Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶିଷ୍ଟ ସାହିତ୍ୟିକ ଶ୍ୟାମ ସୁନ୍ଦର ମିଶ୍ରଙ୍କ ଦେହାନ୍ତ

କଟକ: ବିଶିଷ୍ଟ ଲେଖକ ଶ୍ୟାମ ସୁନ୍ଦର ମିଶ୍ରଙ୍କର ରବିବାର ଦିନ କଟକର ଝାଞ୍ଜିରିମଙ୍ଗଳା ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସେ ୧୯୩୨ ମସିହାରେ ଜନ୍ମଗ୍ରହଣ କରିଥିଲେ। ରାଣୀହାଟ ଉଚ୍ଚ ବିଦ୍ୟାଳୟରେ ପାଠପଢ଼ା ସମାପ୍ତ କରିବା ପରେ ସେ…

ରାଜ୍ୟରେ ଆଜି ୬୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୩୮୨୫୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…

ଖୋଲିବ ନରକଙ୍କାଳ ରହସ୍ୟ: ଡିଏନଏ ଟେଷ୍ଟ ପାଇଁ ପଠାଗଲା ଶରୀରର ଅଂଶବିଶେଷ

ଭୁବନେଶ୍ୱର: ଯାଁଳା ଫାଣ୍ଡି ପରିସରରେ ଗାଡ଼ି ଭିତରୁ ନରକଙ୍କାଳ ଜବତ ଘଟଣାର ଖୋଳତାଡ ଚାଲିଛି । ମୃତକଙ୍କ ପରିଚୟ ଜାଣିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ । ଆଜି ଡିଏନଏ ଟେଷ୍ଟ ପାଇଁ ପଠାଯାଇଛି ଶରୀରର ଅଂଶବିଶେଷ । ଦାନ୍ତ, ହାଡ଼ର କିଛି ଅଂଶ, ନଖ ଓ ଚୁଟି ଫୋରେନସିକ୍ ଲ୍ୟାବ୍ ପଠାଯାଇଛି ।…

ଦୁର୍ଘଟଣାରେ ଛିନଛତ୍ର ବସ୍, ହେଲ୍ପର ମୃତ 

ନବରଙ୍ଗପୁର: ନବରଙ୍ଗପୁରରୁ ଭୁବନେଶ୍ୱର ଯାଉଥିବା ତ୍ରିପାଠୀ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ହେଲ୍ପରଙ୍କର ମୃତ୍ୟୁ ହୋଇଛି । ଆନ୍ଧ୍ରର ସୋମପେଟା ନିକଟରେ ଆଜି ଭୋରୁ ବସ ଏକ ଟିପରକୁ ଧକ୍କା ଦେଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟାରେ ୩୩ ଜଣ ଯାତ୍ରୀଙ୍କୁ ନେଇ…

ରବିବାର ଓ ଛୁଟି ଦିନ ବ୍ୟତୀତ ସବୁ ଦିନ ହେବ ଟୀକାକରଣ

ଭୁବନେଶ୍ୱର: ଏଣିକି ରବିବାର ଓ ପବ୍ଲିକ ଛୁଟି ଦିନ ବ୍ୟତୀତ ଅନ୍ୟ ସବୁ ଦିନ ଟୀକାକରଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀଙ୍କ କହିବା ଅନୁସାରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖ…

ବିଧାନସଭା ଅଚଳାବସ୍ଥା ନେଇ ସାଂଘାତିକ ଅଭିଯୋଗ ଆଣିଲେ ତାରା ବାହିନୀପତି

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ନେଇ ବିଜେଡି ଓ ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ବିଧାୟକତ ତାରାପ୍ରସାଦ ବାହିନୀପତି । ବିଜେପି-ବିଜେଡି ଲିଙ୍କ କଥା କହିଛନ୍ତି । ତାରା କହିଛନ୍ତି, ବିଜେଡି ଓ ବିଜେପି ମିଳିତ ଭାବେ ଚାହୁଁଛନ୍ତି ବିଧାନସଭା ନଚାଲୁ । ଚାଷୀଙ୍କ ଧାନ ନଉଠୁ ବୋଲି ଉଭୟ…

ଚାଲିପାରୁନି ବିଧାନସଭା, ଆଜି ପୁଣି ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଜାରି । ଚାଲି ପାରୁନି ଗୃହ କାର୍ଯ୍ୟ । ଆଜି ପୁଣି ମୁହାଁମୁହିଁ ହୋଇଛନ୍ତି ଶାସକ-ବିରୋଧୀ । ମଣ୍ଡି ସମସ୍ୟାକୁ ନେଇ କଂଗ୍ରେସ ଓ ବିଜେପିର ହଟ୍ଟଗୋଳ କରିଛନ୍ତି । ଅନ୍ୟପଟେ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କ କ୍ଷମା ପ୍ରାର୍ଥନା…

ଧାନ ବସ୍ତା ରଖି ରାସ୍ତା ଅବରୋଧ କଲେ ଚାଷୀ

କେନ୍ଦୁଝର: ମଣ୍ଡି ଅବ୍ୟବସ୍ଥାକୁ ନେଇ ଥମୁନି ଅସନ୍ତୋଷ । ବିଧାନସଭା ଭିତରେ ତାତି । ବାହାରେ ବି ଚାଷୀ ହୀନସ୍ତା ହେଉଛନ୍ତି । ମଣ୍ଡିରେ ଧାନ କିଣା ଯାଉ ନଥିବା ଅଭିଯୋଗରେ ତାତିଲେ କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳର ଚାଷୀ । ଧାନ ବସ୍ତା ରଖି ରାସ୍ତାରୋକ କରିଛନ୍ତି । ତେଲକୋଇ ଅନ୍ତର୍ଗତ…

ଧରାପଡିଲେ ଜଙ୍ଗଲରେ ନିଆଁ ଲଗାଉଥିବା ୨ ବ୍ୟକ୍ତି

ବୌଦ୍ଧ: ଗତକିଛି ଦିନ ହେବ ରାଜ୍ୟରେ ଜଳୁଥିବା ଅନେକ ଜଙ୍ଗଲ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ବନ ବିଭାଗର କର୍ମଚାରୀ ଆଜି ଏକ ଜଙ୍ଗଲରେ ନିଆଁ ଲଗାଉଥିବା ଜଣେ ବାପ ଓ ପୁଅଙ୍କୁ ଧରିଛନ୍ତି। ସୂଚନା ଅନୁଯାୟୀ ମାଧପୁର ରେଞ୍ଜ ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା…

ଟିପର-ବସ୍ ଧକ୍କାରେ ଜଣେ ମୃତ ଓ ୮ ଆହତ, ନବରଙ୍ଗପୁରରୁ ଭୁବନେଶ୍ୱର ଆସୁଥିଲା ବସ୍

ଭୁବନେଶ୍ୱର: ନବରଙ୍ଗପୁରରୁ ଭୁବନେଶ୍ୱର ଆସୁଥିବା ବସ୍ ଆନ୍ଧ୍ରପ୍ରଦେଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟିପର ସହ ବସର ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ବସ୍ ହେଲପର୍ । ତାଙ୍କର ପରିଚୟ ଜଣା ପଡିନି । ଆହତଙ୍କୁ ଉଦ୍ଧାର କରି…