Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନ୍ତର୍ଜାତୀୟ ମହିଳା ଦିବସରେ ସଶସ୍ତ୍ର ମାଓବାଦୀଙ୍କ ପ୍ରଜାମେଳି, ପୋଲିସକୁ ଚ୍ୟାଲେଞ୍ଜ

ମାଲକାନଗିରି: ଆଦିବାସୀ ଅଞ୍ଚଳରେ ମାଓବାଦୀଙ୍କ ପ୍ରଜାମେଳି । ମହିଳାଙ୍କୁ ସଶସ୍ତ୍ର ଓ ମଜଭୁତ୍ ଲାଗି ବିଶ୍ୱ ଅନ୍ତର୍ଜାତୀୟ ମହିଳା ଦିବସ ପାଳୁଥିବା ବେଳେ ପ୍ରଜାମେଳି କରି ପୋଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି ମାଓବାଦୀ । ଯାହାର ଭିଡିଓ ଏବେ ଭାଇରାଲ୍ ହୋଇଛି । ମାଲକାନଗିରି ଜିଲ୍ଲା ସୀମାନ୍ତ…

ଶିମିଳିପାଳ ବନାଗ୍ନି, ସ୍ଥିତି ଅନୁଧ୍ୟାନ କରି ଫେରିଲେ କେନ୍ଦ୍ରୀୟ ଟିମ

ବାରିପଦା: ଶିମିଳିପାଳରେ ଲାଗିଥିବା ନିଆଁକୁ ଅନୁଧ୍ୟାନ କରିବାକୁ ଯାଇଥିବା ଏକ ୩ ଜଣିଆ ଟିମ ଆଜି ପ୍ରତ୍ୟାବର୍ତ୍ତନ କରିଛନ୍ତି। ସୂଚନା ଅନୁଯାୟୀ ସେମାନେ ଗୁରୁବାର ଦିନ ଶିମିଳିପାଳରେ ପ୍ରଵେଶ କରିଥିଲେ। ପରେ ପ୍ରଥମେ ଠାକୁରମୁଣ୍ଡା, କରଞ୍ଜିଆ ରେଞ୍ଜ ଅଞ୍ଚଳ ପରିଦର୍ଶନ କରି ସାରି ଯଶୀପୁରରେ…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ସବୁ ପାସ୍, ଜୁନରୁ ଆରମ୍ଭ ହୋଇପାରେ ଶିକ୍ଷା ବର୍ଷ

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ବର୍ଷେ ହେଲାଣି ହୋଇପାରୁନି ପାଠପଢ଼ା । ଗତବର୍ଷ ମାର୍ଚ୍ଚ ଅଧାରୁ ବନ୍ଦ ହୋଇଥିବା ପ୍ରାଥମିକ ବିଦ୍ୟାଳୟ ଏଯାଏ ଖୋଲିନି । ଅନ୍ୟପଟେ ଅନ୍ୟ ରାଜ୍ୟରେ ବଢ଼ୁଥିବା କରୋନା ମାମଲା ଡରାଇଲାଣି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅନୁଗୁଳରେ ୧୫୦୦୦ରୁ ଉର୍ଦ୍ଧ ଅଫିମ ଚାଷ ନଷ୍ଟ କଲା ପୋଲିସ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଗଞ୍ଜେଇ ଚାଷ ପରେ ଏବେ ଅଫିମ ଚାଷ ପୋଲିସର ଚିନ୍ତା ବଢାଇଛି। ଶୁକ୍ରବାର ଦିନ ଅନୁଗୁଳ ଜିଲ୍ଲା ଉପାନ୍ତ ଅଞ୍ଚଳ ନଗିରା ଓ ସିବିଡ଼ା ଗ୍ରାମ ନିକଟ ଏକ ଜଙ୍ଗଲରେ ବେଆଇନ ଅଫିମ ଗଛ ନଷ୍ଟ କରାଯାଇଛି। ଅନୁଗୁଳ ଓ ପାଲଲହଡ଼ା ପୋଲିସ ମିଳିତ ଭାବେ ଚଢ଼ାଉ କରି ୨ ଏକର ଜମିରେ…

