Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାଷୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସରେ ବିଜେପି ବିଧାୟକ ଟିମ୍

ଭୁବନେଶ୍ୱର: ଚାଷୀ ପ୍ରସଙ୍ଗରେ ବିଧାନସଭା ଅଚଳ । ଚାଲି ପାରୁନି ଗୃହ । ଛଅ ଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଆସୁଛି ବିଜେପି ବିଧାୟକଙ୍କ ଟିମ୍ । ମଣ୍ଡିରୁ କେବେ ଧାନ ଉଠିବ ସେନେଇ ଆଲୋଚନା…

ଓକିଲଙ୍କୁ ଭେଟିପାରିବେ ଆକାଶ ପାଠକ, ଅନୁମତି ଦେଲେ ହାଇକୋର୍ଟ

କଟକ: ନିଜ ଓକିଲଙ୍କ ସହ ସାକ୍ଷାତ କରିପାରିବେ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ । ମାମଲାର ଶୁଣାଣି କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏଥିସହ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ । ରାଜ୍ୟ ସରକାର, ଜେଲ୍ ଡିଜି ଓ ରାଜ୍ୟ ଆଇନସେବା…

ସାପଙ୍କ କବଜାରେ ପୁରୀ ବ୍ଲୁ ଫ୍ଲାଗ ବିଚ୍

ପୁରୀ: ବ୍ଲୁ ଫ୍ଲାଗ ବିଚରେ ସାପ ଆତଙ୍କ । ପୁରୀ ବେଳାଭୂମିରେ ନୂଆ କରି ନିର୍ମାଣ କରାଯାଇଥିବା ବ୍ଲୁ ଫ୍ଲାଗ ବିଚରେ ସାପ ଆତଙ୍କ ଦେଖାଦେଉଛି । ଯାହା ଅଧିକାରୀମାନଙ୍କ ମୁଣ୍ଡ ବଥାର କାରଣ ପାଲଟିଛି । ୧୫ ଦିନ ତଳେ ମହିଳା ଶୌଚାଳୟରେ ଏକ ନାଗ ସାପ ପସିଯାଇଥିଲା । କର୍ତ୍ତୃପକ୍ଷଙ୍କୁ ସାପକୁ…

ଡ୍ରୋନ ମାଧ୍ୟମରେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲା NSG ଟିମ୍

ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇଲା NSG ଟିମ୍ । ଡ୍ରୋନ୍ ମାଧ୍ୟମରେ NSG ଟିମ୍ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି । ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ବୁଲି ଭଲ ଭାବେ ଏନଏସଜି ଟିମ୍ ସୁରକ୍ଷା ବ୍ୟବସ୍ଥା ଦେଖିଛି ।  ଆଜି ଭୋର ସମୟରେ ଏନଏସଜିର ୩ଜଣିଆ ଟିମ୍ ସୁରକ୍ଷା…

ରାଜ୍ୟରେ ଆଜି ନୂଆ ୮୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୪୮୯କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ…

ଅନୁଭବଙ୍କ ବିରୋଧରେ ପୁଣି ଅଭିଯୋଗ କଲେ ବର୍ଷା 

କଟକ: ଓଲିଉଡର ଚର୍ଚ୍ଚିତ ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବୈବାହିକ ବିବାଦ ଚାଲିଥିବା ବେଳେ ସେ ପୁଣି ଥରେ ସ୍ୱାମୀ ଏବଂ ଶାଶୁଙ୍କ ବିରୋଧରେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ବୁଧବାର ଦିନ ପୁରୀଘାଟ ଥାନାରେ ବର୍ଷା ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ…

ଭିଜିଲାନ୍ସ ଜାଲରେ ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଦାନନ୍ଦ ସୁନାନୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଦାନନ୍ଦ ସୁନାନୀଙ୍କ ଘର ଉପରେ ଭିଜିଲାନ୍ସ ଚଢ଼ାଉ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି ।  ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଦ୍ୱାରା ଚଢାଉ କରାଯାଉଛି । ଖଡ଼ିଆଳସ୍ଥିତ ତାଙ୍କ…

ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ଟିକାକରଣ

ଭୁବନେଶ୍ବର: ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତଙ୍କୁ ଦିଆଯିବ କୋରୋନା ଟିକା । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରତିଦିନ ୫୦ ଜଣ ଲେଖାଏଁ ୩୦୦ ସେବାୟତଙ୍କ ଟିକାକରଣ କରାଯିବ । ସୂଚନା ଅନୁଯାୟୀ, ଭୁବନେଶ୍ବରରେ ମାର୍ଚ ୧୬ ସୁଦ୍ଧା ୧ ଲକ୍ଷ ୭…

ଭିଜିଲାନ୍ସ ଜାଲରେ ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘର ସମେତ ୬ଟି ସ୍ଥାନରେ ଏହି ଭିଜିଲାନ୍ସ ଚଢଉ ଚାଲିଛି । ରାୟଗଡ଼ା ଭିଜିଲାନ୍ସ ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ ୪ ଜଣିଆ ଟିମ ଏହି ଚଝଉ…

କେଭିପିୱାଇରେ ସାଇ ଇଣ୍ଟର ନ୍ୟାସନାଲର ଅତୀଶ ଓଡିଶା ଟପ୍ପର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିୱାଇ)ରେ ଓଡିଶାରୁ ଟପର ହୋଇଥିବା ଅତୀଶ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଏଥି ସହ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳମୟ ଭବିଷ୍ୟତ…