Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜମିବାଡ଼ି ପାଇଁ ଜଣେ ଭାଇ ଆଉ ଜଣେ ଭାଇର ନେଲା ଜୀବନ

ବାଲେଶ୍ବର:ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ବରଡିହା ପଞ୍ଚାୟତର ବଣକାଟି ଗ୍ରାମରେ ଏକ ଅଭାବନୀୟ ଘଟଣା । ଜମିଜମା ଭାଗବଣ୍ଟାକୁ ନେଇ ସାନ ଭାଇ ଆକ୍ରମଣରେ ବଡ଼ ଭାଇର ମୃତ୍ୟୁ । ସାନ ଭାଇ ଗିରଫ । ପୋଲିସର ତଦନ୍ତ ଜାରି ରହିଛି । ମୃତକ ହେଲେ ବଡ଼ ଭାଇ ଖୁଦିରାମ(୪୫)। ଖବରମୁତାବକ,…

ଡିସେମ୍ବରରେ ଓଡ଼ିଶାରେ ହେବ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ 

ଭୁବନେଶ୍ୱର: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସ ୬-୭ ରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ । ଏଥିରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ଏମାନଙ୍କ ମଧ୍ୟରେ ୟୁକେର ପୂର୍ବତନ…

ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ଏକରରେ ଆଳୁଚାଷ ଲକ୍ଷ୍ୟ, ୩ ଲକ୍ଷ କୁଇଣ୍ଟାଲ ବିହନ… 

ଭୁବନେଶ୍ୱର: ଚଳିତ ବର୍ଷ ସରକାର ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି। ଆଳୁ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭର କରିବା ଅଭିଯାନରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

ଓପିଟିସିଏଲ କଲୋନୀରେ ଅତ୍ୟାଧୁନିକ କ୍ରୀଡା କ୍ଷେତ୍ରର ଶିଳାନ୍ୟାସ; ରହିବ ଅଲିମ୍ପିକ୍-ମାନକ ନିର୍ଦ୍ଧାରିତ ସୁଇମିଂ ପୁଲ୍…

ଭୁବନେଶ୍ୱର:ଓଡିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ (OPTCL) ଏହାର ସ୍ପୋର୍ଟସ ଆରେନା - ସ୍ୱାସ୍ଥ୍ୟ, ମନୋରଞ୍ଜନ ଏବଂ କ୍ରୀଡା ଉତ୍କର୍ଷତାକୁ ପ୍ରୋତ୍ସାହିତ କରିବା ପାଇଁ ଡିଜାଇନ୍ କରାଯାଇଥିବା ଏକ ଆଧୁନିକ, ଏକାଧିକ-କ୍ରୀଡା ସୁବିଧାର ଶିଳାନ୍ୟାସ ସହିତ କର୍ମଚାରୀ କଲ୍ୟାଣ ଏବଂ…

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ୨ ଅଭିଯୁକ୍ତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପାରଳାଖେମୁଣ୍ଡିର ପୂର୍ବତନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ତାଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କ ଆଗୁଆ ଜାମିନ୍ ଆବେଦନକୁ ହାଇକୋର୍ଟ ଖାରଜ କରିଥିବା ନେଇ ରିପୋର୍ଟ ମିଳିଛି। ତେବେ ଏହି ନିଷ୍ପତ୍ତି ବିଚାରପତି ଭି ନରସିଂହଙ୍କ…

Nuapada bypoll: ମା’ବଞ୍ଜାରୀ ଦେବୀ ମନ୍ଦିରରୁ ନୂଆପଡ଼ାରେ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି

ନୂଆପଡା: ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା' ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ ବିଜୟ ତଥା ନୂଆପଡ଼ାର…

ଏଣିକି ଭିଡିଓ କନଫରେନ୍ସିଂରେ ଶୁଣାଣି ନେଇ ଓଡିଶା ମାନବାଧିକାର କମିଶନଙ୍କ ନିର୍ଦ୍ଦେଶାବଳୀ ଜାରି

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନ, ଭୁବନେଶ୍ୱର ସମସ୍ତ ବେଞ୍ଚମାନଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି ସୁଚାରୁ ରୂପେ ସମ୍ପାଦନ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟାକୁ ଏକୀକୃତ ଏବଂ ସୁବ୍ୟବସ୍ଥିତ କରିବା ପାଇଁ କମିଶନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି…

ପୂର୍ବତଟ ରେଳପଥର ଚେତାବନୀ; ଟ୍ରାକ୍ କିମ୍ବା ଚଳନ୍ତା ଟ୍ରେନରେ ସେଲ୍ଫି ଓ ରିଲ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ 

ଭୁବନେଶ୍ୱର: ପୂର୍ବତଟ ରେଳପଥ ଜନସାଧାରଣଙ୍କୁ ବିଶେଷକରି ଯୁବପିଢ଼ି ଏବଂ ସାମାଜିକ ଗଣମାଧ୍ୟମ ରୁଚିଶୀଳମାନଙ୍କୁ ରେଳପଥ ଉପରେ ଟ୍ରାକ୍ ନିକଟରେ କିମ୍ବା ଚାଲୁଥିବା ଟ୍ରେନର ଫୁଟବୋର୍ଡ କିମ୍ବା ଛାତ ଉପରେ ଭିଡିଓ ସୁଟିଂ କରିବା କିମ୍ବା "ରିଲ୍‌" ତିଆରି କରିବାର ମାରାତ୍ମକ ଏବଂ ବେଆଇନ ଅଭ୍ୟାସ…

ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ବେଦାନ୍ତ, ମିଳିବ ୧ ଲକ୍ଷ ନିଯୁକ୍ତି 

ଭୁବନେଶ୍ବର: ଆଜି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ସୂଚନା ଅନୁଯାୟୀ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି…

ଦୁଇ ଦିନିଆ “ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ ୨୦୨୫” ଆରମ୍ଭ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଦ୍ୱାରା ଆୟାଜିତ ଏକ ଦୁଇ ଦିନିଆ “ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ ୨୦୨୫” ଆଜି ଭୁବନେଶ୍ୱରରେ ଉଦଘାଟିତ ହୋଇଛି । ଏଥିରେ ଓଡ଼ିଶାର ସହରଗୁଡ଼ିକୁ ସ୍ମାର୍ଟ, ସମାବେଶୀ ଏବଂ ସ୍ଥାଯ଼ୀ ସହରାଞ୍ଚଳ ଭବିଷ୍ୟତ ଦିଗରେ ଆଗେଇ ନେବାର…