ଗୃହରେ ବିରୋଧୀ-ଶାସକ ମୁହାଁମୁହିଁ, ବିଧାନସଭା ୪ଟା ଯାଏ ମୁଲତବି

ଭୁବନେଶ୍ୱର: ବିଧାନସଭାରେ ଜାରି ରହିଛି ହଟ୍ଟଗୋଳ । ମଣ୍ଡିରେ ଧାନକିଣା ଅବ୍ୟବସ୍ଥାକୁ ନେଇ ଗୃହରେ ଅଚଳାବସ୍ଥା ଜାରି ରହିଛି । ଗତକାଲି ଭଳି ଆଜି ବି ମଣ୍ଡି ତାତିରେ ଚାଲି ପାରିନି ବିଧାନସଭା । ପ୍ରଥମେ ପ୍ରଶ୍ନକାଳରେ ବିରୋଧୀ-ଶାସକ ଗୃହରେ ମୁହାଁମୁହିଁ ହୋଇଥିଲେ । ଫଳରେ ବାଚସ୍ପତି ଗୃହକୁ ଦିନ…

ସ୍ଥିତି ଦେଖି ଲକଡାଉନ୍ ନେଇ ନିଆଯିବ ପଦକ୍ଷେପ, ଚାଲିଛି ଅନୁଧ୍ୟାନ: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା କଟକଣାକୁ ବର୍ଷେ । ବର୍ଷେ ଭିତରେ କୋଭିଡ୍ ଯୁଦ୍ଧରେ ଓଡ଼ିଶା ଭଲ ସ୍ଥିତିରେ ରହିଛି । ଗତବର୍ଷ ମାର୍ଚ୍ଚ ୧୨ରେ ରାଜ୍ୟ କ୍ୟାବିନେଟ୍ ସଂଶୋଧିତ ମହାମାରୀ ଆଇନକୁ ମଞ୍ଜୁରୀ ଦେଇଥିଲା । ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗତବର୍ଷ ଆଜିର ଦିନରେ କରୋନା ମହାମାରୀକୁ…

ଆଜି ଆରମ୍ଭରୁ ବିଧାନସଭା ହୁଲସ୍ତୁଲ, ଶାସକ-ବିରୋଧୀ ଦଳ ମୁହାଁମୁହିଁ

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ବଜେଟ୍ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି କମ୍ପିଲା । ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି । ମଣ୍ଡି ଓ ଚାଷୀ ପ୍ରସଙ୍ଗରେ ହୁଲସ୍ତୁଲ ହୋଇଛି ଗୃହ । ମଣ୍ଡି ଅବ୍ୟବସ୍ଥା ପ୍ରସଙ୍ଗରେ ବିରୋଧୀ ଗୃହ ଭିତରେ…

ନୂଆ ଅବତାରରେ ନଜର ଆସିବେ ଅମ୍ଲାନ

ଭୁବନେଶ୍ୱର: ଅମ୍ଲାନ ଦାସ ନିଜର ଅପକମିଂ ଚଳଚ୍ଚିତ୍ର ‘ଗୁପଚପ୍’ରେ ନଜର ଆସିବାକୁ ଯାଉଛନ୍ତି। ଫିଲ୍ମଟି 'ରଜ'ରେ ରିଲିଜ ହେବ ବୋଲି ଶୁଣିବାକୁ ମିଳୁଛି। ନିର୍ଦ୍ଦେଶକ ପ୍ରୀତିରାଜ ପଟ୍ଟନାୟକ ଏହି ସିନେମାରେ ଏକ ଭିନ୍ନ କାହାଣୀ ନେଇ ଆସୁଛନ୍ତି। ‘ଗୁପଚପ୍’ରେ ସନମିରା ନାଗେଶ, ପପୁ ପମ୍ ପମ୍…

ଓଡ଼ିଶାର ୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୭ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର। ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ଅନୁଗୁଳ, କେନ୍ଦୁଝର ଏବଂ ଦେଓଗଡରେ ଆକାଶ ମେଘାଚ୍ଛନ୍ନ ରହିବ। ତେବେ…

BSE ଦ୍ୱାରା ଧାର୍ଯ୍ୟ ଢାଞ୍ଚାରେ ପରୀକ୍ଷା ଉପରେ ଗୁରୁତ୍ୱ, ନ ଜଣାଇ ଅନୁପସ୍ଥିତ ରହିଲେ ଶିକ୍ଷକଙ୍କ ଦରମା କାଟ୍…

ପୁରୀ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶନିବାର ଅଚାନକ ପୁରୀ ଜିଲ୍ଲା ସ୍କୁଲ୍ ପରିଦର୍ଶନ କରିଛନ୍ତି । ଏହି ଅବସରରେ ବିଏସଇ ବା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଧାର୍ଯ୍ୟ ଢାଞ୍ଚାରେ ପରୀକ୍ଷା ଉପରେ ଗଣଶିକ୍ଷା ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ବିଏସଇ ଢାଞ୍ଚାରେ…