Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚେସ୍‌ ଗ୍ରାଣ୍ଡମାଷ୍ଟର୍‌ ସ୍ବୟମ୍ସ ମିଶ୍ର ଓ ପ୍ରଶିକ୍ଷକ ଅରୁଣ ଦାସ ପାଇବେ ଓସ୍‌ଜା ପୁରସ୍କାର

ଭୁବନେଶ୍ବର: ସ୍ବୟମ୍ସ ମିଶ୍ର ଓ ଅରୁଣ ଦାସ ପାଇବେ ଓସ୍‌ଜା ପୁରସ୍କାର । ଓଡ଼ିଶାର ଦ୍ବିତୀୟ ଚେସ୍‌ ଗ୍ରାଣ୍ଡମାଷ୍ଟର୍‌ ସ୍ବୟମ୍ସ ମିଶ୍ର ଏବଂ ଖେଳାଳିରୁ ସଫଳ ପ୍ରଶିକ୍ଷକ ପାଲଟିଥିବା ଅରୁଣ ଦାସଙ୍କୁ ଚଳିତ ବର୍ଷର ବାର୍ଷିକ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ) ପୁରସ୍କାର ପ୍ରଦାନ କରାଯିବ ।…

ଷ୍ଟ୍ରିଟ୍ କ୍ରାଇମ୍ ରୋକିବାକୁ କମିଶନରେଟ୍ ପୋଲିସ ଜାରି କଲା ହ୍ୱାଟ୍ସଆପ୍ ନମ୍ବର

ଭୁବନେଶ୍ୱର: କମିଶନରେଟ୍ ପୋଲିସର ମୁଣ୍ଡବ୍ୟଥା ବଢାଇଛି ସହରରେ ବଢ଼ୁଥିବା ଅପରାଧ । ଛିନତାଇରୁ ରାହାଜାନୀ ଆଉ ମର୍ଡର ସବୁକିଛି ଦିନ ଦ୍ୱିପ୍ରହରରେ ଘଟୁଛି ରାଜଧାନୀର ରାସ୍ତାରେ । ଏସବୁ ଉପରେ ଲଗାମ୍ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି କମିଶନରେଟ୍ ପୋଲିସ । ବିଚ୍ ରାସ୍ତାରେ କୌଣସି ଅପରାଧ…

ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବସ୍

ପୁରୀ : ପୁରୀ ବସଷ୍ଟାଣ୍ଡରେ ଅଭାବନୀୟ ଘଟଣା । ବସଷ୍ଟାଣ୍ଡରେ ନିଆଁ ଲାଗି ଜଳିଗଲା ୩ଟି ବସ୍ । ବସଷ୍ଟାଣ୍ଡରେ ୩ଟି ବସ୍ ଛିଡା ହୋଇଥିବା ବେଳେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ବସଟି ଜଳୁଥିବା ବେଳେ, ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନା ଅନୁସାରେ,…

ଉଦଘାଟିତ ହେଲା କୃଷି ଓଡ଼ିଶା ୨୦୨୧

ଭୁବନେଶ୍ବର : ଉଦଘାଟିତ ହୋଇଛି କୃଷି ଓଡ଼ିଶା ୨୦୨୧ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ କୃଷି ଓଡ଼ିଶାକୁ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ସାଥିରେ…

ଗଞ୍ଜାମରେ ଦଣ୍ଡନାଚକୁ ପ୍ରଶାସନର ଅନୁମତି

ବ୍ରହ୍ମପୁର: ଗଞ୍ଜାମରେ ଦଣ୍ଡନାଚ ପାଇଁ ପ୍ରଶାସନ ପକ୍ଷରୁ ଅନୁମତି । କରୋନା କଟକଣା ଭିତରେ ଦଣ୍ଡଯାତ୍ରା ପାଳନକୁ ଅନୁମତି ପ୍ରଦାନ କରାଯାଇଛି । କେବଳ ସ୍ଥାନୀୟ କଳାକାରଙ୍କୁ ନେଇ ଦଣ୍ଡନାଚ ଅନୁଷ୍ଠିତ ହେବ । ପୂର୍ବରୁ ନିର୍ଦ୍ଦେଶାନାମାରେ ସାମାନ୍ୟ ପରିବର୍ତ୍ତନ କରି ଦଣ୍ଡଯାତ୍ରା ପାଳନକୁ…

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ ପଦକ୍ଷେପକୁ ନେଇ ଖୁସି ବ୍ୟକ୍ତ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରରେ ରାଜ୍ୟ ସରକାର ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ ରଖିବା ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ଏକ ଟ୍ୱିଟରେ ସେ ଲେଖିଛନ୍ତି ଯେ, ଏହା ଭୁବନେଶ୍ୱରର ଲୋକଙ୍କ ମିଳିତ ଉଦ୍ୟମ । ଏଥି ସହ ସେ ଲେଖିଛନ୍ତି ଯେ, 'ଭୁବନେଶ୍ୱରବାସୀଙ୍କ…

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ ରଖିଛି । ଏ ନେଇ ସାଧାରଣଲୋକ ଅସନ୍ତୋଷ ବ୍ୟକ୍ତ କରିବାରରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, 'ହାଇକୋର୍ଟଙ୍କ ରାୟ ଆସିବା ଯାଏଁ ପୁରୁଣା ଦରରେ ଟିକସ…

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୧ ବଖରା ଘର 

ଭଦ୍ରକ: ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୧ ବଖରା ଘର । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଦକ୍ଷିଣବାଡ ପଞ୍ଚାୟତ କହରାପୋଖରୀ ସ୍ଥିତ ମୁଣ୍ଡାସାହିରେ ଅଗ୍ନିକାଣ୍ଡ ଘଟିଛି ।  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଭଣ୍ଡାରିପୋଖରୀରୁ ଦମକଳ ଗାଡି ଆସି ନିଆଁ ଲିଭାଇବାକୁ ଉଦ୍ୟମ ଜାରି…

ଓଡ଼ିଶାରେ ବଢ଼ିପାରେ କରୋନା ସଂକ୍ରମଣ: ଡାକ୍ତର ନିରଞ୍ଜନ ମିଶ୍ର

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ିବା ସମ୍ଭାବନା ରହିଛି । ଏପରି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେପଟେ ଏଣିକି ରବିବାର ଓ ଛୁଟି ଦିନ ବ୍ୟତୀତ ସବୁଦିନ ଟିକାକରଣ ହେବ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।…

ବିଶିଷ୍ଟ ସାହିତ୍ୟିକ ଶ୍ୟାମ ସୁନ୍ଦର ମିଶ୍ରଙ୍କ ଦେହାନ୍ତ

କଟକ: ବିଶିଷ୍ଟ ଲେଖକ ଶ୍ୟାମ ସୁନ୍ଦର ମିଶ୍ରଙ୍କର ରବିବାର ଦିନ କଟକର ଝାଞ୍ଜିରିମଙ୍ଗଳା ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସେ ୧୯୩୨ ମସିହାରେ ଜନ୍ମଗ୍ରହଣ କରିଥିଲେ। ରାଣୀହାଟ ଉଚ୍ଚ ବିଦ୍ୟାଳୟରେ ପାଠପଢ଼ା ସମାପ୍ତ କରିବା ପରେ ସେ…