Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖେଳ ହେଲା କାଳ, ଖେଳୁ ଖେଳୁ ହୃଦଘାତରେ ଚାଲିଗଲା ଜୀବନ

ଅନୁଗୁଳ: ଖେଳ ହେଲା କାଳ। ଖେଳୁଥିବା ସମୟରେ ଚାଲିଗଲା ଜୀବନ । ଖେଳୁ ଖେଳୁ ପଡ଼ିଆରେ ଟଳି ପଡିଲେ ଯୁବକ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ତାଳଚେର ଟିଟିପିଏସ ଠାରେ । ଗତକାଲି ଟିଟିପିଏସ ଠାରେ ଏକ ଜିଲ୍ଲା ସ୍ତରୀୟ ଭଳିବଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏଥିରେ ରାତି ପ୍ରାୟ ୧୦.୩୦ ମିନିଟରେ…

୫ ଦିନ ହେଲା ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ, ଆଜି ବି ଗୃହ କାର୍ଯ୍ୟ ଆରମ୍ଭରୁ ମୁଲତବି

ଭୁବନେଶ୍ୱର: ଆଜି ବି ଚାଲିପାରିଲାନି ବିଧାନସଭା । ଗୃହ ଆରମ୍ଭରୁ ହଟ୍ଟଗୋଳ, ହୋହଲ୍ଲା ଯୋଗୁ ବାଚସ୍ପତି ବିଧାନସଭାକୁ ଦିନ ୧୨ଟା ଯାଏ ମୁଲତବି ଘୋଷଣା କରିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ଦିନରୁ ଗୃହରେ ଏମିତି ଅଚଳାବସ୍ଥା ଲାଗି ରହିଛି । ବିରୋଧୀ ଧାନ ମଣ୍ଡି ପ୍ରସଙ୍ଗରେ…

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କୁ ଟିକାକରଣ, ଦିନକୁ ଟିକା ନେବେ ଶହେ ଜଣ

ପୁରୀ: ଆଜିଠୁ ଆରମ୍ଭ ହେଉଛି ଶ୍ରୀମନ୍ଦିର ସେବାୟତଙ୍କୁ ଟିକାକରଣ । ଏଥିପାଇଁ ସ୍ୱତନ୍ତ୍ର ଶିବିରର ଶୁଭାରମ୍ଭ କରାଯିବ । ପ୍ରତିଦିନ ୧୦୦ ଜଣ ସେବାୟତଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ଲୋକନାଥ ରୋଡ୍ ପ୍ରତିହାରୀ ନିଯୋଗଠାରେ ଏହି ଟିକାକରଣ କାର୍ଯ୍ୟକ୍ପମ ଚାଲିବ । ଏହି ଶିବିରକୁ…

କୁକୁର ବୁଲାଇବାକୁ କେନ୍ଦ୍ର କରି ବଚସାରୁ ଗୁଳିମାଡ଼

ବ୍ରହ୍ମପୁର: କୁକୁର ବୁଲାଇବାକୁ କେନ୍ଦ୍ର କରି ପ୍ରଥମେ ଝଗଡ଼ା ପରେ ଗୁଳିମାଡ଼ । ମଙ୍ଗଳବାର ବିଳମ୍ବିତ ରାତିରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳେ ଏଭଳି ଘଟିଛି । ସୂଚନା ଅନୁସାରେ ବୈଦ୍ୟନାଥପୁର ଥାନା ଖଡ଼ା ସିଂ ଧୋବାସାହିର ଜଣେ ଯୁବକ ରାତିରେ ବାହାରେ କୁକୁରକୁ ବୁଲାଉଥିଲେ । ଯାହାର…

