭାଇଡର୍ସ (ଏନଏବିଏଚ୍‌) ସାର୍ଟିଫିକେଟ୍ ପାଇବା ନିମନ୍ତେ ଯୋଗ୍ୟତା ହାସଲ କରିଛି ଦ ୱାନ୍ ଷ୍ଟପ୍‌, ନେକ୍ସ ଜେନେରେସନ୍…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଇଏମଡିର ବୁଲେଟିନ ଅନୁଯାୟୀ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ଧରଣର ବର୍ଷା ସମ୍ଭାବନା ରହିଛି।…