Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏସସିବିରେ ସିଲିଂ ଫ୍ୟାନ ଖସି ଆହତ ହୋଇଥିବା ମହିଳାଙ୍କ ମୃତ୍ୟୁ

କଟକ: ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ସିଲିଂ ଫ୍ୟାନ୍ ଖସିବା ପରେ ଗୁରୁତର ଆହତ ହୋଇଥିବା ବୃଦ୍ଧ ମହିଳାଙ୍କର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଯାଜପୁରର କୃଷ୍ଣ ନଗରର ପାର୍ବତୀ ଦାସ। ସୂଚନା ଅନୁଯାୟୀ, ଗତ ମାର୍ଚ୍ଚ ୮ ତାରିଖ ସକାଳ ପ୍ରାୟ ୮ଟା…

ଓଡ଼ିଶାର ୧୭ ସେଣ୍ଟରରେ ଜେଇଇ-୨ ମେନ୍ ପରୀକ୍ଷା

ଭୁବନେଶ୍ୱର: କରୋନା ନିର୍ଦ୍ଦେଶାବଳୀ କଡାକଡି ପାଳନ ସହ ଜେଇଇ-୨ ମେନ୍ ପରୀକ୍ଷା ମଙ୍ଗଳବାର ଦିନ ଓଡିଶାର ୧୭ ଟି ସ୍ଥାନରେ ଆରମ୍ଭ ହୋଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ କମ୍ପ୍ୟୁଟର ବେସଡ୍ ପରୀକ୍ଷା ପ୍ରାୟ ୩୦,୦୦୦ ଛାତ୍ରଛାତ୍ରୀ ଦେଉଛନ୍ତି। ମାର୍ଚ୍ଚ ୧୮ରେ…

କୋଭିଡ୍ ଟିକାକରଣରେ ଓଡ଼ିଶାକୁ ସଫଳତା, ଦିନକରେ ଟିକା ନେଲେ ଲକ୍ଷେରୁ ଅଧିକ ବୟସ୍କ

ଭୁବନେଶ୍ୱର: କୋଭିଡ୍ ମୁକାବିଲା ଭଳି କୋଭିଡ୍ ଟିକାକରଣରେ ସଫଳତାର ସିଡ଼ି ଚଢ଼ୁଛି ଓଡ଼ିଶା । ଗତ ସପ୍ତାହରେ ଦୈନିକ ୧ ଲକ୍ଷ ବୟସ୍କଙ୍କୁ କୋଭିଡ୍ ଟିକା ଦେବା ନେଇ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ । ଆଜି ତାହା ପୂରା ହୋଇଛି । ସୋମବାର ସନ୍ଧ୍ୟା ୬ଟା ସୁଦ୍ଧାର ରାଜ୍ୟରେ ମୋଟ ୧ ଲକ୍ଷ ୨୧ ହଜାର…

ପୀୟୁଷ ଗୋୟଲଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ବର : କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସାଂସଦ । ଓଡ଼ିଶାରେ ଚାଷୀଙ୍କ ଧାନ କ୍ରୟ ଓ ବକେୟା ସବସିଡ୍ ତୁରନ୍ତ ପ୍ରଦାନ କରିବାକୁ ଦାବି କକରିଛନ୍ତି ବିଜେଡି ସାଂସଦ । ତେବେ ଏହି ପ୍ରସଙ୍ଗକୁ କେନ୍ଦ୍ର ସରକାର ବିଚାର କରିବା ସହ…

ବୁଧବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବଢ଼ିଲାଣି ଚିନ୍ତା । ଏଥିପାଇଁ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ସଂକ୍ରମଣ ବୃଦ୍ଧି ପାଉଥିବାରୁ ସ୍ଥିତି ସମୀକ୍ଷା ପାଇଁ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ । ଆସନ୍ତା ବୁଧବାର ସମସ୍ତ…

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ, ଦେଶର ଜଣେ ଦକ୍ଷ ପାଇଲଟ୍‌କୁ କରିବ ସମ୍ମାନିତ

ଭୁବନେଶ୍ୱର: ବିଜୁ ବାବୁଙ୍କର ବ୍ୟକ୍ତିତ୍ୱର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ । ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ ।…

ଵ୍ରହ୍ମପୁର ଖଜୁରିଆ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ୫ ଅଭିଯୁକ୍ତ ଗିରଫ, ୨ ଫେରାର୍‌

ଵ୍ରହ୍ମପୁର: ଵ୍ରହ୍ମପୁର ଗୋସାଣି ନୂଆଗାଁ ଥାନା ଅନ୍ତର୍ଗତ ଖଜୁରିଆ ଗାଁରେ ଗୁଳିକାଣ୍ଡ ଘଟିଛି । ଉକ୍ତ ଗାଁର ହୀନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୭ ଜଣ ଦୁର୍ବୁତ୍ତ ଏହି ଗୁଳିମାଡ଼ କରିଥିବା ବେଳେ ହୀନଙ୍କ ଅଣ୍ଟାରେ…

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୧ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ରାଉରକେଲା ଯିବେ । ସେଠାରେ ଏନଆଇଟିର ଅଷ୍ଟାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ…

ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୭୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦ କରୋନା ଆକ୍ରାନ୍ତ । ଏମାନେ ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ସମ୍ବଲପୁରରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ବାଲେଶ୍ବର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…

ମଲ୍ଟିପ୍ଲେକ୍ସ ସହ ପ୍ରତିଯୋଗିତା କରିବାକୁ ପ୍ରସ୍ତୁତ ହେଲା ରାଜଧାନୀର ପୁନଃନିର୍ମିତ ସ୍ୱାତୀ ସିନେମା ହଲ

ଭୁବନେଶ୍ୱର: ରାଜଧାନୀରେ ସିନେପଲିସ୍ ଓ ଆଇନକ୍ସ ଭଳି ମଲ୍ଟିପ୍ଲେକ୍ସ ସ୍କ୍ରିନରେ ଫିଲ୍ମ ଦେଖିବାକୁ ଦର୍ଶକ ପସନ୍ଦ କରୁଥିବା ଦେଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ସହରର ବହୁ ପୁରୁଣା ଏସ୍ କମ୍ପେ୍ଳକ୍ସର ସ୍ୱାତୀ ସିନେମା ହଲକୁ ଏପରି ନୂଆ ଢଙ୍ଗରେ ପ୍ରସ୍ତୁତ କରାଯାଇଛି । ପୁନଃନିର୍ମାଣ କରାଯାଇ…