ଭୁବନେଶ୍ୱର ଓମଫେଡ୍ ଛକରେ ଫାଟିଲା ବିଦ୍ୟୁତ ଟ୍ରାନ୍ସଫର୍ମର, ୪ଜଣ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଅଘଟଣ । ଫାଟିଲା ବିଦ୍ୟୁତ ଟ୍ରାନ୍ସଫର୍ମର । ଚନ୍ଦ୍ରଶେଖରପୁର ଓମଫେଡ୍ ପାର୍ଲର ପାଖରେ ଥିବା ଟ୍ରାନ୍ସଫର୍ମର ଫାଟିବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କ ଭିତରେ ଟ୍ରାନ୍ସଫର୍ମର ପାଖରେ ଜଳଖିଆ ଦୋକାନ କରିଥିବା ବାପା ଓ ପୁଅ ଥିବା ଜଣା ପଡ଼ିଛି । ୪ ଆହତଙ୍କୁ…

ଫୋଟୋ ଚିତ୍ର ପ୍ରଦର୍ଶନୀ ‘ଆଜାଦୀ କା ଅମୃତ ମହୋତ୍ସବ’ ଉଦଯାପିତ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ୫ ଦିନିଆ 'ଆଜାଦୀ କା ଅମୃତ ମହୋତ୍ସବ' ଶୀର୍ଷକ ଫୋଟୋ ଚିତ୍ର ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଏହି ଅବସର 'ଓଡ଼ିଶାରେ ଗାନ୍ଧୀ 'ବିଷୟ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରକୁ ଭାରତୀୟ ସୂଚନା ସେବାର ବରିଷ୍ଠ…

ରିଲାଏନ୍ସ ଫାଉଣ୍ଡେସନର ମିଶନ କୋଭିଡ ସୁରକ୍ଷା ଅଭିଯାନ, ଓଡ଼ିଶାର ୨୨ ଜିଲ୍ଲାରେ ୩ ଲକ୍ଷରୁ ଅଧିକ ମାସ୍କ ବଣ୍ଟନ

ଭୁବନେଶ୍ବର : ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଆରମ୍ଭ ହୋଇଛି ମିଶାନ କୋଭିଡ ସୁରକ୍ଷା ଅଭିଯାନ । କରୋନା ସତର୍କତା ଓ ନିୟମାବଳୀକୁ ପାଳନ କରିବାକୁ ଗୁରୁତ୍ବ ଦେଇଛି ରିଲାଏନ୍ସ ଫାଉଣ୍ଡେସନ । ଏହି ଅବସରରେ ରାଜ୍ୟର ୨୨ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ୩ ଲକ୍ଷରୁ ଅଧିକ ମାସ୍କ ବଣ୍ଟାଯାଇଛି ।…

ଓଡ଼ିଆ ଧାବିକା ଦୂତି ଚାନ୍ଦଙ୍କୁ ରୌପ୍ୟ ପଦକ

ପଟିଆଲା : ଓଡ଼ିଆ ଧାବିକା ଦୂତି ଚାନ୍ଦଙ୍କୁ ମିଳିଛି ରୌପ୍ୟ ପଦକ । ପଟିଆଲରେ ଖେଳା ଯାଉଥିବା ୨୪ତମ ଜାତୀୟ ଫେଡେରେସନ କପ ସିନିୟର ଆଥଲେଟିକ ଚାମ୍ପିଅନସିପରେ ଧାବିକା ଦୂତି ଚାନ୍ଦଙ୍କୁ ଏହି ସଫଳତା ମିଳିଛି । ଆୟୋଜିତ ପ୍ରତିଯୋଗିତାରେ ୧୦୦ ମିଟର ଦୌଡ଼ ଫାଇନାଲରେ ଦ୍ବିତୀୟ ସ୍ଥାନ ଅଧିକାର…

ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର : ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା ନେଇ ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ । ହାଣ୍ଡି ଭଙ୍ଗା ଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ବୈଠକରେ ଆଲୋଚନା ହୋଇଛି । ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଆଜି କପିଳେଶ୍ବର ମନ୍ଦିର ଟ୍ରଷ୍ଟ ବୋର୍ଡ ସହ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୬ ଆକ୍ରାନ୍ତ । ସମସ୍ତେ ଆରୋଗ୍ୟ ହେବା ପରେ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…