Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦୁଝରରେ ମୋଟର ସାଇକେଲ ଦୁର୍ଘଟଣା, ୨ ମୃତ

କେନ୍ଦୁଝର : କେନ୍ଦୁଝର ସଦର ଥାନା ବନାଯୋଡ଼ି ନିକଟରେ ମୋଟର ସାଇକେଲ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ୍ ବ୍ୟାରିକେଡ୍ ପିଟିହେବାରୁ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଜଣେ ବଡ଼ବିଲ ଥାନା ଝଡ଼ାଗାଁର ଅକ୍ଷୟ ନାଏକ ହୋଇଥିବା ବେଳେ, ଅନ୍ୟ ଜଣେ ଯୁବକଙ୍କର ପରିଚୟ…

ଆସନ୍ତା ୨୦ ତାରିଖରେ ବିଧାନସଭା ଘେରାଉ କରିବ ବିଜେପି

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ସ୍ଥାନ ନପାଇବା ପ୍ରସଙ୍ଗରେ ସରକାରଙ୍କୁ ସମଲୋଚନା କରିଛି ବିଜେପି । ସରକାର ଯେଉଁ ତାଲିକା ପ୍ରସ୍ତୁତ କରିଥିଲେ ସେଥିରେ ଯୋଗ୍ୟ ହିତାଧିକାରୀ ବଞ୍ଚିତ ହୋଇଥିବା କହିଛି ବିଜେପି । ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ବଣ୍ଟନ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୬ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ, କଟକ, ଯାଜପୁର ଓ ମୟୂରଭଞ୍ଜରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ଅନୁଗୁଳ…

ଧାନ କିଣା ପ୍ରସଙ୍ଗରେ କାଲି ଗୃହରେ ଉତ୍ତର ରଖିବେ ମନ୍ତ୍ରୀ

ଭୁବନେଶ୍ବର : ବାରମ୍ବାର ମୁଲତବି ମଧ୍ୟରେ ଚାଲିଥିବା ବିଧାନସଭା ଏକ ରକମ ଶାନ୍ତ ପଡ଼ିଛି । ସର୍ବଦଳୀୟ ବୈଠକ ପରେ ଆସନ୍ତାକାଲି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି । ଏଥିସହ ଆସନ୍ତାକାଲି ଧାନ କିଣା ପ୍ରସଙ୍ଗରେ ଗୃହରେ ଉତ୍ତର ରଖିବେ ଖାଦ୍ୟ ଓ ଯୋଗାଣ…

ବଚନସୁଧା ହତ୍ୟା ମାମଲା, ଦୋଷୀକୁ ଆଜୀବନ କାରାଦଣ୍ଡ

ଭୁବନେଶ୍ବର : ବହୁ ଚର୍ଚ୍ଚିତ ରସୁଲଗଡ଼ ବଚନସୁଧା ହତ୍ୟାକାଣ୍ଡ ମାମଲାରେ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଦଣ୍ଡ ରାୟ ଶୁଣାଣି କରିଛନ୍ତି । ଗତ ୨୦୧୩ ଅଗଷ୍ଟ ୧୧ ତାରିଖରେ ବଚନସୁଧା ପଟ୍ଟନାୟକଙ୍କୁ ବୀଭତ୍ସ ହତ୍ୟା କରିଥିଲା ସୁରକ୍ଷାକର୍ମୀ ଦୀପ୍ତି ରଞ୍ଜନ…

ମହିଳାଙ୍କୁ ସ୍ବାବଲମ୍ବୀ କରୁଛି ଜେଏସପିଏଲ ଫାଉଣ୍ଡେସନ, ୬୦ଜଣ ଗ୍ରାମୀଣ ମହିଳା ଉଦ୍ୟୋଗୀ ପୁରସ୍କୃତ  

ବଡ଼ବିଲ: ନିଜେ ଉଦ୍ୟୋଗୀ ହୋଇ ଅନ୍ୟମାନଙ୍କୁ ରୋଜଗାରର ବାଟ ଦେଖାଇଥିବା ୬୦ ଜଣ ଗ୍ରାମୀଣ ମହିଳାଙ୍କୁ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ପୁରସ୍କୃତ କରାଯାଇଛି ।  କେନ୍ଦୁଝର ଜିଲ୍ଲାର ଦେଓଝର ଏବଂ କଣ୍ଡରା ଗ୍ରାମପଞ୍ଚାୟତର ଏହି ମହିଳାମାନେ ଫାଉଣ୍ଡେସନ ଦ୍ୱାରା ବିଭିନ୍ନ ଜୀବିକା ସୃଷ୍ଟିକାରୀ…

ଦିଲ୍ଲୀ ଚାଲାଣ ବେଳେ ୧୪୦ କିଲୋ ଗଞ୍ଜେଇ ଜବତ, ୩ ଗିରଫ

କଟକ: ଓଡ଼ିଶାରୁ ଦେଶ ବିଭିନ୍ନ ରାଜ୍ୟକୁ ବଢୁଛି ଗଞ୍ଜେଇ ଚୋରା ଚାଲାଣ । କୋରାପୁଟରୁ ଦିଲ୍ଲୀ ଚାଲାଣ ବେଳେ ୧କ୍ୱିଣ୍ଟାଲ ୪୦ କିଲୋ ଗଞ୍ଜେଇ ଜବତ କରିଛି କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ଏକ ବିଳାସପୂର୍ଣ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି ।…

ବରଗଡର ସଫଳ ଚାଷୀ ରାମକୃଷ୍ଣ ସାହୁ ….କଣ ତାଙ୍କ ସଫଳତାର ରହସ୍ୟ, ଆସନ୍ତୁ ଜାଣିବା

ବରଗଡ: ସୋହେଲା ବ୍ଲକ ଘୁମୁନିପାଲି ଗାଁର ରାମକୃଷ୍ଣ ସାହୁ । ପରିବାର କହିଲେ ବାପା, ମା, ସ୍ତ୍ରୀ ଏବଂ ଗୋଟେ ଝିଅ । ବାପା ତାଙ୍କର ଚାଷ କାମ କରି ପରିବାର ଚଳାଉଥିଲେ । ରାମକୃଷ୍ଣ ନବମ ଶ୍ରେଣୀ ଯାଏଁ ପାଠ ପଢିବା ପରେ ସହରକୁ ବାହାରକୁ ଯାଇ ଏକ ବେସରକାରୀ ସଂସ୍ଥାରେ ଦୀର୍ଘ ୭ ବର୍ଷ କାଳ…

ବିଜେପି ବିଧାୟକଙ୍କୁ ଆଲୋଚନାରେ କି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ମଣ୍ଡିରୁ ଧାନ ଉଠିାଇବା ଓ ବିଧାନସଭା ଅଚଳାବସ୍ଥା ସମ୍ପର୍କରେ ବିଜେପି ବିଧାୟକଙ୍କ ସହ ନବୀନ ନିବାସରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହର ନେତାଙ୍କୁ ଭେଟି ଆଲୋଚନା କରିଛନ୍ତି ବିଜେପି ବିଧାୟକ । ଆଜି ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା…

ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଓ ଧାନ ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଯାଇଛି ବିଜେପି ବିଧାୟକଙ୍କ ଟିମ୍ । ସେମାନେ ନବୀନ ନିବାସ ଆଗରେ ଧାରଣା ଦେଇଥିବା ବେଳେ ସେମାନଙ୍କୁ ଭେଟିବା ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ଚାଲି…